ଜାତୀୟ

ଗୋଟିଏ ଦିନରେ ୩୩ ପିଲା ପଜିଟିଭ୍‌

ଲକ୍ଷ୍ନୌ,୧୯।୪: ଉତ୍ତରପ୍ରଦେଶର ଗୌତମ ବୁଦ୍ଧନଗର ଜିଲାରେ କରୋନା ସଂକ୍ରମଣ ବଢିଚାଲିଛି। ଗତ ୨୪ ଘଣ୍ଟାରେ ଜିଲାରେ ୧୦୭ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୩ ଜଣ ସ୍କୁଲ୍‌ ପିଲା ଅଛନ୍ତି। ସେହିପରି ସୋମବାର ଜିଲାରେ ୬୫ ଆକ୍ରାନ୍ତ ଚିହ୍ନଟ...

୩ ଦିନରେ ୨ଥର ସୋନିଆଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କଂଗ୍ରେସ ଦଳକୁ ପୁଣି ଦୃଢ କରିବାକୁ ଲାଗି ପଡିଛନ୍ତି। ନିକଟରେ ସେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକରେ ଦଳର ବହୁ ବରିଷ୍ଠ ନେତା ମଧ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଖସିଗଲା ଗୋଡ଼

ଡେରାଡୁନ୍‌,୧୯।୪: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅବସରରେ ହଠାତ୍‌ ତାଙ୍କ ପାଦ ଖସିଯାଇଥିଲା। ଏହି ସମୟରେ ତାଙ୍କ ପଛରେ ଆସୁଥିବା ସୁରକ୍ଷା କର୍ମୀମାନେ ଧରି ପକାଇଥିଲେ।...

ଆଧାର ନମ୍ବର ଅପବ୍ୟବହାର କରୁଛନ୍ତି ପାକ୍‌ ଆତଙ୍କବାଦୀ

ଶ୍ରୀନଗର,୧୯।୪: ପାକିସ୍ତାନୀ ଆତଙ୍କବାଦୀମାନେ ନିଜ ପରିଚୟ ଲୁଚାଇବାକୁ ଆଧାର ନମ୍ବରର ଅପବ୍ୟବହାର କରୁଥିବା ଜମ୍ମୁ-କଶ୍ମୀର ପୋଲିସ ଜାଣିବାକୁ ପାଇଛି। ଏନେଇ ବାୟୋମେଟ୍ରିକ ପରିଚୟପତ୍ରର ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଲାଗି ପୋଲିସ ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷ (ୟୁଆଇଡିଏଆଇ)ଙ୍କୁ...

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ...

ରାଜ ଠାକରେଙ୍କୁ ଦ୍ୱିତୀୟ ଓୱାଇସି କହିଲା ଶିବସେନା

ମୁମ୍ବାଇ,୧୯ ।୪: ଲାଉଡ ସ୍ପିକର ବିବାଦକୁ ନେଇ ଶିବସେନା ରାଜ ଠାକରେଙ୍କୁ ଟାର୍ଗେଟ କରିଛି । ଶିବସେନାର ସମ୍ପାଦକୀୟରେ ବାଲା ସାହେବ ଠାକରେଙ୍କ ଉଦାହରଣ ଦେଇ ଲେଖାଯାଇଛି କି କେତେକ ଲୋକ ହିନ୍ଦୁଙ୍କୁ ଓୱାଇସି କରିବାକୁ ତରବର ହେଉଛନ୍ତି ।...

ତ୍ରିପୁରାରେ ସ୍ୱାଇନ ଫ୍ଲୁ: ଘୁଷୁରିଙ୍କୁ ମାରିବାକୁ ଦିଆଗଲା ନିର୍ଦ୍ଦେଶ

ଅଗରତାଲା,୧୯ ।୪: ଦେଶର ପୂର୍ବ ଭାଗରେ ଥିବା ରାଜ୍ୟ ମିଜୋରାମରେ ସ୍ୱାଇନ ଫ୍ଲୁ ବ୍ୟାପିବା ପରେ ଏବେ ଏହା ତ୍ରିପୁରାରେ ପହଞ୍ଚିଲାଣି । ତ୍ରିପୁରାର ସୋପାହିଜାଲା ଜିଲା ଅନ୍ତର୍ଗତ ଦେବୀପୁରରେ ପ୍ରାଣୀ ସଂଶାଧନ ବିକାଶ ବିଭାଗ(ଏଆର୍‌ଡିଡି) ଦ୍ୱାରା ସଂଚାଳିତ ସରକାରୀ...

ୟୁପି, ବିହାର, ଓଡ଼ିଶାରେ ଏକାକୀ ଲଢୁ କଂଗ୍ରେସ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଦଳର ଏକ ନିର୍ଦ୍ଦିଷ୍ଟ ଗ୍ରୁପ୍‌ର ବରିଷ୍ଠ ନେତାମାନଙ୍କୁ ଭେଟି ୨୦୨୪ ସାଧାରଣ ନିର୍ବାଚନ ଲାଗି ରଣନୀତିକାର ପ୍ରଶାନ୍ତ କିଶୋର (ପିକେ) ଦେଇଥିବା ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁଇଦିନ ପୂର୍ବରୁ ପ୍ରଶାନ୍ତ...

ବିନା ଅନୁମତିରେ ଧାର୍ମିକ ଶୋଭାଯାତ୍ରା ମନା

ଲକ୍ଷ୍ନୌ,୧୯।୪:ଉତ୍ତରପ୍ରଦେଶର ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ବିନା ଅନୁମତିରେ କୌଣସି ଶୋଭାଯାତ୍ରା ଏବଂ ଧାର୍ମିକ ଶୋଭାଯାତ୍ରା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆୟୋଜକମାନଙ୍କୁ ଏଥିପାଇଁ ପ୍ରଥମେ ଅନୁମତି ନେବାକୁ ପଡିବ। ଏହା ସହିତ ଆୟୋଜକମାନଙ୍କୁ...

ଦିନକରେ ସଂକ୍ରମଣ ୯୦% ବୃଦ୍ଧି

ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍‌ ସଂକ୍ରମଣ ଗୋଟିଏ ଦିନରେ ୯୦ ପ୍ରତିଶତ ବୃଦ୍ଧି ପାଇଛି। ଫଳରେ ମହାମାରୀର ଚତୁର୍ଥ ଲହର ଆସିବା ନେଇ ଆଶଙ୍କା ଦେଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ୨,୧୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବ ଦିନ...

ମହାରାଷ୍ଟ୍ର ଅଚଲପୁରରେ କର୍ଫ୍ୟୁ

ମୁମ୍ବାଇ,୧୯।୪: ମହାରାଷ୍ଟ୍ରର ଅମରାବତୀ ଜିଲା ଅନ୍ତର୍ଗତ ଅଚଲପୁର ସହରରେ ଧର୍ମୀୟ ପତାକା ହଟାଇବାକୁ କେନ୍ଦ୍ର କରି ରବିବାର ମଧ୍ୟରାତ୍ରରେ ଦୁଇ ସମ୍ପ୍ରଦାୟର ସଦସ୍ୟଙ୍କ ମଧ୍ୟରେ ସଂଘର୍ଷ ଓ ଢେଲାମାଡ଼ ପରେ ସେଠାରେ କର୍ଫ୍ୟୁ ଜାରି ହୋଇଛି। ସଂଘର୍ଷରେ କେତେଜଣ ଆହତ...

ତେଜୁଛି ସାମ୍ପ୍ରଦାୟିକ ହିଂସା

ନୂଆଦିଲ୍ଲୀ,୧୯।୪: ଦେଶର ବିଭିନ୍ନ ରାଜ୍ୟରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ବଢ଼ିବାରେ ଲାଗିଛି। ରାମନବମୀ ଶୋଭଯାତ୍ରା ଏବଂ ହନୁମାନ ଜୟନ୍ତୀ ସମୟରେ ବିଭିନ୍ନ ସ୍ଥାନରେ ଦୁଇ ସମ୍ପ୍ରଦାୟର ଲୋକେ ପରସ୍ପର ମୁହଁାମୁହଁି ହୋଇଥିଲେ। ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri