ଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ବଖାଣିଲା କୃଷକଙ୍କ କ୍ରୋଧ: ଶରଦ ପାୱାର

ମୁମ୍ବାଇ,୧୧ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ଉପରେ ସଭିଙ୍କ ନଜର ଥିବା ବେଳେ ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ସଭିଙ୍କୁ ଚମକାଇ ଦେଇଛି । ଏଠାରେ କଂଗ୍ରେସ ଶାସନ ଥିବା ବେଳେ ଏଥର କିନ୍ତୁ କଂଗ୍ରେସକୁ...

ସତରେ କ’ଣ ବାହା ହେବେନି ସିଦ୍ଧୁଙ୍କ ଝିଅ

ଚଣ୍ଡିଗଡ,୧୧।୩: ଚଳିତ ପଞ୍ଜାବ ବିଧାନସଭା ନିର୍ବଚନରେ ବଡ ବିଜୟ ହାସଲ କରିଛି ଆମ ଆଦମୀ ପାର୍ଟି। କଂଗ୍ରେସ ହାତରୁ ଛଡାଇ ନେଇଛି ପଞ୍ଜାବ। ୧୧୭ଟି ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବରେ ଆପ ୯୨ଟି ଆସନରେ ଜିତିଛି। ପଞ୍ଜାବରେ ଆମ ଆଦମୀ...

ଅନ୍ତର୍ଜାତୀୟ ଗଣମାଧ୍ୟମରେ ବି ଦେଖିବାକୁ ମିଳିଛି ଭାଜପାର ବିଜୟ

ନୂଆଦିଲ୍ଲୀ,୧୧ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ଫଳଫଳ ଉପରେ କେବଳ ଦେଶ ନୁହେଁ ବରଂ ବିଶ୍ୱର ନଜର ରହିଥିଲା । ରାଜନୈତିକ ପଣ୍ଡିତ ଏହାକୁ ୨୦୨୪ ଲୋକ ସଭା ନିର୍ବାଚନର ସେମିଫାଇନାଲ ଭାବେ ଧରି ନେଇଛନ୍ତି...

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି କାମୁଡ଼ିବାକୁ ପଡ଼ିଛି। ଦଳିତ ରାଜନୀତିରେ ଏକଦା ଆଗରେ ରହିଥିବା ମାୟାବତୀ ଓ ତାଙ୍କ...

ଚକିତ କଲା ଲଖିମ୍‌ପୁର ଖେରି ୮ ଆସନ ଫଳାଫଳ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାର ସମସ୍ତ ୮ ଆସନରେ ଭାଜପା ବିଜୟୀ ହୋଇଛି। ଗତ ବର୍ଷ ଅକ୍ଟୋବରରେ ଚାଷୀ ଆନ୍ଦୋଳନ ଚାଲିଥିବା ବେଳେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ମାଡ଼ିଯାଇ ୪ ଚାଷୀଙ୍କ ଜୀବନ...

ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ପଟେଲ...

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି ଭଗବନ୍ତ-ଜେଲେନ୍‌ସ୍କିଙ୍କ ଜୀବନୀ

ଚଣ୍ଡିଗଡ଼,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସଂଖ୍ୟାଗରିଷ୍ଠତା ସହ ବିଜୟ ହାସଲ କରିଛି। ବହୁମତରେ ବିଜୟ ହାସଲ କରିବା ପରେ ରାଜ୍ୟରେ ଇତିହାସ ସୃଷ୍ଟି କରିଛି ଏଏପି। ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟର ଓ ଫେସ୍‌ବୁକ୍‌ରେ...

୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ,...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି।...

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି।...

କିଏ ହେବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ, ରେସ୍‌ରେ ୪ ଜଣ

ଡେରାଡୁନ,୧୦ ।୩: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିଛି । ହେଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଖଟିମା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭୁବନ ଚନ୍ଦ୍ର କାପଡିଙ୍କଠାରୁ ମାତ୍ର ୬,୫୭୯ ଭୋଟରେ ହାରି ଯାଇଛନ୍ତି...

ଟ୍ରେନ୍‌ରେ ପୁଣି ମିଳିବ କମ୍ବଳ

ନୂଆଦିଲ୍ଲୀ,୧୦।୩: କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ଧରି ସରକାର ଅନେକ ପ୍ରତିବନ୍ଧକ ଲଗାଇଥିଲେ। ଏହାକୁ ଏବେ ଧିରେ ଧିରେ ପ୍ରତ୍ୟାହାର କରାଯାଉଛି। ଇତିମଧ୍ୟରେ ନିକଟରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ଅନୁମୋଦନ ମିଳିିବା ପରେ ସରକାର ରେଲୱେରେ ଯାତ୍ରା କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri