ଜାତୀୟ

ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୨ା୪: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ସେ ଶେହବାଜଙ୍କୁ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି। ଭାରତ ଆତଙ୍କବାଦ ମୁକ୍ତ ଅଞ୍ଚଳରେ ସ୍ଥିରତା ଓ ଶାନ୍ତି ଚାହେଁ,...

ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର

ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି । ଚିନୁକ ହେଲିକପ୍ଟର ଚଣ୍ଡିଗଡ଼ରୁ ଆସାମର ଜୋରାହଟ ପର୍ଯ୍ୟନ୍ତ ଉଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ...

ଶକ୍ତି ଓ ଜଳବାୟୁ ସୂଚକାଙ୍କ: ର଼୍ୟାଙ୍କ ୨୨ରେ ଓଡ଼ିଶା

ନୂଆଦିଲ୍ଲୀ,୧୨ା୪:ନୀତି ଆୟୋଗ ପକ୍ଷରୁ ସୋମବାର ରାଜ୍ୟ ଶକ୍ତି ଓ ଜଳବାୟୁ ସୂଚକାଙ୍କ- ରାଉଣ୍ଡ ୧ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। ସାମଗ୍ରିକ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଓଡ଼ିଶା ୨୨ ନମ୍ବର ସ୍ଥାନରେ ରହିଛି। ସେହିପରି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୩ଟି...

୭ ଜଣଙ୍କ ଉପରେ ମାଡ଼ିଗଲା କୋଣାର୍କ ଏକ୍ସପ୍ରେସ୍‌

ଅମରାବତୀ, ୧୨ା୪:ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ ସୋମବାର ରାତିରେ କୋଣାର୍କ ଏକ୍ସପ୍ରେସ୍‌ ମାଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବଟୁଭା ଗ୍ରାମ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ସିକନ୍ଦରାବାଦ୍‌-ଗୁଆହାଟୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଅଟକିଥିଲା। ଏହି ସମୟରେ ଯାତ୍ରୀମାନେ ଉକ୍ତ ଟ୍ରେନ୍‌ରୁ ଓହ୍ଲାଇ...

ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ...

କୁଲଗାମ୍‌ ଏନ୍‌କାଉଣ୍ଟରରେ ଜଣେ ପାକିସ୍ତାନୀ ସମେତ ୨ଆତଙ୍କବାଦୀ ନିହତ

କୁଲଗାମ,୧୧।୪:ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। କୁଲଗାମର ଖୁର୍ବତପୁରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ପାକିସ୍ତାନୀ ସମେତ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ୨ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇତିବା ଜଣାପଡ଼ିଛି। ଏବେ ବି ଘଟଣାସ୍ଥାଳରେ ଏନ୍‌କାଉଣ୍ଟର...

ମୋଦିଙ୍କୁ ଚ୍ୟାଲେଞ୍ଜ ଦେଲେ କେସିଆର୍‌

ନୂଆଦିଲ୍ଲୀ,୧୧।୪: କୃଷି ପ୍ରସଙ୍ଗକୁ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର୍‌) କେନ୍ଦ୍ରକୁ ଏକ ବଡ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କେସିଆର୍‌ ତୁରନ୍ତ ଏକ କୃଷି ନୀତି ଆଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କହିଛନ୍ତି। ନଚେତ ଭାଜପାକୁ କ୍ଷମତାରୁ ହଟାଇ ଦେବୁ...

ଦେଶର ୮ ସହରରେ ପ୍ରଦୂଷଣ ଯୋଗୁ ଅସମୟରେ ଯାଇଛି ୧ ଲକ୍ଷରୁ ଅଧିକ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧ ।୪: ଦେଶର କିଛି ସହରରେ ବାୟୁ ପ୍ରଦୂଷଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ଏକ ଅନ୍ତରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡିଛି କି ୨୦୦୫ରୁ ୨୦୧୮ ମଧ୍ୟରେ ଦେଶର ୮ଟି ସହରରେ ପ୍ରଦୂଷଣ କାରଣରୁ ୧ ଲକ୍ଷରୁ ଅଧିକ...

ରାସାୟନିକ କାରଖାନାରେ ବିସ୍ଫୋରଣ: ୬ ମୃତ

ଭାରୁଚ,୧୧।୪: ଗୁଜରାଟର ଭାରୁଚରେ ସୋମବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିଛି। ରାସାୟନିକ କାରଖାନାରେ ବିସ୍ଫୋରଣର...

କଂଗ୍ରେସ ନେତା ମଲ୍ଲିକାର୍ଜୁନଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ,୧୧।୪: ନ୍ୟାଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେଙ୍କୁ ସୋମବାର ପଚରାଉଚରା କରୁଛି। ପୂର୍ବରୁ ଇଡି ତାଙ୍କୁ ପଚରାଉଚରା କରିବା ପାଇଁ ସମନ ଜାରି କରିଥିଲା। ଏନେଇ ଇଡି ତାଙ୍କୁ ସକାଳୁ ପଚରାଉଚରା...

ରାମ ନବମୀରେ ପଥରମାଡ କରିଥିବା ଅଭିଯୁକ୍ତଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୧୧।୪: ପବିତ୍ର ରାମ ନବମୀ ଅବସରରେ ମଧ୍ୟପ୍ରଦେଶର ଖରଗୋନରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ସୋମବାର କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମଧ୍ୟପ୍ରଦେଶ ସରକାର। ହିଂସା ଘଟାଇଥିବା ଅଭିଯୁକ୍ତଙ୍କ ଘର ବୁଲଡୋଜର ସହାୟତାରେ ଭାଙ୍ଗି ଦିଆଯାଇଛି। ବ୍ୟାପକ ପୋଲିସ ଫୋର୍ସର ଉପସ୍ଥିତିରେ ଏହି...

‘କୃଷି ସହ ଜଡିତ ଯୋଜନା ଚାଷୀଙ୍କୁ ନୂଆ ବଳ ଦେଉଛି’

ନୂଆଦିଲ୍ଲୀ,୧୧।୪: କୃଷକମାନେ ପ୍ରାକୃତିକ କୃଷି ପଦ୍ଧତି ଅବଲମ୍ବନ କରିବା ସହ ପୃଥିବୀ ମାତାର ସୁରକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଛନ୍ତି। ପୃଥିବୀ ସୁରକ୍ଷିତ ନ ହେଲେ ଦିନ ଆସିବ ଏହା କୃଷି ଉତ୍ପାଦନ ବନ୍ଦ କରିଦେବ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri