ଜାତୀୟ

ପ୍ରତ୍ୟେକ ମିନିଟ୍‌ ମୂଲ୍ୟବାନ: ରାହୁଲ

ନୂଆଦିଲ୍ଲୀ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୬ଷ୍ଠ ଦିନରେ ପହଞ୍ଚିଛି। ରାଜଧାନୀ କ୍ୱିଭ ଦଖଲ ପାଇଁ ରୁଷିଆ ସୈନ୍ୟମାନେ ଲଗାତର ବୋମା ବିସ୍ଫୋରଣ ସହ ଆକ୍ରମଣ ଜାରି ରଖିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ଖାର୍କ୍ୱିଭରେ ରୁଷିଆ ସୈନ୍ୟଙ୍କ...

ଭାରତୀୟ ଛାତ୍ରଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ଶଶୀ ଥରୁର

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ତେଣୁ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କୁ ରେସକ୍ୟୁ କରିବା ଲାଗି ଅପରେଶନ୍‌ ଗଙ୍ଗା ଅଭିଯାନକୁ ତ୍ୱରାନିତ୍ୱ କରାଯାଇଛି। ଇତିମଧ୍ୟରେ ମଙ୍ଗଳବାର ସକାଳେ ୟୁକ୍ରେନର ଖାର୍କ୍ୱିଭରେ ରୁଷିଆର...

ସିନ୍ଧୁ ଜଳ କମିଶନ ବୈଠକ, ପାକିସ୍ତାନରେ ୧୦ ଜଣିଆ ଭାରତୀୟ ପ୍ରତିନିଧି ଦଳ…

ନୂଆଦିଲ୍ଲୀ,୧।୩ : ସିନ୍ଧୁ ଜଳ କମିଶନର ବାର୍ଷିକ ବୈଠକ, ମାର୍ଚ୍ଚ ୧ ରୁ ୩ ପର୍ଯ୍ୟନ୍ତ ଇସଲାମାବାଦ୍‌ରେ ଅନୁଷ୍ଠିତ ହେଉଛି। ଏହି ଅବସରରେ ୧୦ ଜଣିଆ ଭାରତୀୟ ପ୍ରତିନିଧି ଦଳ ମଙ୍ଗଳବାର ଇସଲାମାବାଦ୍‌ରେ ପହଞ୍ଚିଛନ୍ତି। ଭାରତୀୟ ପ୍ରତିନିଧିମାନେ ଅଟାରୀ ସୀମାରୁ...

୨ ସପ୍ତାହ ମଧ୍ୟରେ ପଦ ଛାଡ଼ିଲେ ଏୟାର ଇଣ୍ଡିଆ ମୁଖ୍ୟ

ନୂଆଦିଲ୍ଲୀ,୧।୩: ଟାଟା ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟକାରୀ (ସିଇଓ) ହେବା ପାଇଁ ମନା କରି ଦେଇଛନ୍ତି ତୁର୍କୀର ଇଲ୍କର ଅଇସି। ଏ ନେଇ ଟାଟା ପ୍ରବକ୍ତା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ଫେବୃୟାରୀ ୧୪ରେ ଟାଟା ସନ୍ସ ବୋର୍ଡ ପକ୍ଷରୁ ଅଇସିଙ୍କୁ...

ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ସିଲିଣ୍ଡର ପିଛା ୧୦୫ ଟଙ୍କା ବଢ଼ିଥିବା ବେଳେ କୋଲକାତାରେ ୧୦୮ ଟଙ୍କା ବଢ଼ିଛି...

୨୧ ଦିନର ଛୁଟି ସାରି ଜେଲକୁ ଫେରିଲେ ରାମରହିମ

ଗୁରୁଗ୍ରାମ,୧।୩: ଡେରା ସଚା ସୌଦା ମୁଖ୍ୟ ରାମ ରହିମ ୨୧ ଦିନର ଛୁଟି ସାରି ସୋମବାର ଜେଲ୍‌କୁ ଫେରିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ରାମ ରହିମଙ୍କୁ ଗୁରୁଗ୍ରାମରୁ ରୋହତକର ସୁନାରିଆ ଜେଲ୍‌ ଅଣାଯାଇଥିଲା। ପରିବାର ଲୋକଙ୍କୁ ଭେଟିବା ପାଇଁ ଫେବୃୟାରୀ...

ୟୁକ୍ରେନ ସଙ୍କଟ: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଫଶିଥିବା ଛାତ୍ରୀଛାତ୍ର ଓ ସାଧାରଣ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତର ଉଦ୍ୟମ ଜାରି ରହିଛି। ଏହି ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟିଥିଲେ। ସାମ୍ପ୍ରତିକ ପରିସ୍ଥିତି ଏବଂ ସରକାରଙ୍କ...

ଫେରିବ ସାଧାରଣ ଶ୍ରେଣୀ ଯାତ୍ରୀ ସେବା

ନୂଆଦିଲ୍ଲୀ,୧।୩: କୋଭିଡ୍‌ ମହାମାରୀ ଯୋଗୁ ଦୀର୍ଘ ଦିନ ହେଲା ବନ୍ଦ ରହିଥିବା ସାଧାରଣ ଶ୍ରେଣୀ ଯାତ୍ରୀସେବା ଆରମ୍ଭ କରିବା ନେଇ ରେଲଓ୍ବେ ପକ୍ଷରୁ ଘୋଷଣା କରାଯାଇଛି। ମହାମାରୀ ସମୟରେ ଟ୍ରେନ୍‌ରେ ଗହଳି କମାଇବା ନେଇ ସମ୍ପୂର୍ଣ୍ଣ ରିଜର୍ଭ ସ୍ପେଶାଲ ଟ୍ରେନ୍‌...

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୯୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୮୦ଙ୍କ ମୃତ୍ୟୁ...

ବସ୍‌ରେ ମହିଳାଙ୍କୁ ବଳାତ୍କାର କଲେ ଡ୍ରାଇଭର

ହାଇଦ୍ରାବାଦ,୧।୩: ହାଇଦ୍ରାବାଦରେ ଏକ ଘରୋଇ ବସ୍‌ରେ ଜଣେ ମହିଳା ଯାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କ ବିରୋଧରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅଭିଯୋଗ ମୁତାବକ, ମହିଳା ଜଣଙ୍କ ରାତିରେ ଏକ...

୭୧ ବର୍ଷରେ ନୀତିଶ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କଲେ କାର୍ଯ୍ୟକର୍ତ୍ତା

ପାଟନା,୧।୩:: ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନ୍ମଦିନ। ସେ ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି। ଜେଡିୟୁ କାର୍ଯ୍ୟକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରୁଛନ୍ତି।...

ହିଜାବ ନୁହେଁ, ପରୀକ୍ଷାକୁ ଗୁରୁତ୍ୱ ଦେଉଛି ବେଙ୍ଗାଲୁରୁ ସ୍କୁଲ

ବେଙ୍ଗାଲୁରୁ,୧।୩: କର୍ନାଟକ ସ୍କୁଲଗୁଡ଼ିକରେ ବାର୍ଷିକ ପରୀକ୍ଷା ଚାଲିଛି। ବିଭିନ୍ନ ଜିଲାରେ ହିଜାବ ପରିଧାନ କରିଥିବା ଅନେକ ଛାତ୍ରୀଛାତ୍ର ପରୀକ୍ଷା ଦେଇ ପାରି ନ ଥିବା ବେଳେ ବେଙ୍ଗାଲୁରୁ ସ୍ଥିତ ବିଭିନ୍ନ ସ୍କୁଲ କେବଳ ପରୀକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ହିଜାବ ପିନ୍ଧିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri