ଜାତୀୟ

ଉପରାଷ୍ଟ୍ରପତି ହେବେ ନୀତୀଶ!

ପାଟନା,୧ ।୪: ଶୁଣିବାକୁ ମିଳିଥିଲା କି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବାକୁ ମନ ବଳାଇଛନ୍ତି । ହେଲେ ବୁଧବାର ଜଣାପଡିଛି ଯେ ସେ ଏଥିରେ ରାଜି ନୁହେଁ, ଯାହା ବିହାର ରାଜନୀତିକୁ କରିଛି ସରଗରମ ।...

ପରୀକ୍ଷା ପେ ଚର୍ଚ୍ଚା: ୧୦୦୦ ଛାତ୍ରୀଛାତ୍ରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ ।୪: ବୋର୍ଡ ପରୀକ୍ଷା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେବେ । ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ପ୍ରାୟ ୧ ହଜାର...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ: ଲିଜ୍‌ ଟ୍ରୁସ୍‌

ନୂଆଦିଲ୍ଲୀ,୧ା୪: ଏପ୍ରିଲରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀ ଆସିଛନ୍ତି। ସେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବା ପୂର୍ବରୁ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ...

ପରିଣାମ ଭଲ ହେବନି

ନୂଆଦିଲ୍ଲୀ,୧ା୪:ଭାରତ ସମେତ କୌଣସି ଦେଶ ରୁଷିଆର କେନ୍ଦ୍ରୀୟ ବ୍ୟାଙ୍କ ଜରିଆରେ ମସ୍କୋଠାରୁ ରୁବଲ ବିନିମୟରେ କାରବାର କଲେ କିମ୍ବା ଆମେରିକାର କଟକଣାକୁ ନୂ୍ୟନ କଲା ଭଳି ନିଜସ୍ବ ଦେୟ ବ୍ୟବସ୍ଥା ଆପଣାଇଲେ ପରିଣାମ ଭଲ ହେବ ନାହିଁ। ନୂଆଦିଲ୍ଲୀ ଗସ୍ତରେ...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ

ନୂଆଦିଲ୍ଲୀ,୩୧ା୩: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ଏପ୍ରିଲରେ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀରେ ପହଞ୍ଚିଛନ୍ତି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବା ପୂର୍ବରୁ ସେ ଏକ ଖବରଦାତା ସମ୍ମିଳନୀକୁ...

ଭାରତରେ ରୁଷିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଲାଭରୋଭ ୨ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଟୁଇଟ କରି...

ଏଣିକି ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବନି ଜରିମାନା

ନୂଆଦିଲ୍ଲୀ,୩୧।୩: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦିଲ୍ଲୀରେ ମଧ୍ୟ କରୋନା ମାମଲା ପୂର୍ବାପେକ୍ଷା କମ୍‌ ରହିଛି। ଫଳରେ ରାଜ୍ୟସରକାର କରୋନା କଟକଣାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଦିଲ୍ଲୀରେ ଆୟୋଜିତ ହୋଇଥିବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର...

ପଶ୍ଚିମବଙ୍ଗରୁ ହଟିବ କୋଭିଡ୍‌ କଟକଣା

କୋଲକାତା,୩୧।୩: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ବିଭିନ୍ନ ରାଜ୍ୟରେ କୋଭିଡ୍‌ କଟକଣାକୁ ହଟାଇ ଦିଆଯାଉଛି। ନିକଟରେ ମୁମ୍ବାଇରେ ସମସ୍ତ କୋଭିଡ୍‌ କଟକଣା ହଟାଯାଇଛି। ଇତି ମଧ୍ୟରେ ପଶ୍ଚିମବଙ୍ଗରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଉଥିବାରୁ ରାଜ୍ୟରେ ସମସ୍ତ ପ୍ରତିବନ୍ଧକ...

ହଟିଲା କରୋନା କଟକଣା: ଟ୍ରେନ୍‌ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ

ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର କରୋନାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ...

ମହାରାଷ୍ଟ୍ରରେ ହଟିଲା କରୋନା ମହାମାରୀର ସମସ୍ତ କଟକଣା

ମୁମ୍ବାଇ,୩୧ ।୩: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମି କମି ଆସୁଥିବାରୁ କିଛି ରାଜ୍ୟରେ କରୋନା କଟକଣାରେ କୋହଳ କରାଯାଇଥିବା ବେଳେ ଏବେ ମହାରାଷ୍ଟ୍ରରେ ସମସ୍ତ କରୋନା କଟକଣା ହଟାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଗୁରୁବାର ଉଦ୍ଧବ...

ଲଗେଜ ଖୋଜିବା ପାଇଁ ଇଣ୍ଡିଗୋ ଓ୍ବେବସାଇଟ୍‌କୁ ହ୍ୟାକ କଲେ ଯାତ୍ରୀ

ମୁମ୍ବାଇ,୩୧।୩: ଜଣେ ଇଣ୍ଡିଗୋ ଯାତ୍ରୀ ହଜି ଯାଇଥିବା ଲଗେଜ ଖୋଜିବା ପାଇଁ ଏୟାରଲାଇନ ସିଷ୍ଟମକୁ ହ୍ୟାକ କରି ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଟୁଇଟର ପ୍ରୋଫାଇଲ ଅନୁଯାୟୀ, ପେଶାରେ ସଫ୍ଟଓ୍ବେର ଇଞ୍ଜିନିୟର ନନ୍ଦନ କୁମାର ନିଜ ଟେକ୍‌ନିକାଲ ଶିକ୍ଷାର ବ୍ୟବହାର...

ଯୋଗୀଙ୍କୁ ଭେଟିବା ପରେ ଶିବପାଲଙ୍କୁ ନେଇ ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୩୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ଚର୍ଚ୍ଚା ଥମିବାର ନାଁ ଧରୁନି। ନିର୍ବାଚନ ପୂର୍ବରୁ ଏସପି ନେତା ଅଖିଳେଶ ଯାଦବ ଏବଂ ତାଙ୍କ ଦାଦା ତଥା ପ୍ରଗତିଶୀଳ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଶିବପାଲ ଯାଦବ ଏକାଠି ନଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri