ଜାତୀୟ

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୯ ରାଜ୍ୟର ୧୨ ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର,୧୪।୮: ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆଜିଠୁ ପ୍ରାର୍ଥୀମାନେ ନାମାଙ୍କ ପତ୍ର ଦାଖଲ କରିପାରିବେ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ...

ବିଭାଜନର ଭୟାବହତାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ ବିଭାଜନ ସମୟରେ ଅମାନୁଷିକ ଯନ୍ତ୍ରଣା ଦେଇ ଗତି କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଯେଉଁମାନେ ବିଭାଜନର ଶିକାର ହୋଇଥିଲେ ଏବଂ ପୁନର୍ବାର ଜୀବନ ଆରମ୍ଭ କରିଥିଲେ ସେମାନଙ୍କ...

ଭିନେଶଙ୍କୁ ପଦକ ମିଳିବ ନା ନାହିଁ, ବଡ଼ ସଙ୍କେତ ଦେଲେ ଫୋଗଟଙ୍କ ଓକିଲ

ନୂଆଦିଲ୍ଲୀ,୧୪।୮: ରେସଲର ଭିନେଶ ଫୋଗଟଙ୍କ ମାମଲାରେ ଆଜି ସିଏଏସ୍‌ ନିଷ୍ପତ୍ତି ଶୁଣାଇବ। ଏଭଳି ପରିସ୍ଥିତିରେ ସମଗ୍ର ଭାରତ ବିନେଶ ମାମଲାର ନିଷ୍ପତ୍ତିକୁ ଅପେକ୍ଷା କରିଛି। କୋଟି କୋଟି ଦେଶବାସୀଙ୍କ ମନରେ ପ୍ରଶ୍ନ ହେଉଛି ଭାରତୀୟ ରେସଲରଙ୍କୁ ରୌପ୍ୟ ପଦକ ମିଳିବ...

ରାସ୍ତା ମଝିରେ ଭାଜପା ନେତାଙ୍କୁ ହତ୍ୟା

ପାଟନା,୧୪।୮: ବିହାରରେ ରାଜଧାନୀ ପାଟନାରେ ଭାଜପା ନେତାଙ୍କୁ ହତ୍ୟା କରାଯାଇଛି। ଦୁଗ୍ଧ ବୁଥ ଅପରେଟର ତାଙ୍କୁ ଗୁଳି ମାରି ହତ୍ୟା କରିଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆଲାମଗଞ୍ଜ ପୋଲିସ ଷ୍ଟେଶନ ପରିସରର ବଜରଙ୍ଗପୁରୀ କେନାଲ...

ନରେନ୍ଦ୍ର ମୋଦି ଆଉ ଏନଡିଏର ଖେଳ ବିଗାଡିବେ ରାହୁଲ, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଚାରିଟି ସ୍ଥାନରେ (ହରିୟାଣା, ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ଜମ୍ମୁ-କଶ୍ମୀର) ଏବଂ ଗୋଟିଏ ରାଜ୍ୟ (ୟୁପି)ରେ ବିଧାନସଭା ଉପ-ନିର୍ବାଚନ ହେବ। ଏହା ପୂର୍ବରୁ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଏକ ବଡ଼ ରାଜନୈତିକ...

ଭାରତର ସବୁ ଲୁଣ, ଚିନିରେ ମାଇକ୍ରୋପ୍ଲାଷ୍ଟିକ୍‌

ନୂଆଦିଲ୍ଲୀ, ୧୪।୮:ଭାରତୀୟ ବଜାରରେ ବିକ୍ରି ହେଉଥିବା ସମସ୍ତ ବ୍ରାଣ୍ଡ୍‌ର ଲୁଣ ଏବଂ ଚିନିରେ କ୍ଷୁଦ୍ର ପ୍ଲାଷ୍ଟିକ୍‌ କଣିକା(ମାଇକ୍ରୋପ୍ଲାଷ୍ଟିକ୍‌) ରହିଛି। ବଡ଼ ବ୍ରାଣ୍ଡ୍‌ ହେଉ ଅବା ଛୋଟ ବ୍ରାଣ୍ଡ୍‌, ପ୍ୟାକେଟରେ ବିକ୍ରି ହେଉ ଅବା ଖୋଲାରେ ମିଳୁଥିବା ସମସ୍ତ ପ୍ରକାରର ଲୁଣ...

ହିମାଚଳରେ ଭୂସ୍ଖଳନ, ବନ୍ୟା: ୨୧୩ ରାସ୍ତା ବନ୍ଦ

ଶିମଲା, ୧୪।୮: ହିମାଚଳ ପ୍ରଦେଶରେ ଲଗାଣ ବର୍ଷା ଯୋଗୁ ହୋଇଥିବା ଭୂସ୍ଖଳନ ଏବଂ ହଠାତ୍‌ ଆସିଥିବା ବନ୍ୟା କାରଣରୁ ୨୧୩ଟି ସଡ଼କ ବନ୍ଦ ହୋଇପଡ଼ିଥିବା ନେଇ ରାଜ୍ୟ ବିପର୍ଯ୍ୟୟ ଓ ପରିଚାଳନା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଶିମଲା...

ଦେଶବାସୀଙ୍କଠାରୁ ନ୍ୟାୟ ଚାହେଁ: ହାସିନା

ନୂଆଦିଲ୍ଲୀ,୧୪ା୮: ସରକାରର ପତନ ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ମଙ୍ଗଳବାର ପ୍ରଥମ ଥର ପାଇଁ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ ତାଙ୍କ ଦେଶବାସୀଙ୍କଠାରୁ ନ୍ୟାୟ ପାଇବାକୁ ଅପିଲ କରିଛନ୍ତି। ତାଙ୍କର ଏକ ଆବେଗଭରା ବିବୃତିକୁ ପୁଅ...

ଅଗଷ୍ଟ ୨୨ରେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୮(ପି.ଟି.):ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ ପୁଞ୍ଜି ବଜାର ନିୟନ୍ତ୍ରକ ସେବିର ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିବା ପରେ ବିବାଦ ଜୋର୍‌ ଧରିଛି। ମାଧବୀଙ୍କ ଇସ୍ତଫା ଏବଂ ଆଦାନୀ ପ୍ରସଙ୍ଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି...

ବିଏନ୍‌ଏସ୍‌ରୁ ଧାରା ୩୭୭ ଅନୁରୂପ ବ୍ୟବସ୍ଥା ହଟାଯିବା ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ,୧୪ା୮(ପି.ଟି.): ଭାରତୀୟ ଦଣ୍ଡ ସଂହିତା (ଆଇପିସି) ବଦଳରେ ନୂତନ ଭାବେ ଲାଗୁ ହୋଇଥିବା ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ରେ ଅପ୍ରାକୃତ ଯୌନକ୍ରିୟା ଅପରାଧ ପାଇଁ ରହିଥିବା ଦଣ୍ଡବ୍ୟବସ୍ଥା ହଟାଯାଇଥିବାରୁ ଏହାକୁ ବିରୋଧ କରି ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଉପରେ...

ଜଗଦମ୍ବିକା ପାଲ୍‌ ଓ୍ବକ୍‌ଫ ବିଲ୍‌ ଯୁଗ୍ମ କମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୪ା୮(ପି.ଟି.): ବିବାଦୀୟ ଓ୍ବକଫ୍‌ ଆଇନ (ସଂଶୋଧନ) ବିଲ୍‌ର ଯାଞ୍ଚ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟି (ଜେପିସି)ର ଅଧ୍ୟକ୍ଷ ଭାବେ ବରିଷ୍ଠ ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କୁ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ବରିଷ୍ଠ...

ପଶ୍ଚିମବଙ୍ଗ ସରକାର, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧୪ା୮: କୋଲକାତାର ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ମଙ୍ଗଳବାର ପଶ୍ଚିମବଙ୍ଗ ସରକାର ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ନୋଟିସ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସି ନିଜଆଡ଼ୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri