ଜାତୀୟ

ଏଣିକି ମନମୁଖୀ ଫି’ ବଢାଇ ପାରିବେ ନାହିଁ ବେସରକାରୀ ସ୍କୁଲ

ଚଣ୍ଡିଗଡ,୩୦।୩: ପଞ୍ଜାବରେ ଆମ ଆଦମୀ ପାର୍ଟି ରାଜ୍ୟରେ କ୍ଷମତା ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ସେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ସଂସ୍କାର ସଙ୍କେତ ଦେଇଛନ୍ତି। ବୁଧବାର ଶିକ୍ଷା ଉପରେ...

ଟିନା ଡାବିଙ୍କ ସହ ନିର୍ବନ୍ଧ ପରେ ରାତାରାତି ଷ୍ଟାର ପାଲଟିଲେ ଆଇଏଏସ୍‌ ପ୍ରଦୀପ

ନୂଆଦିଲ୍ଲୀ,୩୦।୩: ୨୦୧୫ରେ ୟୁପିଏସସି ପରୀକ୍ଷାରେ ଟପ୍ପର ହୋଇଥିବା ଟିନା ଡାବି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଏବେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୨୦୧୩ ବ୍ୟାଚ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଗାୱାଣ୍ଡେଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଛି।...

ଗର୍ଭବତୀ ମହିଳାଙ୍କ ମୃତ୍ୟୁ ପାଇଁ ଦାୟୀ ଡାକ୍ତର ନେଲେ ଚରମ ନିଷ୍ପତ୍ତି

ଜୟପୁର,୩୦।୩: ରାଜସ୍ଥାନର ଦାଉସା ଜିଲାର ଏକ ବେସରକାରୀ ହସ୍ପିଟାଲରେ ଡାକ୍ତରଙ୍କ ଅବହେଳାରୁ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏଥି ନେଇ ମୃତକଙ୍କ ପରିବାର ଲୋକେ ଥାନାରେ ମାମଲା ରୁଜୁ କରିବା ପରେ ଆତ୍ମହତ୍ୟା କରିଛନ୍ତି ଅଭିଯୁକ୍ତ ମହିଳା ଡାକ୍ତର।...

ସିଆରପିଏଫ୍‌ କ୍ୟାମ୍ପ ଉପରେ ବୋମା ପକାଇଲେ ବୁର୍ଖା ପିନ୍ଧିଥିବା ମହିଳା

ଶ୍ରୀନଗର,୩୦।୩: ଜମ୍ମୁ-କଶ୍ମୀରର ବାରାମୁଲା ଜିଲାର ସପୋରେ ସହରରେ ଥିବା କ୍ରେନ୍ଦୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର କ୍ୟାମ୍ପ ଉପରେ ମଙ୍ଗଳବାର ସନ୍ଧ୍ୟାରେ ବୋମା ମାଡ଼ ହୋଇଛି। ସିସିଟିଭି ଫୁଟେଜ ଯାଞ୍ଚ କରିବା ପରେ ଜଣେ ବୁର୍ଖା ପିନ୍ଧିଥିବା ମହିଳା ବୋମା...

ଶୂନ୍ୟକାଳରେ ପ୍ରଶ୍ନ: ବିବାହରେ ୫୦ ବରଯାତ୍ରୀ-୧୧ ପ୍ରକାର ଖାଦ୍ୟ ବାଧ୍ୟତା ମୂଳକ…

ନୂଆଦିଲ୍ଲୀ, ୩୦।୩ : କଂଗ୍ରେସ ଏମ୍‌ପି ଜସବୀର ସିଂ ଗିଲ ବୁଧବାର ଲୋକସଭାରେ କେନ୍ଦ୍ର ସରକାରଙ୍କୁ ଏକ ଆଇନ ପ୍ରଣୟନ କରିବାକୁ ଅନୁରୋଧ କରିଛନ୍ତି ଯେ ବିବାହରେ ସର୍ବାଧିକ ୫୦ ବରଯାତ୍ରୀ ଏବଂ ୧୧ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେବା...

କଂଗ୍ରେସ ସ୍ଥାନରେ ପହଞ୍ଚିବାକୁ ଏଏପିକୁ ଲାଗିବ ୨୦ ବର୍ଷ, କହିଲେ ପ୍ରଶାନ୍ତ…

ନୂଆଦିଲ୍ଲୀ, ୩୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଏକପାଖିଆ ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ଜାତୀୟ ସ୍ତରରେ ପାଦ ବିସ୍ତାର କରିବା ଆରମ୍ଭ କରିଛି। ଚଳିତ ବର୍ଷ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ମିଳିଛି। ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(ଡିଏ) ଏବଂ ପେନସନଭୋଗୀଙ୍କ...

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି...

ସରିସ୍କା ଅଭୟାରଣ୍ୟରେ ନିଆଁ, ୨୭ ବାଘ-୨୫୦ରୁ ଅଧିକ ଚିତା ସଙ୍କଟରେ, ଜନବସତି ମୁହାଁ ବନ୍ୟପ୍ରାଣୀ…

ଅଲଓ୍ବର, ୩୦।୩ : ରାଜସ୍ଥାନର ଅଲୱାର ଜିଲାର ସରିସ୍କା ଟାଇଗର ରିଜର୍ଭରେ ଲାଗିଥିବା ନିଆଁ ଏପର୍ଯ୍ୟନ୍ତ ଲିଭିନି। ବାୟୁସେନା ହେଲିକପ୍ଟରଗୁଡିକ କ୍ରମାଗତ ଭାବରେ ପାଣି ଛିଞ୍ଚୁଛନ୍ତି। ୩୦୦ରୁ ଅଧିକ ବନ କର୍ମଚାରୀ, ହୋମଗାର୍ଡ, ଗାଇଡ, ପ୍ରଶାସନିକ ଅଧିକାରୀ ଏବଂ ଗ୍ରାମବାସୀ...

ଦ୍ୱାଦଶ ବୋର୍ଡର ଇଂଲିଶ ପ୍ରଶ୍ନପତ୍ର ଲିକ୍‌: ୨୪ଟି ଜିଲାରେ ପରୀକ୍ଷା ବାତିଲ

ଲକ୍ଷ୍ନୌ,୩୦।୩: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଦ୍ୱାଦଶର ଇଂଲିଶ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏନେଇ ଖବର ମିଳିବା ପରେ ୨୪ଟି ଜିଲାରେ ଇଂଲିଶ ପରୀକ୍ଷାକୁ ବାତିଲ କରାଯାଇଛି। ବୁଧବାର ଦ୍ୱିପ୍ରହର ୨ଟାରେ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ପ୍ରଶ୍ନପତ୍ର...

ଅଖିଳେଶଙ୍କ ନିମନ୍ତ୍ରଣ ରକ୍ଷା କଲେନି ଶିବପାଲ-ଜୟନ୍ତ-ପଲ୍ଲବୀ

ଲକ୍ଷ୍ନୌ,୩୦।୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆସିବାର ୨୦ଦିନ ପରେ ମଙ୍ଗଳବାର ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବ ନିଜ ସହଯୋଗୀ ଦଳଙ୍କ ସହ ଏକ ବୈଠକ ଆୟୋଜିତ କରିଥିଲେ। ଏହି ବୈଠକରେ ବିଧାୟକ ଦଳ ଯୋଗ ଦେଇ ଆଗାମୀ ଲୋକ ସଭା...

ଚତୁର୍ଥ ଲହର ନେଇ ବଢ଼ିଲା ବିପଦ…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଲୋକମାନେ କରୋନା ଠାରୁ କିଛି ମାତ୍ରାରେ ଆରାମ ଅନୁଭବ କରୁଥିବାବେଳେ ପୁଣି ମହାମାରୀ ସଂକ୍ରମଣ ନେଇ ବିପଦ ସୃଷ୍ଟି ହୋଇଛି। କରୋନା ଧୀରେ ଧୀରେ ପାଦ ବିସ୍ତାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri