ଜାତୀୟ

ଜେଡିୟୁ ଅର୍ଥ ନୀତୀଶ କୁମାର! ଦଳ ପୋଷ୍ଟରରେ କେବଳ ମୁଖ୍ୟମନ୍ତ୍ରୀଙ୍କ ରହିବ ଫଟୋ, ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ପାଟନା,୨୯ ।୪: ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଯେ କୌଣସି ପୋଷ୍ଟର ଓ ବ୍ୟାନରରେ ଏବେ କେବଳ ନୀତୀଶ କୁମାରଙ୍କର ଫଟୋ ରହିବ । ଦଳ ପକ୍ଷରୁ ଏ ସମ୍ପର୍କରେ ନିର୍ଦ୍ଦେଶ ଜାରି କରାଯାଇ କର୍ମକର୍ତ୍ତା ଓ ନେତାଙ୍କୁ ସଫା ସଫା...

ବାତିଲ ହେଲା ୬୫୭ ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୨୯।୪: କୋଇଲା ପରିବହନ ନେଇ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟୁତ୍‌ ସଙ୍କଟକୁ ଦୂର କରିବା ଲାଗି ୬୫୭ ଯାତ୍ରୀବାହୀ ଟ୍ରେନ୍‌କୁ ସାମୂହିକ ପାଇଁ ବାତିଲ କରାଯାଇଛି। ସରକାର ଶୁକ୍ରବାର ଏନେଇ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।...

ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍‌ଏସ୍‌ ମୁଖ୍ୟଙ୍କ ବୟାନ

ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବୟାନ ସାମ୍ନାକୁ ଆସିଛି। ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ କହିଛନ୍ତି, ଏକ ସଭ୍ୟ ସମାଜରେ...

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ ସମର୍ଥକ ପଟିଆଲାରେ ମୁହାଁମୁହିଁ ହୋଇ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ଏନେଇ...

ଦିଲ୍ଲୀର ନାମ ବଦଳାଇ ଇନ୍ଦ୍ରପ୍ରସ୍ଥ ରଖିଲେ ବଦଳିବ ମୌସୁମୀ, ହେବ ବର୍ଷା: ସ୍ୱାମୀ ଚକ୍ରପାଣି ମହାରାଜ

ନୂଆଦିଲ୍ଲୀ,୨୯ ।୪: ଗୋଟିଏ ପଟେ ଅସହ୍ୟ ଗରମରେ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ବେଳେ ବେଳକୁ ବେଳ ତାତି ବଢିବାରେ ଲାଗିଛି । ଏହାକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି...

କୋଇଲା ପରିବହନ ଲାଗି ଯାତ୍ରୀବାହୀ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୨୯।୪: ତାପଜ ବିଦ୍ୟୁତ୍‌ କେନ୍ଦ୍ରଗୁଡ଼ିକୁ ତୁରନ୍ତ କିଭଳି କୋଇଲା ପରିବହନ ହୋଇପାରିବ ସେନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ତେଣୁ ସରକାର କିଛି ଯାତ୍ରୀବାହୀ ଟ୍ରେନକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି...

ରାଣା ଦମ୍ପତିଙ୍କ ଜାମିନ ଆବେଦନ ଶୁଣାଣି ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା

ମୁମ୍ବାଇ,୨୯।୪:ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟକ୍ତିଗତ ବାସଭବନ ‘ମାତୋଶ୍ରୀ’ ବାହାରେ ହନୁମାନ ଚାଳିଶା ପାଠ ଅଭିଯୋଗରେ ଗିରଫ ହୋଇଥିବା ଅମରାବତୀ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କ ଜାମିନ ଆବେଦନର ଶୁଣାଣି...

ଜେଡିୟୁ-ଭାଜପା ମଧ୍ୟରେ ଫାଟ ସୃଷ୍ଟି: ଦିଲ୍ଲୀ ବୈଠକରେ ଯୋଗଦେବେନି ନୀତିଶ

ପାଟନା,୨୯।୪: ଜେଡିୟୁ ଓ ଭାଜପା ମଧ୍ୟରେ ବର୍ତ୍ତମାନ ଫାଟ ସୃଷ୍ଟି ହେଉଥିବା ପରିଲକ୍ଷିତ ହେଉଛି। କାରଣ ଶନିବାର ଦିଲ୍ଲୀରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଡକାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ନ ଦେବାକୁ ନିଷ୍ପତ୍ତି...

ରାଜ ଠାକରେଙ୍କୁ ରାଲି କରିବାକୁ ମିଳିଲା ଅନୁମତି

ମୁମ୍ବାଇ,୨୯।୪: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକରେଙ୍କୁ ବହୁପ୍ରତିକ୍ଷୀତ ରାଲି କରିବାକୁ ଅନୁମତି ମିଳିଛି। ମେ’୧ରେ ଔରଙ୍ଗାବାଦର ସାଂସ୍କୃତିକ ଖେଳ ପଡ଼ିଆରେ ହେବାକୁ ଥିବା ଜନସଭା ପାଇଁ ରାଜ ଠାକରେଙ୍କୁ ଅନୁମତି ପ୍ରଦାନ କରାଯାଇଛି। କିନ୍ତୁ ଏହି ରାଲିରେ...

‘ସଂରକ୍ଷିତ ପ୍ରାର୍ଥୀ ଅଧିକ ନମ୍ବର ରଖିଥିଲେ ସାଧାରଣ ବର୍ଗ ପଦବୀ ପାଇଁ ହକ୍‌ଦାର’

ଗୁଆହାଟୀ,୨୯।୪: ସଂରକ୍ଷିତ ବର୍ଗ ପ୍ରାର୍ଥୀ ସାଧାରଣ ବର୍ଗର ଅନ୍ତିମ ପ୍ରାର୍ଥୀଙ୍କଠାରୁ ଅଧିକ ନମ୍ବର ରଖିଥିଲେ, ସେ ଜେନେରାଲ କାଟାଗୋରି ପାଇଁ ଉଦ୍ଦିଷ୍ଟ ପଦବୀ କିମ୍ବା ସିଟ୍‌ ପାଇବାକୁ ହକ୍‌ଦାର ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏନେଇ ରାଜସ୍ଥାନ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ...

‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’

ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ, ବହୁଜନ ସମାଜ ପାର୍ଟି (ବିଏସପି) ର ଭୋଟ ଭାରତୀୟ ଜନତା ପାର୍ଟି (ଭାଜପା)କୁ...

ଆଜି ଜାମିନ୍‌ ଆବେଦନର ରାୟ ଶୁଣାଇବେ କୋର୍ଟ

ଗାନ୍ଧିନଗର,୨୯।୪: ଗୁଜୁରାଟର ବିଧାୟକ ଜିଗ୍ନେଶ ମଓ୍ବୋନୀଙ୍କ ଗିରଫ ମାମଲାରେ ଆଜି ଜାମିନ୍‌ ଆବେଦନର ରାୟ ଶୁଣାଇବେ କୋର୍ଟ। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଟୁଇଟ୍‌ କରି ସେ ଗିରଫ ହୋଇଥିଲେ। ଆସାମ ବାରପେଟା ଜିଲାର ଏକ ସ୍ଥାନୀୟ ଅଦାଲତ ଗୁରୁବାର ତାଙ୍କ ଜାମିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri