ଜାତୀୟ

ଏନ୍‌ଇଇଟି ୟୁଜି ଲାଗି ସର୍ବୋଚ୍ଚ ବୟସସୀମା ହଟିଲା

ନୂଆଦିଲ୍ଲୀ,୯।୩: ଜାତୀୟ ମେଡିକାଲ କମିଶନ (ଏନ୍‌ଏମ୍‌ସି) ଏନ୍‌ଇଇଟି-ଅଣ୍ଡରଗ୍ରାଜୁଏଟ୍‌ ୨୦୨୨ ପରୀକ୍ଷା ଦେବାକୁ ଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସ ସୀମାକୁ ହଟାଇ ଦେଇଛନ୍ତି। ୨୦୧୭ରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଅଣସଂରକ୍ଷିତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସସୀମା...

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ଶିଶୁ ଏବଂ ମା’ ସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହରଦା...

ଇଭିଏମ୍‌ ଚୋରି ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଇସି

ଲକ୍ଷ୍ନୌ,୯।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣତିର ୪୮ ଘଣ୍ଟା ପୂର୍ବରୁ ଇଲେକ୍‌ଟ୍ରୋନିକ୍‌ ଭୋଟିଂ ମେସିନ୍ସ (ଇଭିଏମ୍‌) ଚୋରି ଘଟଣାରେ ସମ୍ପୃକ୍ତ ବରିଷ୍ଠ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯିବ। ଟ୍ରେନିଂ ଇଭିଏମ୍‌ ପରିବହନ ନିୟମ ଭଙ୍ଗ ହୋଇଥିବାରୁ ବାରଣାସୀର ଅତିରିକ୍ତ ଜିଲା...

‘ମୋଦି ଭାରତର ସଙ୍କଟମୋଚକ’

ନୂଆଦିଲ୍ଲୀ,୯।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନରେ ଫସିଥିବା ଲୋକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଭାରତ ସରକାର ଲଗାତର ଉଦ୍ୟମ କରୁଛନ୍ତି। ତେବେ ବୁଧବାର ଭାରତର ପ୍ରୟାସ ଉପରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁତ୍ୱପୂର୍ଣ୍ଣ ସୂଚନା...

ଫଡନବିସଙ୍କୁ ଅଟକ ରଖିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୯।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ସେ ଏନ୍‌ସିପି ନେତା ତଥା ମନ୍ତ୍ରୀ ଥିବା ନବାବ ମଲିକଙ୍କ ଇସ୍ତଫା ଦାବି କରି ବୁଧବାର ଶୋଭାଯାତ୍ରା ବାହାର କରିଥିଲେ। ହେଲେ  ପୋଲିସ ସେମାନଙ୍କୁ ମେଟ୍ରୋ...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜୀବ ଗାନ୍ଧୀ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୯।୩:ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ଏଜି ପେରାରିଭାଲାନଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ଅଦାଲତଙ୍କ ଏହି ନିଷ୍ପତ୍ତିକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। ଏଜି ପେରିଭାଲାନଙ୍କୁ ଜାମିନ ପ୍ରଦାନ କରି ସୁପ୍ରିମକୋର୍ଟ କହିଛନ୍ତି, ତାଙ୍କ...

ବିହାର କ୍ରିକେଟ ମୁଖ୍ୟଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ

ନୂଆଦିଲ୍ଲୀ,୯।୩: ଏକ ବିଜ୍ଞାପନ ଫାର୍ମ ଡିରେକ୍ଟର ବିହାର କ୍ରିକେଟ ଆସୋସିଏଶନ ମୁଖ୍ୟଙ୍କ ବିରୋଧରେ ବଳାତ୍କାର ଉଦ୍ୟମ ଅଭିଯୋଗ ଆଣିଛନ୍ତି। ପାରଲିଆମେଣ୍ଟ ଷ୍ଟ୍ରିଟ୍‌ ଥାନାରେ ମହିଳାଙ୍କ ଅଭିଯୋଗ ପରେ ବିସିଏର କାର୍ଯ୍ୟକାରୀ ମୁଖ୍ୟ ରାକେଶ ତିଓ୍ବାରୀଙ୍କ ବିରୋଧରେ ବଳାତ୍କାର ଓ ନିର୍ଯାତନା...

ଜମ୍ମୁ-କଶ୍ମୀରରେ ବିସ୍ଫୋରଣ: ଜଣେ ମୃତ,୧୪ ଆହତ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀରର ଉଧମପୁରରେ ବିସ୍ଫୋରଣରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ବୁଧବାର ଅପରାହ୍ନରେ ହଠାତ୍‌ ବଜାରରେ ଏହି ବିସ୍ଫୋରଣ ଘଟିଥିଲା। ଫଳରେ ଲୋକେ ଆତଙ୍କିତ ହୋଇପଡିଥିଲେ। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ...

ସ୍ବାମୀ ଭାଗବଣ୍ଟା: ଜଣେ ସ୍ତ୍ରୀଙ୍କ ପାଖରେ ୩ ଦିନ ରହିବାକୁ ଚୁକ୍ତି

ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶର ରାମପୁର ଜିଲାରେ ସ୍ବାମୀ ଭାଗବଣ୍ଟାକୁ ନେଇ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପୁରୁଷଙ୍କୁ ଦୁଇଜଣ ମହିଳା ବିବାହ କରିବାକୁ ଚାହୁଁଥିଲେ। ତାଙ୍କର ଦ୍ୱିତୀୟ ବିବାହ ପ୍ରଥମ ସ୍ତ୍ରୀଙ୍କ ସହମତିରେ ହୋଇଥିଲା। ଆଶ୍ଚର୍ଯ୍ୟକର ବିଷୟ...

ସରକାରୀ କମ୍ପାନୀର ଜମି ବିକିବେ ସରକାର…

ନୂଆଦିଲ୍ଲୀ,୯।୩ : ସେଣ୍ଟ୍ରାଲ ପବ୍ଲିକ ସେକ୍ଟର ଏଣ୍ଟରପ୍ରାଇଜେସ (ସିପିଏସଏସ) କିମ୍ବା ସରକାରୀ ଏଜେନ୍ସି ହେଉ, ସରକାର ସେମାନଙ୍କ ଖାଲି ଜମି, କୋଠା କିମ୍ବା ସମ୍ପତ୍ତି ବିକ୍ରୟ କରି ପାଣ୍ଠି ସଂଗ୍ରହ କରିବାର ଯୋଜନା କରିଛନ୍ତି। ଏହି କାର୍ଯ୍ୟ ପାଇଁ କେନ୍ଦ୍ର...

ଉଧାମପୁରରେ ବିସ୍ଫୋରଣ, ଜଣେ ମୃତ ୧୩ ଆହତ…

ଶ୍ରୀନଗର,୯।୩ : ଜମ୍ମୁ-କଶ୍ମୀରର ଉଧାମପୁରର ସାଲାଥିଆ ଛକରେ ବୁଧବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ପୋଲିସ ବୋମା ନିଷ୍କ୍ରିୟକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣ କିପରି ହୋଇଛି ତାହା ଜାଣିବା ପାଇଁ ଉଦ୍ୟମ ଚାଲିଛି।...

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ପାଇଁ ସରକାରଙ୍କ ନୂତନ ଯୋଜନା…

ନୂଆଦିଲ୍ଲୀ,୯।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର କରିବା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ଅସ୍ତ୍ରଶସ୍ତ୍ର ଉତ୍ପାଦନ ଏବଂ ପରୀକ୍ଷଣ କ୍ଷେତ୍ରରେ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବଡ ପଦକ୍ଷେପ ନେଇଛି। ଅସ୍ତ୍ରଶସ୍ତ୍ରର ପରୀକ୍ଷଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri