ଜାତୀୟ

ଦେଶବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୧: ଆଜି ସାରା ଦେଶରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଆପଣ ସମସ୍ତଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା। ସେହିପରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ...

ତ୍ରିରଙ୍ଗା କିଏ ପ୍ରସ୍ତୁତ କରିଥିଲେ ଜାଣନ୍ତି

ନୂଆଦିଲ୍ଲୀ,୨୬।୧: ଭାରତ ଏହାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଲାଲକିଲ୍ଲାଠାରୁ ଆରମ୍ଭ କରି ଦେଶର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ଅନ୍ୟାନ୍ୟ ସ୍ଥାନରେ ଲୋକମାନେ ଜାତୀୟ ପତାକା ଉତ୍ତୋଳନ କରି ଭାରତ ମାତାକୁ ସମ୍ମାନ ଦିଅନ୍ତି।...

କେନ୍ଦ୍ରୀୟ ଏସିଆରେ ବ୍ଲାକଆଉଟ୍‌

ନୂଆଦିଲ୍ଲୀ, ୨୬ା୧: କେନ୍ଦ୍ରୀୟ ଏସିଆର ୩ ଦେଶରେ ମଙ୍ଗଳବାର ବଡ଼ ଧରଣର ବ୍ଲାକଆଉଟ୍‌ ହୋଇଛି। ଏକ ପ୍ରମୁଖ ପାଓ୍ବାର ଲାଇନରେ ସମସ୍ୟା ଯୋଗୁ କାଜାଖସ୍ତାନ, ଉଜ୍‌ବେକିସ୍ତାନ ଏବଂ କିର୍ଗିଜସ୍ତାନର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍‌ ସଂଯୋଗ ପାଇବାରୁ ବଞ୍ଚିତ...

‘ଆମ ସରକାର ଆସୁଛି, ଛାଡିବା ନାହିଁ ପ୍ରତିଶୋଧ ନେବା’

ଲକ୍ଷ୍ନୌ,୨୫।୧: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳର ନେତାଙ୍କ କଥା କଟାକଟି ଚାଲିଛି। ମିରଟ୍‌ ସାଉଥ ଆସନରୁ ବିଧାୟକ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମାଜବାଦୀ ପାର୍ଟି (ଏସପି) ପ୍ରାର୍ଥୀ ଆଦିଲ ଚୌଧୁରୀ ଏକ ବିବାଦୀୟ ମନ୍ତବ୍ୟ ଦେଇ...

ପଦ୍ମ ପୁରସ୍କାର ଘୋଷଣା: ବିପିନ ରାଓ୍ବତଙ୍କୁ ପଦ୍ମବିଭୂଷଣ

ନୂଆଦିଲ୍ଲୀ,୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ କେନ୍ଦ୍ର ସରକାର ମଙ୍ଗଳବାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତ ବର୍ଷ ପଦ୍ମବିଭୂଷଣ ପାଇଁ ମୋଟ ୪ ଜଣଙ୍କ ନାମ ଚୟନ ହୋଇଥିବାବେଳେ ପଦ୍ମ ଭୂଷଣ ପାଇଁ ୧୭ଜଣଙ୍କୁ ଚୟନ କରାଯାଇଛି। ଏହା ବ୍ୟତୀତ...

ସଙ୍କଟ ସମୟରେ ଅର୍ଥନୀତିକୁ ମଜଭୁତ୍‌ କରିବାକୁ ସମସ୍ତଙ୍କୁ ଏକାଠି ହେବାକୁ ପଡିବ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ୭୩ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ୍‌ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ, ଦେଶ ତଥା ବିଦେଶରେ ରହୁଥିବା ଭାରତର ସମସ୍ତ ଲୋକଙ୍କୁ ମୋର...

ହାତ ଧରିଲେ ରାଣୀ ଚାଟାର୍ଜୀ

ନୂଆଦିଲ୍ଲୀ,୨୫।୧: ପାଖେଇ ଆସୁଛି ଉତ୍ତର ପ୍ରଦେଶ ନିର୍ବାଚନ। ଏହାକୁ ନେଇ ପ୍ରମୁଖ ଦଳଗୁଡ଼ିକ ମଧ୍ୟରେ ରାଜନୀତି ପାଣିପାଗ ସରଗରମ ରହିଛି। କିଛି ଅସନ୍ତୁଷ୍ଟ ନେତା ଦଳ ଛାଡ଼ି ଅନ୍ୟ ଦଳରେ ମିଶୁଥିବା ବେଳେ କିଛି କଳାକାର ମଧ୍ୟ ରାଜନୀତି ମଇଦାନକୁ...

ବାଚସ୍ପତିଙ୍କ ଉପରେ ରାଗିଗଲେ ରାଜ୍ୟପାଳ

କୋଲକତା,୨୫।୧: ପଶ୍ଚିମବଙ୍ଗରେ ପୁଣି ଥରେ ବାକ୍‌ଯୁଦ୍ଧ ତୀବ୍ର ହୋଇଛି। ରାଜ୍ୟପାଳ ଜଗଦୀପ ଧନଖର ମଙ୍ଗଳବାର ପୁଣି ଥରେ ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ ବାଚସ୍ପତିଙ୍କ ନାଁରେ ସାମ୍ବିଧାନିକ ନିୟମ ଉଲ୍ଲଂଘନ...

ଦିଲ୍ଲୀରେ ସ୍ଥାନେ ସ୍ଥାନେ ଲଗାଯାଇଛି ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୨୫।୧: ରାଜଧାନୀର କନଟ ଅଞ୍ଚଳରେ ହନୁମାନ ମନ୍ଦିର ପାଖରେ ୪ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ପୋଷ୍ଟର ମଙ୍ଗଳବାର ଲଗାଯାଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ଲଗାଯାଇଥିବା ୪ଟି ପୋଷ୍ଟରରେ ୪ ସନ୍ଦିଗ୍ଧଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ସେମାନେ ସୁନ୍ନି ଇସ୍ଲାମିଷ୍ଟ ଆତଙ୍କବାଦୀ ଗୋଷ୍ଠୀ...

ବୀରତା ପୁରସ୍କାର ଘୋଷଣା: ନୀରଜ ଚୋପ୍ରାଙ୍କୁ ପରମ ବିଶିଷ୍ଟ ସେବା ପଦକ

ନୂଆଦିଲ୍ଲୀ,୨୫।୧: କେନ୍ଦ୍ର ସରକାର ମଙ୍ଗଳବାର ବୀରତା ପୁରସ୍କାର ଘୋଷଣା କରିଛନ୍ତି। ପ୍ରକାଶିତ ତାଲିକା ଅନୁଯାୟୀ, ଏଥର ୩୮୪ଙ୍କୁ ବୀରତା ପୁରସ୍କାର ପ୍ରଦାନ କରାଯିବ। ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିବେ। ଏଥିମଧ୍ୟରୁ...

ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ୧୫ ବର୍ଷୀୟା ଝିଅକୁ ବଳାତ୍କାର

ନୂଆଦିଲ୍ଲୀ,୨୫।୧: ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ଜଣେ ୧୫ ବର୍ଷୀୟା ନାବାଳିକା ଝିଅଙ୍କୁ ବଳାତ୍କାର କରିଛନ୍ତି ୪୨ ବର୍ଷୀୟ ବାପା। ଏଭଳି ଚକିତ କଲା ଭଳି ଘଟଣା ଘଟିଛି ବିଶାଖାପାଟଣାରେ। ଅଭିଯୁକ୍ତଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇ...

ନୂଆ ପ୍ରଚାରରେ ଚନ୍ନିଙ୍କୁ ଥୋର, ରାହୁଲଙ୍କୁ ହଲ୍କ ଦର୍ଶାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ରୋଡ୍‌ ଶୋ ଓ ରାଲି ଉପରେ ପ୍ରତିବନ୍ଧକ ଲଗାଯାଇଥିବାରୁ ରାଜନୈତୀକ ଦଳ ଅନଲାଇନ ପ୍ରଚାରରେ ଲାଗି ପଡ଼ିଛନ୍ତି। ଏଥର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନିଙ୍କୁ ସୁପରହିରୋ ଥୋର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri