ଜାତୀୟ

‘ଗାନ୍ଧୀ ନେତୃତ୍ୱ କଂଗ୍ରେସ ପାଇଁ କାମ ଦେଉନି’

ନୂଆଦିଲ୍ଲୀ,୧୦।୩: ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ନିଶ୍ଚିତ ହୋଇସାରିଛି। ପ୍ରତ୍ୟେକ ରାଜ୍ୟରେ କଂଗ୍ରେସକୁ କ୍ଷତି ସହିବାକୁ ପଡ଼ିଛି। ଏହି ଫଳାଫଳ ଦର୍ଶାଉଛି କଂଗ୍ରେସ ପାଇଁ ଗାନ୍ଧୀ ପରିବାର ନେତୃତ୍ୱ ଆଉ କାମ ଦେଉନି। ଏଭଳି କହି ଗାନ୍ଧୀ ପରିବାରକୁ...

ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ବିନମ୍ରତାର ସହ ସ୍ୱୀକାର କରୁଛି, ଏଏପିକୁ ଶୁଭେଚ୍ଛା: ଚନ୍ନି

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ପରାଜୟକୁ ସ୍ୱିକାର କରି ନେଇଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ହାରିବା ପରେ ଦଳିୟକର୍ମୀଙ୍କୁ ଧନ୍ୟବାଦ ଦେବା ସହ ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରି ନେଇଛନ୍ତି । ସେ ଦୁଇଟି...

ଲକ୍ଷେରୁ ଊର୍ଦ୍ଧ୍ୱ ଭୋଟ୍‌ରେ ଜିତିଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ୧୮ ତମ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ଟ୍ରେଣ୍ଡ ଅନୁଯାୟୀ, ୟୁପିରେ ୨୭୩ ଟି ଆସନରେ ଭାଜପା ଆଗୁଆ ରହିଛି। ସେଠାରେ ସମାଜବାଦୀ ପାର୍ଟି କେବଳ ୧୨୩ଟି ଆସନରେ ସୀମିତ ରହିବା ଜଣାପଡୁଛି। ତେବେ...

ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ବଡ ଝଟକା ଲାଗିଛି...

ଭାଜପା ପ୍ରାର୍ଥୀଠୁ ହାରିଲେ ପାରିକରଙ୍କ ପୁଅ

ପାଣାଜି,୧୦।୩: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକରଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ତାହା ପୁଣି ଭାଜପା ପ୍ରାର୍ଥୀ ଆତାନାସିଓ ମନସେରାଟେଙ୍କ ଠାରୁ। ତେବେ ଖୁବ୍‌ କମ୍‌ ବ୍ୟବଧାନରେ ଭାଜପା ପ୍ରାର୍ଥୀ ବିଜୟୀ...

ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା...

ହାରିଲେ ମାଳବିକା

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ ଭାଙ୍ଗିଯାଇଛି କଂଗ୍ରେସର ଗଡ । ପଞ୍ଜାବରେ ଏଥର ବାଜି ମାରି ନେଇଛି ଆମ...

ପୁଣି ଚର୍ଚ୍ଚାରେ କୁନି କେଜ୍‌ରିଓ୍ବାଲ୍‌

ଚଣ୍ଡିଗଡ,୧୦।୩: ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ୯୨ ଆସନ ସହ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ଦଳର ବିୟରେ କର୍ମୀମାନେ ସେଲିବ୍ରେଶସ ଆରମ୍ଭ କରିଦେଇଛନ୍ତି। ଏସବୁ ଭିତରେ ଦିଲ୍ଲୀ ସଡକରେ କୁନି କେଜ୍‌ରିଓ୍ବାଲ ଦେଖିବାକୁ...

ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ

ନୂଆଦିଲ୍ଲୀ,୧୦ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରି ନ ଥିବା ବେଳେ ଏଥର ବି ଦଳକୁ ନିରାଶ ହେବାକୁ ପଡିଛି । ହେଲେ ବିଜୟୀ ପ୍ରାର୍ଥୀଙ୍କୁ ଟୁଇଟ୍ କରି କଂଗ୍ରେସର ପୂର୍ବତନ...

ଲକ୍ଷ୍ନୌରେ ବୁଲ୍‌ଡୋଜର ଶୋଭାଯାତ୍ରା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭୋଟ ଗଣନା ଜାରି ରହିଛି। ଏଥିରେ ଭାଜପା ଆଗରେ ଥିବା ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଲକ୍ଷ୍ନୋଠାରେ ଭାଜପା କର୍ମୀ ବୁଲ୍‌ଡୋଜରରେ ବସି ଏକ ଶୋଭାଯାତ୍ରରେ ବାହାରି ବିଭିନ୍ନ ଶ୍ଲୋଗାନ ଦେଉଛନ୍ତି। ସୂଚନାଯୋଗ୍ୟ,...

କାମ ଦେଲାନି ଭାଜପା ଲହର: ହାରିଗଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ପଞ୍ଜାବକୁ ଛାଡିଦେଲେ ଅନ୍ୟ ୪ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ଉତ୍ତରଖଣ୍ଡରେ ଭାଜପା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଦଳର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ...

୧୮ ହଜାର ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୦।୩: ଆଜି ୫ ରାଜ୍ୟରେ ବିଧାନସଭାରେ ଭୋଟ ଗଣତି ଜାରି ରହିଛି। ମଣିପୁରରେ ମୋଟ ୬୦ ଆସନ ପାଇଁ ଏବେ ବି ଜାରି ରହିଛି ଭୋଟ ଗଣତି। ତେବେ ମଣିପୁରରେ ୧୮ ହଜାର ଭୋଟରେ ବିଜୟ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri