ଜାତୀୟ

ମୁଖ୍ୟମନ୍ତ୍ରୀ ନର୍ବାଚିତ ହେବା ପରେ ଧାମିଙ୍କ ପ୍ରଥମ ପ୍ରତିକ୍ରିୟା

ଡେରାଡୁନ,୨୧।୩: ଉତ୍ତରାଖଣ୍ଡରେ ଭାଜପା ପୁଣି ଥରେ ସରକାର ଗଠନ କରିଛି। ପୁଷ୍କର ସିଂହ ଧାମି ପୁଣି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ବିଧାନସଭା ଦଳର ନେତା ଭାବେ ନିର୍ବାଚିତ ହେବା ପରେ ଧାମିଙ୍କୁ ଶୁଭେଚ୍ଛାର...

୧୧ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୧।୩ :ପଞ୍ଜାବର ନବଗଠିତ କ୍ୟାବିନେଟର ୧୧ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟ ଅନୁଯାୟୀ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ବିରୋଧରେ ସଙ୍ଗିନ ଅପରାଧ ମାମଲା ରହିଥିବା...

ବିଭାଗ ବଣ୍ଟନ କଲେ ମାନ: ଜାଣନ୍ତୁ କାହା ପାଖରେ କ’ଣ

ଚଣ୍ଡିଗଡ଼,୨୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ପଦଭାର ଗ୍ରହଣ କରିବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। କ୍ୟାବିନେଟ ଗଠନ ହେବାର କିଛି ସମୟ ପରେ ହିଁ ମୁଖ୍ୟମନ୍ତ୍ରୀ ମାନ କ୍ୟାବିନେଟ ବୈଠକ କରି ସରକାରୀ ବିଭାଗରେ ୨୫ହଜାର ଖାଲି ପଦବୀ...

ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରମୋଦ ସାୱନ୍ତଙ୍କ ନାଁରେ ଲାଗିଲା ମୋହର

ପଣଜି,୨୧।୩: ଦେଶର ୫ଟି ବିଧାନସଭା ନିର୍ବାଚନ ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ଆସିବା ପରେ ଗୋଆ ଓ ଉତ୍ତରାଖଣ୍ଡରେ ନୂତନ ମୁଖ୍ୟମନ୍ତ୍ରୀକୁ ନେଇ ବହୁ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ସୋମବାର ଏସବୁର ଅନ୍ତ ଘଟିଛି। ପ୍ରମୋଦ ସାଓ୍ବନ୍ତ...

ସିଡିଏସ୍‌ ବିପିନ ରାଓ୍ବତଙ୍କୁ ମରଣୋତ୍ତର ସମ୍ମାନ

ନୂଆଦିଲ୍ଲୀ,୨୧।୩: ଦେଶର ପ୍ରଥମ ସିଡିଏସ୍‌ ସ୍ବର୍ଗତ ଜେନେରାଲ ବିପିନ ରାୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ସୋମବାର ରାଷ୍ଟ୍ରପତି ଭବନରେ ଚଳିତ ବର୍ଷର ପଦ୍ମ ପୁରସ୍କାର ଆୟୋଜିତ ହୋଇଥିଲା। ଏହି ସମାରୋହରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସ୍ବର୍ଗତ...

ବୁଲ୍‌ଡୋଜରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଅଗ୍ରୋ,୨୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ଲଗାତର ଦ୍ୱିତୀୟ ଥର ପାଇଁ ବହୁମତରେ ବିଜୟ ହେବା ପରେ ଭାଜପା ପୁଣି ଥରେ କ୍ଷମତାକୁ ଫେରିଛି। ଇତିମଧ୍ୟରେ ଭାଜପାରେ ବର୍ତ୍ତମାନ ବୁଲ୍‌ଡୋଜର ଚର୍ଚ୍ଚାରେ ରହିଛି। କାରଣ ଉତ୍ତରପ୍ରଦେଶ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ବିରୋଧୀ ଦଳର ଅସ୍ତିତ୍ୱ ହରାଇବ କି କଂଗ୍ରେସ

ନୂଆଦିଲ୍ଲୀ,୨୧।୩: ଗତ ଦୁଇଟି ବିଧାନସଭା ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ମେଣ୍ଟ ବହୁମତ ସହ କ୍ଷମତାକୁ ଫେରିଛି। ଯାହାଦ୍ୱାରା ବିରୋଧୀ ଦଳଙ୍କ ପାଇଁ ଏକ ସଙ୍କଟ ସୃଷ୍ଟି କରିଛି। ଇତିମଧ୍ୟରେ କଂଗ୍ରେସରେ ବିରୋଧୀ ପଦବୀ ସଙ୍କଟ ଦେଖାଦେଇଛି। ବିରୋଧୀ...

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

ଡେରାଡୁନ,୨୧।୩: ବିଧାନସଭା ନିର୍ବାଚନର ଫଳାଫଳ ପରେ ଉତ୍ତରାଖଣ୍ଡରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଲାଗିରହିଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁଷ୍କର ସିଂହ ଧାମି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ...

ଖେଳ ପଡିଆରୁ ରାଜନୀତି ମଇଦାନ

ଇମ୍ଫାଲ,୨୧ ।୩: ଚଳିତ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭଜପା)କୁ ନିର୍ବାଚନରେ ବିଜୟୀ କରିବାରେ ଏନ୍ ବିରେନ ସିଂଙ୍କର ଖୁବ୍ ଅବଦାନ ରହିଛି । ପ୍ରଥମେ ଫୁଟବଲ ଖେଳାଳି ହେବାକୁ ଚାହୁଁଥିବା ବିରେନ୍ ସିଂ ଏହାପରେ ସୀମା ସୁରକ୍ଷା ବଳରେ...

ହିଜାବ ଆନ୍ଦୋଳନକାରୀଙ୍କ ପାଇଁ ପୁଣି ଥରେ ପରୀକ୍ଷା କରାଯିବ ନାହିଁ

ବେଙ୍ଗାଲୁରୁ,୨୧।୩: ହିଜାବ ଆନ୍ଦୋଳନ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଙ୍କ ପାଇଁ ସୋମବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି ପ୍ରାଥମିକ ବିଶ୍ୱବିଦ୍ୟାଳୟ ଶିକ୍ଷା ବିଭାଗ (ପିୟୁଇ)। ପିୟୁସି ୨ ପ୍ରାକ୍ଟିକାଲ ପରୀକ୍ଷାକୁ ବହିଷ୍କାର କରିଥିବା ଛାତ୍ରୀଙ୍କ ପାଇଁ...

ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏନ ବୀରେନ ସିଂ

ଇମ୍ଫାଲ,୨୧।୩: ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ଏନ ବୀରେନ ସିଂ । ତାଙ୍କୁ ରାଜ୍ୟପାଳ ଏଲ ଗଣେଶନ ଶପଥ ପାଠ କରାଇଥିଲେ। ଏହି ଅବସରରେ ଭାଜପା ସଭାପତି ଜେପି ନଡାଙ୍କ ସମେତ ବହୁ ବରିଷ୍ଠ ଭାଜପା...

ପଶ୍ଚିମବଙ୍ଗରେ ଛାତ୍ରୀଛାତ୍ରଙ୍କ ପାଇଁ ଲାଗୁ ହେଲା ନୂଆ ଡ୍ରେସ କୋଡ୍‌

କୋଲକତା,୨୧।୩: ପଶ୍ଚିମବଙ୍ଗ ସରକାର ରାଜ୍ୟର ସରକାରୀ ବିଦ୍ୟାଳୟରେ ନୂତନ ଡ୍ରେସ କୋଡ ଲାଗୁ କରିବାକୁ ଯାଉଛନ୍ତି। ପଶ୍ଚିମବଙ୍ଗର ସମସ୍ତ ସରକାରୀ, ଅର୍ଦ୍ଧ-ସରକାରୀ ଏବଂ ସରକାରୀ ସହାୟକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପୋଷାକ ନୀଳ ଓ ଧଳା ରଙ୍ଗର ହେବ । ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri