ଜାତୀୟ

‘ପୁଷ୍ପା’ ଫିଲ୍ମର ଡାଏଲଗ୍‌ ମାରିଲେ ପ୍ରତିରକ୍ଷା ମନ୍ତ୍ରୀ

ପିଥୋରାଗଡ,୮।୨:ଆଜିକାଲି ଦକ୍ଷିଣ ଭାରତର ପ୍ରସିଦ୍ଧ ଫିଲ୍ମ ‘ପୁଷ୍ପା’କୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଯଦିଓ ଏହି ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା, କିନ୍ତୁ ଏବେ ଏହା ରାଜନୀତିର କରିଡରରେ ମଧ୍ୟ ପହଞ୍ଚିଛି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ବରଫ ଅତଡା ତଳେ ଫସିଥିବା ୭ ଜଣ ଯବାନଙ୍କ ମୃତଦେହ ଉଦ୍ଧାର

ଇଟାନଗର,୮।୨:ଅରୁଣାଚଳ ପ୍ରଦେଶର ଉଚ୍ଚ ପର୍ବତ ମାଳା କାମେଙ୍ଗ ସେକ୍ଟରରେ ବରଫ ତଳେ ଫସିଯାଇଥିବା ୭ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,କାମେଙ୍ଗ ସେକ୍ଟରରେ ପ୍ୟାଟ୍ରୋଲିଂ ଚାଲୁଥିବା ବେଳେ ବରଫ ଅତଡା ଖସିବାରୁ...

ଛାତ୍ରୀଙ୍କୁ ଘେରିଗଲେ ସାଫ୍ରନ ସ୍କାର୍ଫ ଗ୍ରୁପ୍‌

ମାଣ୍ଡ୍ୟା(କର୍ନାଟକ),୮।୨: କର୍ନାଟକର ବିଭିନ୍ନ କଲେଜ କ୍ୟାମ୍ପସରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି ହିଜାବ ଏବଂ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରୀଛାତ୍ର ଗ୍ରୁପ୍‌। ମାଣ୍ଡ୍ୟାର ଏକ କଲେଜରେ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରଗୋଷ୍ଠି ଜଣେ ବୁର୍ଖା ପିନ୍ଧିଥିବା ଛାତ୍ରୀଙ୍କ ଆଗରେ ସ୍ଲୋଗାନ ବାଜି...

କର୍ନାଟକରେ ୩ ଦିନ ପାଇଁ ସ୍କୁଲ, କଲେଜ ବନ୍ଦ

ଉଡୁପି(କର୍ନାଟକ),୮।୨: ହିଜାବ ପ୍ରସଙ୍ଗକୁ ନେଇ କର୍ନାଟକର ଉଡୁପି ଜିଲାରେ ମଙ୍ଗଳବାର ଛାତ୍ରୀଛାତ୍ର ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏହି ନିର୍ଦ୍ଦଶନାମା...

ଅଖିଳେଶ ଜାରି କଲେ ବଚନ ପତ୍ର, ୨ ଚକିଆ ଚାଳକଙ୍କୁ ୧ ଲିଟର ମାଗଣା ପେଟ୍ରୋଲ-ମୃତ ଚାଷୀଙ୍କୁ ୨୫ ଲକ୍ଷ…

ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଦଳର ଘୋଷଣା ପତ୍ର ଜାରି କରିଛନ୍ତି। ଏହାକୁ ବଚନ ପତ୍ର ଭାବେ ନାମିତ କରାଯାଇଛି। ଏସ୍‌ପି ସରକାର ଗଠନ ହେଲେ ୧୫ ଦିନ...

ମେଘାଳୟରେ କଂଗ୍ରେସକୁ ବଡ ଝଟକା, ସମସ୍ତ ୫ ବିଧାୟକ ଭାଜପା ସମର୍ଥିତ ମେଣ୍ଟରେ ସାମିଲ

ଶିଲଂ,୮ ।୨: ପଡୋଶୀ ରାଜ୍ୟ ମଣିପୁରରେ ନିର୍ବାଚନୀ ବାତାବରଣ ଉଷ୍ମ ଥିବା ବେଳେ ମେଘାଳୟରେ କଂଗ୍ରେକୁ ବଡ ଝଟ୍‌କା ଲାଗିଛି । ମେଘାଳୟର ୫ ବିଧାୟକ ମଙ୍ଗଳବାର ସର୍ବସମ୍ମତି କ୍ରମେ ମେଘାଳୟ ଜନତାନ୍ତ୍ରିକ ମେଣ୍ଟ(ଏମ୍‌ଡିଏ)ରେ ସାମିଲ ହୋଇଛନ୍ତି । ଏମ୍...

ସତ୍ୟମଙ୍ଗଲମ୍‌ ଟାଇଗର ରିଜର୍ଭ ରାସ୍ତାରେ ସନ୍ଧ୍ୟା ୬ରୁ ସକାଳ ୬ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ବନ୍ଦ, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚେନ୍ନାଇ, ୮।୨ : ତାମିଲନାଡୁର ସତ୍ୟମଙ୍ଗଲମ୍‌ ଟାଇଗର ରିଜର୍ଭ ଅଞ୍ଚଳରେ ସନ୍ଧ୍ୟା ୬ଟା ଠାରୁ ସକାଳ ୬ଟା ପର୍ଯ୍ୟନ୍ତ ସମସ୍ତ କମର୍ସିଆଲ ଯାନବାହନ ଚଳାଚଳକୁ ବାରଣ କରାଯାଇଛି। ସେହିପରି ଘରୋଇ ଯାନ ଚଳାଚଳକୁ ଏହି ଅଞ୍ଚଳରେ ରାତି ୯ଟାଠାରୁ ସକାଳ...

କ୍ରୋମ ୟୁଜରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୨: ଇଣ୍ଡିଆନ କମ୍ପ୍ୟୁଟର ଏମରଜେନ୍ସି ରେସପନ୍ସ ଟିମ୍‌ (ସିଇଆର୍‌ଟି-ଇନ) ପକ୍ଷରୁ କ୍ରୋମ ୟୁଜରଙ୍କୁ ଚେତାବନୀ ଦିଆଯାଇଛି। ଏହି ବ୍ରାଉଜରରେ ଅନେକ ସୁରକ୍ଷା ସମ୍ପର୍କୀତ ଦୁର୍ବଳତା ରହିଛି। ସିଇଆର୍‌ଟି-ଇନ୍‌ ହେଉଛି ଏକ ସରକାରୀ ସଂସ୍ଥା, ଯାହାକି ସାଇବର ସୁରକ୍ଷା ବିପଦର ସମାଧାନ...

‘ଭାଜପାକୁ ହରାଇବାକୁ ଏକଜୁଟ୍‌ ହେବାକୁ ପଡିବ’

ଲକ୍ଷ୍ନୌ,୮।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପି ବାସୀଙ୍କୁ ସମାଜବାଦୀ ପାଟି(ଏସପି) ସପକ୍ଷରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦେଶକୁ ବଞ୍ଚାଇବା ପାଇଁ ଭାଜପାକୁ ପରାସ୍ତ କରିବାକୁ ପଡିବ। ଏହା ଏକ ବଡ ଲଡେଇ। ୟୁପିରେ ଏସପି...

ରାଗିଛନ୍ତି ସିଦ୍ଧୁଙ୍କ ସ୍ତ୍ରୀ, କହିଲେ ମନର କଥା

ଚଣ୍ଡିଗଡ,୮।୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛି। ପ୍ରାର୍ଥୀ ଦୌଡରେ ସର୍ବାଗ୍ରେ ଥିବା ନବଜୋତ ସିଂ ସିଦ୍ଧୁଙ୍କୁ ପଛରେ ପକାଇ ପ୍ରାର୍ଥୀ ଭାବେ ବାଜି ମାରିନେଇଛନ୍ତି ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚାନ୍ନି। ଏନେଇ...

ଅହମଦାବାଦ୍‌ ସିରିଏଲ୍‌ ବିସ୍ଫୋରଣ, ୪୯ ଦୋଷୀ ସାବ୍ୟସ୍ତ-୨୮ ଦୋଷମୁକ୍ତ…

ଅହମଦାବାଦ୍‌, ୮।୨ : ଅହମଦାବାଦ୍‌ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜୁରାଟ ସ୍ପେଶାଲ କୋର୍ଟ ରାୟ ଦେଇଛନ୍ତି। ବିସ୍ଫୋରଣ ମାମଲାରେ ୪୯ ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥି ସହିତ, ୭୭ ଅଭିଯୁକ୍ତଙ୍କ ମଧ୍ୟରୁ ୨୮ ଜଣଙ୍କୁ ନିର୍ଦ୍ଦୋଷ...

‘ପ୍ରଧାନମନ୍ତ୍ରୀ ଚାହୁଁଥିଲେ ଗରିବଙ୍କୁ କେହି ସାହାଯ୍ୟ ନ କରନ୍ତୁ’

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହଠାତ୍‌ ଲକଡାଉନ ଘୋଷଣା କରି ପ୍ରବାସୀ ଶ୍ରମିକଙ୍କୁ ବଶାହରା ଭାବେ ରୋଡ୍‌ ଉପରେ ଛାଡ଼ି ଦେଇଥିଲେ। ସେମାନଙ୍କ ପାଖରେ ଘର ଫେରିବାକୁ ବାଟ ନ ଥିଲା। ସେମାନେ ଚାଲିଚାଲି ଫେରୁଥିଲେ। ସେ ଚାହୁଁଥିଲେ କି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri