ଜାତୀୟ

ରପ୍ତାନି ପ୍ରସ୍ତୁତି ସୂଚକାଙ୍କ: ୧୩ତମ ସ୍ଥାନକୁ ଖସିଲା ଓଡ଼ିଶା

ନୂଆଦିଲ୍ଲୀ,୨୬।୩: ରପ୍ତାନି ପ୍ରସ୍ତୁତି ସୂଚକାଙ୍କ (ଇପିଆଇ) ୨୦୨୧ରେ ଓଡ଼ିଶା ୧୩ତମ ସ୍ଥାନକୁ ଖସିଛି। ନୀତି ଆୟୋଗ ପକ୍ଷରୁ ଶୁକ୍ରବାର ଏହି ସୂଚକାଙ୍କ ପ୍ରକାଶ ପାଇଛି। ୨୦୨୦ ଇପିଆଇରେ ଓଡ଼ିଶା ପଞ୍ଚମ ସ୍ଥାନରେ ରହିଥିଲା। ଉପକୂଳ ରାଜ୍ୟ ମଧ୍ୟରେ ଓଡ଼ିଶା ଷଷ୍ଠ...

ସିଭିଲ ସର୍ଭିସ୍‌ ପରୀକ୍ଷାରେ ଅତିରିକ୍ତ ସୁଯୋଗ ସମ୍ଭବ ନୁହେଁ

ନୂଆଦିଲ୍ଲୀ,୨୬।୩: କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ଅଧିକ ଥର ଉଦ୍ୟମ ପାଇଁ ସୁଯୋଗ ଦେବା ସମ୍ଭବ ନୁହେଁ ବୋଲି କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ୟୁପିଏସ୍‌ସି ୨୦୨୧ ପ୍ରିଲିମ୍‌ ପାସ୍‌ କରି କୋଭିଡ୍‌ ପଜିଟିଭ୍‌...

ଆକ୍ସନ ମୁଡରେ ଯୋଗୀ

ଲକ୍ଷ୍ନୌ,୨୬ ।୩: ଚଳିତ ବିଧାନସଭା ନିର୍ବାଚରେ ବହୁମାତ୍ରାରେ ଭୋଟ ପାଇ ବିଜୟ ଲାଭ କରିବା ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟଥର ଲାଗି ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ଲକ୍ଷ୍ନୌର ଅଟଳ ବିହାରି ବାଜପେୟୀ...

‘ବିମୁଦ୍ରୀକରଣ ଲକ୍ଷ୍ୟ ଭୁଲ୍‌ ପ୍ରମାଣିତ’

ନୂଆଦିଲ୍ଲୀ,୨୬।୩: କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନୀତିକୁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶୁକ୍ରବାର ସମାଲୋଚନା କରାଯାଇଛି। ବିମୁଦ୍ରୀକରଣ ପଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଓ ଲକ୍ଷ୍ୟ ସମ୍ପୂର୍ଣ୍ଣ ଭୁଲ୍‌ ପ୍ରମାଣିତ ହୋଇଥିବା ବରିଷ୍ଠ ବିଜେଡି ଏମ୍‌ପି ପିନାକୀ...

ପୂର୍ବ ଲଦାଖରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୬ା୩: ଭାରତ-ଚାଇନା ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା ପାଇଁ ପୂର୍ବ ଲଦାଖରୁ ବେଜିଂକୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର କରିବାକୁ ପଡ଼ିବ ବୋଲି ଶୁକ୍ରବାର ନୂଆଦିଲ୍ଲୀ ସ୍ପଷ୍ଟ କରିଛି। ଭାରତ ଗସ୍ତରେ ଆସିଥିବା ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କ ସହ ଜାତୀୟ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଣ୍ଡ ନୁଆଁଇ ପ୍ରଣାମ କଲେ ନୀତୀଶ

ଲକ୍ଷ୍ନୌ,୨୬ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ ସମାରୋହ ଐତିହାସିକ ହୋଇଥିବା ବେଳେ ଏଥିରେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବଲିଉଡ ଜଗତର କଳାକର, ସାଧୁସନ୍ଥ, ବିରୋଧି...

ରାମପୁରହାଟରେ ସିବିଆଇ ତନାଘନା

କୋଲକାତା,୨୬ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଫରେନ୍‌ସିକ୍‌ ଟିମ୍‌ ଶୁକ୍ରବାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟ ଗୃହଦାହ ମାମଲାର ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ଏହାର ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ତଦନ୍ତକାରୀ...

କିଏ ସେହି ଡାନିସ୍‌ ଅନ୍‌ସାରୀ? ଏକମାତ୍ର ମୁସଲମାନ୍‌ ଯାହାକୁ ମିଳିଲା ମନ୍ତ୍ରୀପଦ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ଯୋଗୀଙ୍କ ୨.୦ ସରକାରରେ ପୂର୍ବଭଳି ୨ ଉପମୁଖ୍ୟମନ୍ତ୍ରୀ ରହିବେ। ଏହାଛଡ଼ା ତାଙ୍କ ଟିମ୍‌ରେ ୫୨ ସଦସ୍ୟ ରହିଛନ୍ତି। ସେମାନଙ୍କ ମଧ୍ୟରୁ...

ଯୋଗୀଙ୍କୁ ଶୁଭେଚ୍ଛା ଜଣାଇ ଭାଜପାକୁ ଟାର୍ଗେଟ କଲେ ଅଖିଳେଶ

ଲକ୍ଷ୍ନୌ,୨୫।୩: ଯୋଗୀ ସରକାରଙ୍କ ଶପଥ ଗ୍ରହଣ ସମାରୋହ ପରେ ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ଏସ୍‌ପି ଦ୍ୱାରା ନିର୍ମିତ ହୋଇଥିବା ଷ୍ଟାଡିୟମରେ ଶପଥ ଗ୍ରହଣ କରିଥିବା ନୂତନ ସରକାରଙ୍କୁ ଅଭିନନ୍ଦନ।...

୨ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ୩ଘଣ୍ଟା ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୫।୩: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଶୁକ୍ରବାର ଭାରତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଭେଟିଛନ୍ତି। ୨ରାଷ୍ଟ୍ରର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଦୀର୍ଘ ୩ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସାକ୍ଷାତକାରରେ ପୂର୍ବ ଲଦାଖ ବିବାଦ ଏବଂ ୟୁକ୍ରେନ...

ନୃଶଂସ ହତ୍ୟାକାଣ୍ଡକୁ ନେଇ ଜଣେ ପିଶାଚ ହିଁ ଅଟ୍ଟହାସ୍ୟ କରିପାରେ: କୁମାର ବିଶ୍ୱାସ

ନୂଆଦିଲ୍ଲୀ,୨୫।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ବିଧାନସଭାରେ ଚଳଚ୍ଚିତ୍ର ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ତାଙ୍କୁ ଚାରିଆଡୁ ସମାଲୋଚନା କରାଯାଉଛି। ଏହି କ୍ରମରେ ଖ୍ୟାତନାମା ଲେଖକ ତଥା ଆପ୍‌ର ପୂର୍ବତନ ନେତା...

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଶବ-ବ୍ରଜେଶ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ଲକ୍ଷ୍ନୌର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଯୋଗୀଙ୍କ ୨.୦ଇଂନିସ ଆରମ୍ଭ ହୋଇଛି। ଯୋଗୀଙ୍କ ସହ ୨ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri