ଜାତୀୟ

କେନ୍ଦ୍ର କଥାରେ ବିଜେଡିର ହଁ

ନୂଆଦିଲ୍ଲୀ,୯।୪: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ପେଟ୍ରୋଲ, ଡିଜେଲ ସମେତ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଆକାଶଛୁଆଁ ଦର ବୃଦ୍ଧି ଯୋଗୁ ସାଧାରଣ ଲୋକେ ପ୍ରଭାବିତ ହୋଇଛନ୍ତି। ଏହା ଉପରେ ପାର୍ଲାମେଣ୍ଟରେ ଆଲୋଚନା...

ବୁଷ୍ଟର ଡୋଜ ପାଇଁ ଦେବାକୁ ହେବ ୬୦୦ ଟଙ୍କା

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ମୁତାବକ ଏଣିକି ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ ଦିଆଯିବ। ତେବେ ଏହା ମାଗଣାରେ ମିଳିବ ନାହିଁ। କୋଭିସିଲ୍ଡର ବୁଷ୍ଟର ଡୋଜ୍‌ ଲାଗି ଜଣଙ୍କ ପିଛା ୬୦୦ ଟଙ୍କା ଦେବାକୁ ହେବ।...

୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ...

୭ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ବେଙ୍ଗାଲୁରୁ,୮।୪: ସହରର ୭ ସ୍କୁଲକୁ ଇ-ମେଲ ଜରିଆରେ ଶୁକ୍ରବାର ବୋମା ପକାଇବା ଧମକ ଦିଆଯାଇଛି। ସୂଚନା ମିଳିବା ପରେ ପୋଲିସ ଟିମ୍‌ ବିଭିନ୍ନ ସ୍କୁଲକୁ ଯାଇ ଯାଞ୍ଚ କରୁଥିବା ବେଙ୍ଗାଲୁରୁ ସହର ପୋଲିସ କମିଶନର କମଲ ପନ୍ତ କହିଛନ୍ତି। ବେଙ୍ଗାଲୁରୁ...

ମୁମ୍ବାଇରେ ଦେଶର ପ୍ରଥମ ଏକ୍ସଇ ଭାରିଆଣ୍ଟ ମାମଲା

ନୂଆଦିଲ୍ଲୀ,୮।୪: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଏକ୍ସଇ ମାମଲା ମୁମ୍ବାଇରେ ଚିହ୍ନଟ ହୋଇଛି। ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ଭାରତରେ ପ୍ରଥମ ଏକ୍ସଇ ମାମଲା। ସେହିପରି କାପ୍ପା ଭାରିଆଣ୍ଟର ଗୋଟିଏ ମାମଲା ମଧ୍ୟ...

ଗରିବଙ୍କ ଝୁମ୍ପୁଡି, ଦୋକାନରେ ବୁଲଡୋଜର ଚଲାଇବା ମନା

ଲକ୍ଷ୍ନୌ,୮।୪: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୌଣସି ଗରିବଙ୍କ ଝୁମ୍ପୁଡି ଏବଂ ଦୋକାନରେ ବୁଲଡୋଜର ନ ଚଳାଇବାକୁ ଅଧିକାରୀମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। କେବଳ ବୃତ୍ତିଗତ ମାଫିଆ, କଠୋର ଅପରାଧୀ ଏବଂ ମାଫିଆଙ୍କ ବେଆଇନ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବାକୁ...

ଏଟିଏମ୍‌ କାର୍ଡ ନ ଥିଲେ ବି ଏଣିକି ଉଠାଇ ପାରିବେ ଟଙ୍କା

ନୂଆଦିଲ୍ଲୀ,୮।୪: ଏଣିକି ଏଟିଏମ କାର୍ଡ ବିନା ମଧ୍ୟ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହେବେ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସୁବିଧା କେବଳ କିଛି ବ୍ୟାଙ୍କରେ...

ଆଶାରାମ ବାପୁଙ୍କ ଆଶ୍ରମରୁ ମିଳିଲା ନାବାଳିକାଙ୍କ ମୃତଦେହ: ୩ଦିନରୁ ଥିଲେ ନିଖୋଜ

ଗୋଣ୍ଡା,୮।୪: ଉତ୍ତରପ୍ରଦେଶର ଗୋଣ୍ଡାର ଜେଲ୍‌ରେ ବନ୍ଦୀ ଥିବା ଆଶାରାମ ବାପୁଙ୍କ ଆଶ୍ରମରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅଶାରାମଙ୍କ ଆଶ୍ରମରେ ଜଣେ ନାବାଳିକାଙ୍କ ମୃତଦେହ ମିଳିଛି। ଝିଅର ବୟସ ପ୍ରାୟ ୧୩ରୁ୧୪ ବର୍ଷ ହେବ ବୋଲି କୁହାଯାଉଛି। ଏପ୍ରିଲ...

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦ କିମି ଦୂର ସିତାପୁର ଜିଲାରେ ଘଟିଛି। ଘଟଣାର ଭିଡିଓ ଭାଇରାଲ ହେବା ପରେ...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଶୁକ୍ରବାର ଏହାର ମୁଦ୍ରା ନୀତି ଜାରି ନିଷ୍ପତ୍ତି ଜାରି କରିଛି। ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରାନୀତି କମିଟି(ଏମପିସି) ବୈଠକରେ ରେପୋ ହାରକୁ ୪ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଏହା ବ୍ୟତୀତ, ରିଭର୍ସ ରେପୋ...

ସଂକ୍ରମଣ କମୁଛି

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୦୩୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୩ଜଣଙ୍କ ମୃତ୍ୟୁ ଘଟିଛି। ନୂତନ...

ମିମ୍ସ ଉପରେ ପ୍ରତିକ୍ରିୟା ରଖିଲେ ଥରୁର

ନୂଆଦିଲ୍ଲୀ,୮।୪: କଂଗ୍ରେସ ଏମ୍‌ପି ଶଶୀ ଥରୁରଙ୍କ ସହିତ ଲୋକସଭାରେ ସୁପ୍ରିୟା ସୁଲେଙ୍କ ବ୍ୟକ୍ତିଗତ ଆଲୋଚନାର ଭିଡିଓ ଏବେ ସୋସିଆଲ ମିଡିଆରେ ଟପ୍‌ ଟାୟାର ମିମ୍ସ ପାଲଟିଛି। ଏହା ଉପରେ ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସର ବରିଷ୍ଠ ନେତା। ଭିଡିଓରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri