ଜାତୀୟ

ସିଆରପିଏଫ୍‌ ଚେକ୍‌ପୋଷ୍ଟରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ଶ୍ରୀନଗର,୧୮।୪: ପୁଲୱାମା ଜିଲାର କାକାପୋରା ଅଞ୍ଚଳରେ ଥିବା ଏକ ରେଲଓ୍ବେ ଚେକ୍‌ପୋଷ୍ଟ ଉପରେ ସୋମବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ପୋଲିସ ଶହୀଦ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଏହି ଆତଙ୍କବାଦୀ...

ଜାହାଙ୍ଗୀରପୁରୀ ହିଂସା: ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୮।୪: ରାଜଧାନୀ ଦିଲ୍ଲୀ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଘଟିଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୋନୁ ଶେଖ୍‌ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ଷ୍ଟାଫ୍‌ ଓ ଏନ୍‌୍‌ଡବ୍ଲୁଡିର ମିଳିତ ସହଯୋଗରେ ସୋମବାର ସୋନୁ ଶେଖ୍‌ଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର...

ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ସେନାମୁଖ୍ୟ

ନୂଆଦିଲ୍ଲୀ,୧୮।୪: ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ନୂଆ ସେନା ମୁଖ୍ୟ ହେବେ। କେନ୍ଦ୍ର ସରକାର ତାଙ୍କ ନିଯୁକ୍ତିକୁ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସରକାର ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେଙ୍କୁ ପରବର୍ତ୍ତୀ ସେନାମୁଖ୍ୟ ଭାବେ ନିଯୁକ୍ତି କରିବା ପାଇଁ...

ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି ତାରିଖ

ନୂଆଦିଲ୍ଲୀ ୧୮।୦୪: ମହାନଦୀ ଜଳ ବିବାଦ ଶୁଣାଣି ତାରିଖ ଘୁଞ୍ଚିଛି । ପୂର୍ବରୁ ଏପ୍ରିଲ ୩୦ରେ ହେବାକୁ ଥିବା ଶୁଣାଣି ନିଷ୍ପତ୍ତିକୁ ଘୁଞ୍ଚାଇ ଦିଆଯାଇଛି। ମେ ୧୪ ପୂର୍ବାହ୍ନ୧୧ଟାରେ ଶୁଣାଣି ନେଇ ସମୟ ଧାର୍ଯ୍ୟ ହୋଇଛି । ମହାନଦୀ ଜଳ...

ମହଙ୍ଗା ପଡ଼ିଲା ବିନା ଅନୁମତିରେ ଶୋଭାଯାତ୍ରା ବାହାର କରିବା: ଭିଏଚ୍‌ପି-ବଜରଙ୍ଗ ଦଳ ନାଁରେ ଏଫ୍‌ଆଇଆର ରୁଜୁ

ନୂଆଦିଲ୍ଲୀ,୧୮।୪:ହନୁମାନ ଜୟନ୍ତୀ ଅବସରରେ ରାଜଧାନୀ ଦିଲ୍ଲୀର ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ମାମଲାରେ ଦିଲ୍ଲୀ ପୋଲିସ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ବିରୋଧରେ ଏଫ୍‌ଆଇଆର ରୁଜୁ କରିଛି। ବିନା ଅନୁମତିରେ ଭିଏଚ୍‌ପି ଏବଂ ବଜରଙ୍ଗ ଦଳ ଶୋଭାଯାତ୍ରା...

ଏପ୍ରିଲ ୨୧ରେ ତାତିରୁ ମିଳିପାରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ଏପ୍ରିଲ ୨୧ରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ସମତଳ ଅଞ୍ଚଳରେ ଆଗାମୀ ବର୍ଷା ଏବଂ ବଜ୍ରପାତ ହେତୁ ୪ଡିଗ୍ରୀ ସେଲସିୟସ ହ୍ରାସ...

ଏପ୍ରିଲ ୨୧ରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୮।୪: ଶିଖ୍‌ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନବମ ଶିଖ୍‌ ଗୁରୁ ଶ୍ରୀ ଗୁରୁ ତେଗ...

ମାସ୍କ ବାଧ୍ୟତାମୂଳକ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୮।୪: କିଛି ମାସ ହେଲା କରୋନା ସଂକ୍ରମଣ ତଳମୁହଁା ଥିବା ବେଳେ ୧୫ ଦିନ ହେଲା କେତେକ ରାଜ୍ୟରେ ସଂକ୍ରମଣ ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ରାଜଧାନୀ ଲକ୍ଷ୍ନୌ ଏବଂ ଏନ୍‌ସିଆର୍‌ର ୬ଟି ଜିଲାର...

ମାଛ ପ୍ରୋସେସିଂ ୟୁନିଟ୍‌ରେ ଅଘଟଣ: ଚାଲିଗଲା ୫ କର୍ମଚାରୀଙ୍କ ଜୀବନ

ମାଙ୍ଗାଲୋର,୧୮।୪: କର୍ନାଟକର ଏକ ମାଛ ପ୍ରୋସେସିଂ ୟୁନିଟ୍‌ରେ ଅଘଟଣ ଘଟିଛି। ଅଣନିଃଶ୍ୱାସୀ ହୋଇ ୫ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସେମାନଙ୍କ ବୟସ ୨୦ରୁ ୨୨ ବର୍ଷ ମଧ୍ୟରେ ହେବ। ମାଙ୍ଗାଲୋର ପୋଲିସ କମିଶନର...

ଉତ୍ତର ପ୍ରଦେଶରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ

ଲକ୍ଷ୍ନୌ,୧୮ ।୪: ଦେଶରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହୋଇଯାଇଛି ବୋଲି ଅନୁମାନ କରାଯାଉଛି । କିଛିଦିନ ହେବ କରୋନା ସଂକ୍ରମଣ କମ୍ ହୋଇଥିବା ବେଳେ ଏବେ ପୁଣିଥରେ ସଂକ୍ରମଣ ବଢିବାରେ ଲାଗିଛି । ରାଜଧାନୀ ଦିଲ୍ଲୀ ସମେତ...

ଜାହାଙ୍ଗୀରପୁରୀରେ ପୁଣି ଉତ୍ତେଜନା: ପୋଲିସ ଟିମ୍‌ ଉପରେ ପଥରମାଡ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀର ଜାହାଙ୍ଗୀରପୁରୀରେ ପୁଣି ଅଶାନ୍ତ ପରିବେଶ ଦେଖିବାକୁ ମିଳିଛି। ସୋମବାର ପୋଲିସ ଟିମ ଜାହାଙ୍ଗୀରପୁରୀରେ ପହଞ୍ଚି ଗୁଳି ଚଳାଇଥିବା ବ୍ୟକ୍ତି ସୋନୁ ଚିକନାଙ୍କ ସ୍ତ୍ରୀଙ୍କୁ ପଚରାଉଚରା କରିବା ପାଇଁ ଯାଇଥିଲେ। କିନ୍ତୁ ପୋଲିସ ଟିମ୍‌ ଉପରେକୁ ପଥର ମାଡ...

ମୋଦିଙ୍କ ଗସ୍ତ ପୂର୍ବରୁ ଗୁଜରାଟରେ ହିଂସାକାଣ୍ଡ: ୧୫ ଗିରଫ

ଅହମଦାବାଦ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ରବିବାର ରାତିରେ ଗୁଜରାଟର ବଡୋଦରାରେ ହିଂସାକାଣ୍ଡ ଘଟିଛି। ରାୱପୁରା ଟାୱାର ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏପରି କି ୨ ଗୋଷ୍ଠୀ ପରସ୍ପର ଉପରକୁ ପଥର ମାଡ଼ କରିଥିଲେ। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri