ଜାତୀୟ

ଆଇଏଏଫ୍‌ ମେଢ଼ରେ ସ୍ଥାନ ପାଇଲେ ଦେଶର ପ୍ରଥମ ମହିଳା ରାଫେଲ ପାଇଲଟ୍‌

ନୂଆଦିଲ୍ଲୀ,୨୬।୧: ୭୩ତମ ସାଧାରଣତନ୍ତ୍ର ଦିବସ ପରେଡ୍‌ ଭାରତୀୟ ବାୟୁ ସେନା (ଆଇଏଏଫ୍‌) ମେଢ଼ରେ ସ୍ଥାନ ପାଇଥିଲେ ଦେଶର ପ୍ରଥମ ମହିଳା ରାଫେଲ ଫାଇଟର ଜେଟ ପାଇଲଟ୍‌ ଶିଭାଙ୍ଗି ସିଂ। ଭାରତୀୟ ବାୟୁ ସେନା ମେଢ଼ରେ ସ୍ଥାନ ପାଇବାରେ ସେ ହେଉଛନ୍ତି...

ସାଧାରଣତନ୍ତ୍ର ଦିବସରେ ବିହାରରେ ଟ୍ରେନ ଜାଳିଦେଲେ ଛାତ୍ରୀଛାତ୍ର

ପାଟଣା,୨୬।୧: ଦେଶରେ ବୁଧବାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ବିହାରରେ ଏକ ଯାତ୍ରୀବାହି ଟ୍ରେନକୁ ଜାଳି ଦେଇଛନ୍ତି ରେଲଓ୍ବେ ଚାକିରି ପରୀକ୍ଷା ବିରୋଧରେ ବିକ୍ଷୋଭ କରୁଥିବା ଛାତ୍ରୀଛାତ୍ର। କେବଳ ଏତିକି ନୁହେଁ, ଅନ୍ୟ ଏକ ଯାତ୍ରୀବାହି ଟ୍ରେନକୁ...

ପାଦରେ ଚାଲି ଚାଲି ଲୋକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ଦେଶର ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବୁଧବାର ରାଜଧାନୀ ଦିଲ୍ଲୀର ରାଜପଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଲି ଚାଲି ଲୋକଙ୍କୁ ଭେଟିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ପ୍ରଧାନମନ୍ତ୍ରୀ ଏହି ପରମ୍ପରା ପାଳନ କରୁଛନ୍ତି।...

ବିଏସ୍‌ଏଫ୍‌ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍‌ଏଫ୍‌ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା ଦିଆଯାଇଛି। ବିଏସ୍‌ଏଫ୍‌ର ଡେୟାର ଡେଭିଲ୍‌ ଟିମ୍‌ ପକ୍ଷରୁ ହୋଇଥିବା ମୋଟରସାଇକେଲରେ...

ଏଣିକି ସପ୍ତାହରେ ୫ ଦିନ କାମ କରିବେ ସରକାରୀ କର୍ମଚାରୀ

ରାୟପୁର,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଛତିଶଗଡ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି, ଏଣକି ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ସପ୍ତାହରେ ମାତ୍ର ପାଞ୍ଚ ଦିନ କାମ କରିବାକୁ ପଡିବ। ଏହା ବ୍ୟତୀତ ମହିଳା...

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଛି। ଭାରତୀୟ ସେନାର ସର୍ବଶ୍ରେଷ୍ଠ ତଥା ଶକ୍ତିଶାଳୀ ଯୁଦ୍ଧ ଉପକରଣ ପ୍ରଦର୍ଶିତ ହୋଇଛି।...

ମୁଣ୍ଡରେ ଉତ୍ତରାଖଣ୍ଡ ଟୋପି-ବେକରେ ମଣିପୁର ଗାମୁଛା, ଗୋଟିଏ ତୀରରେ ଦୁଇ ଶିକାର…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି। ଏଥିରେ ଉତ୍ତରାଖଣ୍ଡର ରାଜ୍ୟର ଜାତୀୟ ଫୁଲ ବ୍ରହ୍ମକମଳ ଅଙ୍କିତ ହୋଇଛି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ...

ପାକିସ୍ତାନ ରେଞ୍ଜର୍ସଙ୍କୁ ମିଠା ଦେଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଏହି ଅବସରରେ ଅଟ୍ଟାରୀ-ୱାଘା ସୀମାରେ ସୀମା ସୁରକ୍ଷା ବଳ (ବିଏସଏଫ) ଏବଂ ପାକିସ୍ତାନ ରେଞ୍ଜର୍ସ ମଧ୍ୟରେ ମିଠା ବିନିମୟ ହୋଇଥିଲା। ଏହା ପୂର୍ବରୁ ଦୀପାବଳିରେ ଭାରତ...

ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୁଣ୍ଡରେ...

ପଦ୍ମଭୂଷଣ ସମ୍ମାନ ନେବାକୁ ମନା କଲେ ବୁଦ୍ଧଦେବ

କୋଲକତା,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କେନ୍ଦ୍ର ସରକାର ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। କିନ୍ତୁ ଏହାକୁ ସେ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାର ବିଷୟରେ...

୧୫ ହଜାର ଫୁଟ ଉପରେ ମାଇନସ୍‌ ୩୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରାରେ ଆଇଟିବିପି ଯବାନଙ୍କ ପତାକା ଉତ୍ତୋଳନ…

ଲଦାଖ, ୨୬।୧ : ସାରା ଦେଶରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ଦେଶର ବିଭିନ୍ନ ପ୍ରାନ୍ତରୁ ଭାରତୀୟ ସେନା ଯବାନମାନଙ୍କ ସାହସ ପ୍ରଦର୍ଶନ କରୁଥିବା ଏବଂ ସେମାନଙ୍କ ତରଫରୁ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବାର...

୪ କୋଟି ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୬।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୫ ହଜାର ୯୧୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri