ଜାତୀୟ

ଗାଜିଆବାଦରେ ବଢ଼ୁଛି କରୋନା ମିଟର

ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା...

ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ...

୬୪ ହଜାର କଶ୍ମୀର ପଣ୍ଡିତ ପଳାୟନ କରିଥିଲେ

ନୂଆଦିଲ୍ଳୀ,୨୭।୪: ପାକିସ୍ତାନୀ ଆତଙ୍କବାଦୀଙ୍କ ଦ୍ୱାରା ଅତ୍ୟାଚାରିତ ହୋଇ ୯୦ ଦଶକରେ ୬୪,୮୨୭ କଶ୍ମୀର ପଣ୍ଡିତ କଶ୍ମୀର ଛାଡ଼ି ଜମ୍ମୁ ପଳାୟନ କରିଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ୨୦୨୦-୨୧ ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି...

ଘୃଣିତ ମନ୍ତବ୍ୟ ପାଇଁ ଦାୟୀ ରହିବେ ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭।୪(ପି.ଟି.): ରୁର୍‌କୀରେ ବୁଧବାର ହେବାକୁ ଥିବା ଧର୍ମ ସଂସଦରେ ପ୍ରତିକୂଳ ମନ୍ତବ୍ୟ ଦିଆଯିବ ନାହିଁ ବୋଲି ଲିଖିତ ଭାବେ ଜଣାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରାଖଣ୍ଡ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଧର୍ମ ସଂସଦରେ ଘୃଣିତ ମନ୍ତବ୍ୟ ଦିଆଗଲେ...

କଂଗ୍ରେସରୁ ଜାଖରଙ୍କୁ ନିଲମ୍ବନ ଲାଗି ସୁପାରିସ

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖରଙ୍କୁ ୨ ବର୍ଷ ପାଇଁ ଦଳରୁ ନିଲମ୍ବନ କରିବାକୁ ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଶୃଙ୍ଖଳାଗତ କମିଟି ମଙ୍ଗଳବାର ସୁପାରିସ କରିଛି। ଏହା ବ୍ୟତୀତ କେରଳର ବରିଷ୍ଠ ନେତା କେ.ଭି. ଥୋମାସଙ୍କୁ...

ସିଏଏ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ପାଇଁ ସୀମିତ ଆଇନ

ନୂଆଦିଲ୍ଲୀ,୨୭।୪: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ) ଏକ ସୀମିତ ତଥା ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ଲାଗି ଉଦ୍ଦିଷ୍ଟ ଆଇନ। ଏହା ଏକ ଧାର୍ଯ୍ୟ ସମୟସୀମା ମଧ୍ୟରେ ନିର୍ଦ୍ଦିଷ୍ଟ ଦେଶରୁ ଆସିଥିବା ନିର୍ଦ୍ଧାରିତ ସମ୍ପ୍ରଦାୟଙ୍କ କୋହଳ ପ୍ରଦାନ ଲାଗି ଉଦ୍ଦିଷ୍ଟ ବୋଲି...

ପିଲାଙ୍କ ପାଇଁ ୩ କୋଭିଡ୍‌ ଟିକାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୭ା୪: ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ପିଲାମାନଙ୍କ ଲାଗି ୩ଟି କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ଲାଗି ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସକୁ ୫ରୁ ୧୨ ବର୍ଷ ବୟସ ବର୍ଗର ପିଲାଙ୍କୁ ଦେବା ଲାଗି ଅନୁମତି...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ  କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ...

ଚତୁର୍ଥ ଲହରରୁ ଦୂରେଇ ରହିବାର ୩ ଉପାୟ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି।...

ରାଜ୍ୟପାଳ କେବଳ ପୋଷ୍ଟମ୍ୟାନ୍‌, ଚିଠି ଖୋଲିବାର ଅଧିକାର ତାଙ୍କର ନାହିଁ, ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟ…

ଚେନ୍ନାଇ, ୨୬।୪ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାଜ୍ୟପାଳଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳ ଜଣେ ପୋଷ୍ଟମ୍ୟାନ୍‌ ଭଳି। ତାଙ୍କର ଚିଠି ଖୋଲିବାର ଅଧିକାର ମଧ୍ୟ ନାହିଁ। ଗୋଟିଏ ଦିନ ପୂର୍ବରୁ...

ଏଏପି ସରକାର ଗଠନ ପରେ ପଞ୍ଜାବରେ ୧୪ ଚାଷୀ କଲେଣି ଆତ୍ମହତ୍ୟା…

ଚଣ୍ଡିଗଡ଼, ୨୬।୪ : ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ ପରେ କୃଷକ ଆତ୍ମହତ୍ୟା ଜାରି ରହିଛି। ୧ ଏପ୍ରିଲରୁ ୨୩ ଏପ୍ରିଲ୍‌ ମଧ୍ୟରେ ଫସଲହାନୀ ଯୋଗୁ ୧୪ ଜଣ ଚାଷୀ ଆତ୍ମହତ୍ୟା କରିଛନ୍ତି । ଫଳରେ...

ଖେଳାଳିଙ୍କ ଗୁରୁ ଦକ୍ଷିଣା, କୋଚ୍‌ଙ୍କ ପାଇଁ ନିର୍ମାଣ କରୁଛନ୍ତି ବିଳାସପୂର୍ଣ୍ଣ କୋଠା…

ଗୁରୁଦାସପୁର, ୨୬।୪ : ମହାଭାରତରେ ଏକଲବ୍ୟଙ୍କ ଗୁରୁଦକ୍ଷିଣା ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏବେ ପଞ୍ଜାବରେ ଏହାର ଏକ ଉଦାହରଣ ସୃଷ୍ଟି କରିଛନ୍ତି କେତେକ ଖେଳାଳୀ। କ୍ରୀଡାକୁ ଜୀବନ୍ତ ରଖିବା ପାଇଁ ଶହ ଶହ ଅନ୍ତର୍ଜାତୀୟ କବାଡି ଖେଳାଳିଙ୍କୁ ତାଲିମ ଦେଇଥିବାକୋଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri