ଜାତୀୟ

ଯୋଗୀଙ୍କ ବିରୋଧରେ ୪୪୦ ଭୋଲ୍ଟ କରେଣ୍ଟ ପ୍ରବାହିତ ହେଉଛି: ଅଖିଳେଶ

ହାର୍ଦୋଇ,୨୨।୨: ଉତ୍ତରପ୍ରଦେଶରେ ଶାସକ ଭାଜପା ବିରୋଧରେ ୪୪୦ ଭୋଲ୍ଟର କରେଣ୍ଟ ପ୍ରବାହିତ ହେଉଛି ବୋଲି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଡାକିଥିବାରୁ ଅଖିଳେଶ ଏହାର ସମାଲୋଚନା...

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଅନ୍ତର୍ଜାତୀୟ ଅପରାଧ ଓ ମାନବାଧିକାର ଆଇନଜୀବୀମାନଙ୍କର ସ୍ବତନ୍ତ୍ର ସଂଗଠନ...

ବିଭେଦ ସୃଷ୍ଟି କରୁଛି ଭାଜପା ସରକାର: ସୋନିଆ

ରାଏବରେଲି,୨୨।୨: ଭାଜପା ନେତୃତ୍ୱାଧୀନ ସରକାର ଲୋକଙ୍କ ମଧ୍ୟରେ ବିଭେଦର ମଞ୍ଜି ବୁଣିବା ବ୍ୟତୀତ ଅନ୍ୟ କିଛି କରୁନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି। ରାଏବରେଲିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଯାଇଥିବା ସୋନିଆ କହିଥିଲେ,...

ଚିନ୍ତାରେ ଲାଲୁ, ବଢିଲା ସୁଗାର-ବିପି

ପାଟନା,୨୨ ।୨: ଗୋଖାଦ୍ୟ ଦୁର୍ନିତି ମାମଲରେ ସୋମବାର ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଓ ୬୦ଲକ୍ଷ ଟଙ୍କା ଜରିମାନା କରାଯିବା ପରେ ଚିନ୍ତିତ ହୋଇ ପଡିଛନ୍ତି ଲାଲୁ ।...

ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା

ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଏସ୍‌ପି ମୁଖ୍ୟ ତାଙ୍କ ନିର୍ବାଚନମଣ୍ଡଳୀ ଇଟାଓ୍ବା ଜିଲାର ସୈଇଫଇରେ ଖବରଦାତାଙ୍କ ସହ...

ଶିବମୋଗାରେ ବଢ଼ୁଛି ଉତ୍ତେଜନା: ୩ଅଭିଯୁକ୍ତ ଗିରଫ, ଏନ୍‌ଆଇଏ ଯାଞ୍ଚ ଦାବି

ବେଙ୍ଗାଲୁରୁ,୨୧।୨: କର୍ନାଟକରେ ହିଜାବ ବିବାଦ ପରେ ଏବେ ନିର୍ବାଚନୀ ହିଂସା କୁହୁଳିବାରେ ଲାଗିଛି। ରବିବାର ଶିଭମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ହତ୍ୟା କରାଯିବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଜାରି ରହିଛି। ଏହି ଘଟଣାରେ ଏଯାଏ ୩ଜଣ...

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ ଅଧିକ ସଂକ୍ରମଣ ବ୍ୟାପିଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା...

କର୍ବେଭାକ୍ସ ଟିକାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୧।୨: କରୋନା ମହାମାରୀ ଯୁଦ୍ଧରେ ଭାରତକୁ ଆଉ ଏକ ଅସ୍ତ୍ର ମିଳିଛି। ଭାରତରେ କରୋନା ବିରୋଧରେ ଲଢ଼େଇ ପାଇଁ ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କରୋନା ଭାକ୍ସିନ କର୍ବେଭ୍ୟାକ୍ସକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଅନୁମୋଦନ ପ୍ରଦାନ କରିଛି। ୧୨ରୁ...

‘ସବୁ ଧର୍ମର ଲୋକଙ୍କୁ ସ୍କୁଲ ଡ୍ରେସ୍‌ କୋଡ୍‌ ମାନିବାକୁ ପଡ଼ିବ’

ନୂଆଦିଲ୍ଲୀ,୨୧।୨: ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ପ୍ରସଙ୍ଗ ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସମସ୍ତ ଧର୍ମ ସ୍କୁଲ ଡ୍ରେସ କୋଡ୍‌କୁ ସ୍ବୀକାର କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। “ସମସ୍ତ ଧର୍ମର...

ବିଷାକ୍ତ ମଦ ପିଇ ଆଜମଗଡରେ ୭ ମୃତ, ୧୨ ଅସୁସ୍ଥ

ଆଜମଗଡ଼,୨୧।୨: ଉତ୍ତରପ୍ରଦେଶର ଆଜମଗଡ ଜିଲାରେ ପୁଣି ଥରେ ବିଷାକ୍ତ ମଦ ନେଲା ଅନେକଙ୍କ ଜୀବନ। ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଊର୍ଦ୍ଧ୍ୱ ଲୋକ ଅସୁସ୍ଥ ଥିବା ଜଣାପଡ଼ିଛି। ଏହି ଘଟଣା ଯୋଗୁ ଅହିରୁଲା...

ହାଥରସରେ ଭାଜପା ନେତାଙ୍କୁ ହତ୍ୟା

ହାଥରସ,୨୧।୨: ଭାରତୀୟ ଜନତା ପାର୍ଟି ଯୁବା ମୋର୍ଚ୍ଚାର ହାଥରସ ଜିଲାର ସାଧାରଣ ସମ୍ପାଦକ କ୍ରିଷ୍ଣା ଯାଦବଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏଭଳି ଘଟଣା ରବିବାର ଘଟିଛି ଉତ୍ତରପ୍ରଦେଶର ହାଥରସ ଅଞ୍ଚଳରେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିସ୍ତଲ...

ଏ ବର୍ଷ ହେବନି ୫ମ,୮ମ ଶ୍ରେଣୀ ବୋର୍ଡ ପରୀକ୍ଷା

ଚଣ୍ଡିଗଡ଼,୨୧।୨: ରାଜ୍ୟରେ ଏ ବର୍ଷ ଶିକ୍ଷାବର୍ଷରେ ପିଲାମାନେ ୫ମ ଓ ୮ମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ନାହିଁ। ଏ ନେଇ ସୋମବାର ହରିଆଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଘୋଷଣା କରିଛନ୍ତି। ତେବେ ଆସନ୍ତା ଶିକ୍ଷାବର୍ଷରୁ ପିଲାମାନେ ବୋର୍ଡ ପରୀକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri