ଜାତୀୟ

‘ନ୍ୟାୟ ଆଶା ନାହିଁ’

ଲକ୍ଷ୍ନୌ,୧୦।୨: ଲଖିମପୁର ଖେରି ଚାଷୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ୪ ମାସ ପରେ ଜାମିନ ମିଳିଛି। ଆଲାହାବାଦ୍‌ ହାଇକୋର୍ଟ ଗୁରୁବାର ତାଙ୍କ ଜାମିନ ମଞ୍ଜୁର କରିଛନ୍ତି। ଗତ ବର୍ଷ ଅକ୍ଟୋବର...

‘ଦେଶ ନା ଧର୍ମ’ ଗୁରୁତ୍ୱପୂର୍ଣ୍ଣ କିଏ

ଚେନ୍ନାଇ,୧୦।୨: ଦେଶରେ ବଢ଼ୁଥିବା ଧାର୍ମିକ ଅସହଯୋଗ ଉପରେ ଉଦବେଗ ପ୍ରକାଶ କରି ମାଡ୍ରାସ ହାଇକୋର୍ଟ ଗୁରୁବାର ପ୍ରଶ୍ନ କରିଛନ୍ତି, କେଉଁଟା ବେଶୀ ଗୁରୁତ୍ୱପୂର୍ଣ୍ଣ ଦେଶ ନା ଧର୍ମ। “ କିଛି ଶକ୍ତି ସ୍କୁଲ, କଲେଜର ଡ୍ରେସ କୋଡ୍‌ ସମ୍ବନ୍ଧୀୟ ବିବାଦ...

କର୍ନାଟକରେ ସୋମବାରଠୁ ଖୋଲିବ ସ୍କୁଲ

ବେଙ୍ଗାଲୁରୁ,୧୦।୨: କର୍ନାଟକରେ ହିଜାବ ପିନ୍ଧିବାକୁ ନେଇ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା। ଗୁରୁବାର ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ପାଇଁ ସୋମବାରଠାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସ୍କୁଲ ଖୋଲିବା...

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି ଆସନ ଲାଗି ଭୋଟ ଗ୍ରହଣ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା...

୧୦ ବର୍ଷ ପରେ ଜେଲ୍‌ରୁ ବାହାରିଲେ ଉପ ମୁଖ୍ୟମନ୍ତ୍ରୀଙ୍କ ବାପା

ନୂଆଦିଲ୍ଲୀ,୧୦।୨: ପୂର୍ବତନ ଏମ୍‌ପି ଅଜୟ ଏସ୍‌ ଚୌତାଲା ଗୁରୁବାର ଦିଲ୍ଲୀର ତିହାର ଜେଲରୁ ମୁକୁଳିଛନ୍ତି। ତାଙ୍କୁ ଭେଟିବା ପାଇଁ ପୁଅ ତଥା ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତାଲା ତାଙ୍କର କିଛି ସମର୍ଥକଙ୍କ ସହ ପହଞ୍ଚିଥିଲେ। ହରିୟାଣାରେ ଶିକ୍ଷକ ନିଯୁକ୍ତ...

କାହିଁକି କେନ୍ଦ୍ର ମନ୍ତ୍ରୀଙ୍କ ପୁଅକୁ ଜାମିନ ଦେଲେ କୋର୍ଟ

ନୂଆଦିଲ୍ଲୀ,୧୦।୨: ଗତବର୍ଷ ଉତ୍ତରପ୍ରଦେଶର ଲଖିମପୁର ଖେରି ଅଞ୍ଚଳରେ ଗାଡ଼ି ମଡ଼ାଇ ୪ ଚାଷୀଙ୍କୁ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରା ତେନିଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜାମିନ ଆବେଦନର ଶୁଣାଣି...

ସହାରନପୁରରେ ସମ୍ବୋଧନ ଦେବା ସମୟରେ ୫ ମିନିଟ ପର୍ଯ୍ୟନ୍ତ ମୁସଲମାନ ମହିଳାଙ୍କ କଥା କହିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ବିଶେଷ ଭାବେ ମୋଦିଙ୍କ ଟର୍ଗେଟରେ ଥିଲେ କଂଗ୍ରେସ, ସମାଜବାଦୀ...

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୦।୨: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର। କରୋନାରେ ମୃତ୍ୟୁ ହୋଇଥିବା ୧୨୩ ସାମ୍ବାଦିକ ପରିବାରବର୍ଗଙ୍କ ପାଇଁ କେନ୍ଦ୍ର ସରକାର ୬.୧୫ କୋଟି ଟଙ୍କା ଆର୍ଥିକ ସହାୟତା ମଞ୍ଜୁରୀ...

କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଶୀନଗରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ମୋଦି କହିଛନ୍ତି କଂଗ୍ରେସ ଜେନରାଲ ବିପିନ ରାୱତଙ୍କୁ ସଡ଼କର ଗୁଣ୍ଡା ବୋଲି କହୁଥିଲା । ଆଉ...

ପାକିସ୍ତାନକୁ ଭାରତର କଡ଼ା ଜବାବ: ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୦।୨: ,୧୦।୨: କର୍ନାଟକରେ ଚାଲିଥିବା ହିଜାବ ବିବାଦକୁ ନେଇ ପାକିସ୍ତାନ ବିଦେଶ ମନ୍ତ୍ରଣାଳୟ ଇସଲାମାବାଦସ୍ଥିତ ଭାରତୀୟ ଦୂତାବାସକୁ ଜବାବ ତଲବ କରିଛି। ପାକିସ୍ତାନୀ ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀମାନେ କର୍ନାଟକରେ ହିଜାବ ପିନ୍ଧିଥିବା ମୁସଲମାନ ଛାତ୍ରୀଙ୍କ ଉପରେ ହୋଇଥିବା ନିଷେଧାଦେଶକୁ ନିନ୍ଦା...

ଭୋଟରଙ୍କୁ କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଯେତେବେଳେ ସେ ଏହି ରାଲିରେ ଭାଷଣ ଦେଉଥିଲେ ସେତେବେଳେ ରାଲି ସ୍ଥାନରୁ ଭୋଟ ଗ୍ରହଣ ଅଞ୍ଚଳ ମାତ୍ର ୬୦ କିଲୋମିଟର...

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର ନିର୍ବାଚନ ପ୍ରଚାର ଚାଲିଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପରକୁ ଆକ୍ଷେପ ପ୍ରତିଆକ୍ଷେପ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri