ଜାତୀୟ

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ, ଲାଗିଲା ୧୪୪ ଧାରା

କୋଟା,୨୨ ।୩: ରାଜସ୍ଥାନର କୋଟାରେ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ ମୁଣ୍ଡ ଟେକିଛି । ଯାହା ଫଳରେ କୋଟା ସହରରେ ୨୨ ମାର୍ଚ୍ଚରୁ ୨୧ ଏପ୍ରିଲ ପର୍ଯ୍ୟନ୍ତ ଧାରା ୧୪୪ ଜାରି କରାଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ...

ପୁଣି ବଢିଲା ପେଟ୍ରୋଲ-ଡିଜେଲ୍‌

ନୂଆଦିଲ୍ଲୀ,୨୨।୩: ପୁଣି ମହଙ୍ଗା ମାଡ। ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ ଗ୍ରାହକଙ୍କ ପାଇଁ ଡିଜେଲ ମୂଲ୍ୟ ଲିଟର ପିଛା ୨୫ ଟଙ୍କା...

କୃଷି ଆଇନକୁ ଅଧିକାଂଶ ଚାଷୀ ସଂଗଠନର ସମର୍ଥନ ଥିଲା

ନୂଆଦିଲ୍ଲୀ,୨୨।୩ : ଅଧିକାଂଶ କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ସମର୍ଥନ କରୁଥିଲେ। ଏବେ ଉକ୍ତ ଆଇନକୁ ପ୍ରତ୍ୟାହାର କରିନିଆଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି ବିଭିନ୍ନ ସଂଗଠନ ସହ ଆଲୋଚନା କରିବା ପରେ ଉପରୋକ୍ତ ତଥ୍ୟ ଜାଣିବାକୁ...

ଭାରତର ଆଭିମୁଖ୍ୟ ଗ୍ରହଣ କରିଛି କ୍ୱାଡ୍‌

ନୂଆଦିଲ୍ଲୀ, ୨୨ା୩: ୟୁକ୍ରେନ୍‌-ରୁଷିଆ ପ୍ରସଙ୍ଗରେ ଭାରତର ନିରପେକ୍ଷ ଆଭିମୁଖ୍ୟକୁ କ୍ୱାଡ୍‌ ଦେଶ ଗ୍ରହଣ କରିଛନ୍ତି ବୋଲି ଅଷ୍ଟ୍ରେଲିଆ କହିଛି। ୟୁକ୍ରେନ୍‌ରେ ଯୁଦ୍ଧ ରୋକିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ସମସ୍ତ ସମ୍ପର୍କକୁ ବ୍ୟବହାର କରୁଥିବା ନୂଆଦିଲ୍ଲୀରେ ଅବସ୍ଥାପିତ...

ଆନ୍ଧ୍ର ଆବେଦନକାରୀଙ୍କ ପିଟିଶନ ଖାରଜ

ନୂଆଦିଲ୍ଲୀ, ୨୨।୩:କୋରାପୁଟ ଜିଲାର ବିବାଦୀୟ କୋଟିଆର ୨୧ଟି ଗ୍ରାମକୁ ଆନ୍ଧ୍ରପ୍ରଦେଶର ବୋଲି ଘୋଷଣା କରିବା ସହ ସେଠାରେ ଓଡ଼ିଶା ସରକାରଙ୍କ ପକ୍ଷରୁ କରାଯାଇଥିବା ପଞ୍ଚାୟତ ନିର୍ବାଚନକୁ ଅସିଦ୍ଧ ଘୋଷଣା ସକାଶେ ଆନ୍ଧ୍ର ସମର୍ଥିତ ୫ ସରପଞ୍ଚ ଦାୟର କରିଥିବା ଆବେଦନକୁ...

କୃଷ୍ଣସାର ମୃଗ ଶିକାର ମାମଲା: ସଲ୍‌ମାନଙ୍କୁ ଆଶ୍ୱସ୍ତି

ଯୋଧପୁର,୨୧।୩: ବଲିଉଡ୍‌ ଅଭିନେତା ସଲ୍‌ମାନ ଖାନ୍‌ଙ୍କ କୃଷ୍ଣସାର ମୃଗ ଶିକାର ମାମଲାରେ ରାଜସ୍ଥାନ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୋମବାର ହାଇକୋର୍ଟର ଯୋଧପୁର ବେଞ୍ଚ ସଲ୍‌ମାନଙ୍କ ମାମଲା ସ୍ଥାନାନ୍ତର ଆବେଦନର ଶୁଣାଣି କରିଛନ୍ତି। ବର୍ତ୍ତମାନ ସଲମାନଙ୍କ ସହ ଜଡ଼ିତ...

ମୁଖ୍ୟମନ୍ତ୍ରୀ ନର୍ବାଚିତ ହେବା ପରେ ଧାମିଙ୍କ ପ୍ରଥମ ପ୍ରତିକ୍ରିୟା

ଡେରାଡୁନ,୨୧।୩: ଉତ୍ତରାଖଣ୍ଡରେ ଭାଜପା ପୁଣି ଥରେ ସରକାର ଗଠନ କରିଛି। ପୁଷ୍କର ସିଂହ ଧାମି ପୁଣି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ବିଧାନସଭା ଦଳର ନେତା ଭାବେ ନିର୍ବାଚିତ ହେବା ପରେ ଧାମିଙ୍କୁ ଶୁଭେଚ୍ଛାର...

୧୧ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୧।୩ :ପଞ୍ଜାବର ନବଗଠିତ କ୍ୟାବିନେଟର ୧୧ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟ ଅନୁଯାୟୀ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ବିରୋଧରେ ସଙ୍ଗିନ ଅପରାଧ ମାମଲା ରହିଥିବା...

ବିଭାଗ ବଣ୍ଟନ କଲେ ମାନ: ଜାଣନ୍ତୁ କାହା ପାଖରେ କ’ଣ

ଚଣ୍ଡିଗଡ଼,୨୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ପଦଭାର ଗ୍ରହଣ କରିବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। କ୍ୟାବିନେଟ ଗଠନ ହେବାର କିଛି ସମୟ ପରେ ହିଁ ମୁଖ୍ୟମନ୍ତ୍ରୀ ମାନ କ୍ୟାବିନେଟ ବୈଠକ କରି ସରକାରୀ ବିଭାଗରେ ୨୫ହଜାର ଖାଲି ପଦବୀ...

ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରମୋଦ ସାୱନ୍ତଙ୍କ ନାଁରେ ଲାଗିଲା ମୋହର

ପଣଜି,୨୧।୩: ଦେଶର ୫ଟି ବିଧାନସଭା ନିର୍ବାଚନ ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ଆସିବା ପରେ ଗୋଆ ଓ ଉତ୍ତରାଖଣ୍ଡରେ ନୂତନ ମୁଖ୍ୟମନ୍ତ୍ରୀକୁ ନେଇ ବହୁ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ସୋମବାର ଏସବୁର ଅନ୍ତ ଘଟିଛି। ପ୍ରମୋଦ ସାଓ୍ବନ୍ତ...

ସିଡିଏସ୍‌ ବିପିନ ରାଓ୍ବତଙ୍କୁ ମରଣୋତ୍ତର ସମ୍ମାନ

ନୂଆଦିଲ୍ଲୀ,୨୧।୩: ଦେଶର ପ୍ରଥମ ସିଡିଏସ୍‌ ସ୍ବର୍ଗତ ଜେନେରାଲ ବିପିନ ରାୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ସୋମବାର ରାଷ୍ଟ୍ରପତି ଭବନରେ ଚଳିତ ବର୍ଷର ପଦ୍ମ ପୁରସ୍କାର ଆୟୋଜିତ ହୋଇଥିଲା। ଏହି ସମାରୋହରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସ୍ବର୍ଗତ...

ବୁଲ୍‌ଡୋଜରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଅଗ୍ରୋ,୨୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ଲଗାତର ଦ୍ୱିତୀୟ ଥର ପାଇଁ ବହୁମତରେ ବିଜୟ ହେବା ପରେ ଭାଜପା ପୁଣି ଥରେ କ୍ଷମତାକୁ ଫେରିଛି। ଇତିମଧ୍ୟରେ ଭାଜପାରେ ବର୍ତ୍ତମାନ ବୁଲ୍‌ଡୋଜର ଚର୍ଚ୍ଚାରେ ରହିଛି। କାରଣ ଉତ୍ତରପ୍ରଦେଶ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri