ଜାତୀୟ

ଷଷ୍ଠ ପର୍ଯ୍ୟାୟରେ ୫୩% ମତଦାନ

ଲକ୍ଷ୍ନୌ,୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁବାର ୧୦ ଜିଲାର ୫୭ ଆସନ ଲାଗି ମତଦାନ ହୋଇଛି। ଏଥିସହିତ ୬୭୬ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ମତଦାନ ଶାନ୍ତିପୂର୍ଣ୍ଣ ଥିବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ବିଡିଆର୍‌...

ସ୍ଥିତି ସମୀକ୍ଷା ପାଇଁ ବିଧାୟକ-ଏମ୍‌ପିଙ୍କୁ ପଠାଇଲେ ଷ୍ଟାଲିନ

ଚେନ୍ନାଇ,୩।୩: ୟୁକ୍ରେନ୍‌ରେ ଫସି ରହିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଉଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରେଶନ୍‌ ଗଙ୍ଗା ଜାରି ରହିଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାନିଲ ଗୁରୁବାର ଏହାର ସମୀକ୍ଷା କରିଛନ୍ତି। ତେବେ ତାମିଲନାଡୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଉଦ୍ଧାର ପାଇଁ...

୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ବୟସ୍କ ନେଲେଣି ଟିକାର ପ୍ରଥମ ଡୋଜ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ମହାମାରୀକୁ ଦୂର କରିବା ଲାଗି ଦ୍ରୁତ ଗତିରେ କରାଯାଇଥିବା ଟିକାକରଣକୁ ନେଇ ଏକ ଖୁସିଖବର ସାମ୍ନାକୁ ଆସିଛି। ଦେଶ ୧୦୦ ପ୍ରତିଶତ କରୋନା ଟିକାର ପ୍ରଥମ ଡୋଜ ଲକ୍ଷ୍ୟ ଆଡ଼କୁ ଗତି କରୁଛି। ଜନସଂଖ୍ୟାର ୯୭...

ଟ୍ରକ୍‌ ସହ ପିଟି ହେଲା କାର୍‌, ଗଲା ୫ ଜୀବନ

ନୂଆଦିଲ୍ଳୀ,୩।୩: ଦିଲ୍ଲୀ-ଜୟପୁର ହାଇଓ୍ବେ’ରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର୍‌-ଟ୍ରକ୍‌ ପିଟି ହୋଇଯାଇଥିଲା। ଫଳରେ କାର୍‌ରେ ଥିବା ୫ ଜଣଙ୍କ ମୃତ୍ୟୁ ଘଟିଥିବା ଗୁରଗାଓ ଏସ୍‌ଆଇ ଗଜେନ୍ଦର ସିଂ ପ୍ରକାଶ କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର...

ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ

ଛତିଶଗଡ,୩।୩: ଛତିଶଗଡର ଭିଲାଇରେ ଜଣେ ୫ ବର୍ଷର ନାବାଳିକାକୁ ଦୁଇ ଜଣ ନାବାଳକ ବଳାତ୍କାର କରଥିବା ଅଭିଯୋଗ ହୋଇଛିି। ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଧାରା ୩୭୬...

ୟୁକ୍ରେନ ଛାଡ଼ିଲେଣି ୧୮ହଜାର ଭାରତୀୟ

ନୂଆଦିଲ୍ଲୀ,୩।୩: ରୁଷିଆ ଓ ୟୁକ୍ରେନରେ ଜାରି ରହିଥିବା ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି। ଦିନକୁ ଦିନ ୟୁକ୍ରେନରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଇତିମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ଲାଗି କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ଅପରେଶନ୍‌ ଗଙ୍ଗା...

ଗରିବ, କୃଷକଙ୍କୁ ମାଗଣାରେ ବିଜୁଳି

ରାଞ୍ଚି,୩।୩: ଝାଡଖଣ୍ଡ ମୁଖ୍ୟ ମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଏକ ବଡ ଘୋଷଣା କରିଛି । ରାଜ୍ୟର ସମସ୍ତ ଗରିବ ପରିବାର ଏବଂ କୃଷକମାନଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଗୁରୁବାର ଝାଡ଼ଖଣ୍ଡ ବିଧାନସଭାରେ ଅର୍ଥମନ୍ତ୍ରୀ...

ମୋଦି ସରକାରଙ୍କୁ ସମର୍ଥନ କଲା କଂଗ୍ରେସ

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ରୁଷିଆ ଚଳାଇଥିବା ଦମନଲୀଳା ବିରୋଧରେ ଆଗତ ଗୋଟିଏ ପ୍ରସ୍ତାବ ଜାତିସଂଘର ସାଧାରଣ ମହାସଭାରେ ପାରିତ ହୋଇଛି। ଏ ପ୍ରସ୍ତାବରେ ରୁଷିଆର ପଦକ୍ଷେପକୁ ନିନ୍ଦା କରାଯାଇଛି। କିନ୍ତୁ ଏହି ନିନ୍ଦା ପ୍ରସ୍ତାବ ଉପରେ ହୋଇଥିବା ଭୋଟିଂରୁ ଭାରତ ପୁଣିଥରେ...

‘୨୫ ବର୍ଷ ଧରି ସାପକୁ ଖାଇବାକୁ ଦେଇଥିଲୁ,ଏବେ ସେ ଚିତ୍କାର କରୁଛି’

ମୁମ୍ବାଇ,୩।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପୂର୍ବତନ ସହଯୋଗୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟାର୍ଗେଟ କରିଛନ୍ତି। ଠାକରେ କହିଛନ୍ତି, ଆମେ ୨୫ ବର୍ଷ ଧରି ଏକ ସାପକୁ ଖାଇବାକୁ ଦେଇଥିଲୁ,ଏବେ ସେହି ସାପଟି ଆମ ସାମ୍ନାରେ ଚିତ୍କାର କରୁଛି...

ୟୁକ୍ରେନରୁ ଫେରିବା ପରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଛାତ୍ର

ନୂଆଦିଲ୍ଲୀ,୩।୩: ସମୟ ଥାଉ ଥାଉ ବିବାଦୀୟ ଜୋନରୁ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ପଦକ୍ଷେପ ନ ନେଇ ଫୁଲ ବାଣ୍ଟିବା ଭଳି ଅଙ୍ଗଭଙ୍ଗୀ ମୂଲ୍ୟହୀନ। ଏଭଳି କହି ଗୁରୁବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଯୁଦ୍ଧ ପ୍ରଭାବିତ ୟୁକ୍ରେନରୁ ଫେରିଥିବା...

୨୨ ସେକେଣ୍ଡରେ ଭାଷଣ ବନ୍ଦ କରି ଚାଲିଗଲେ ରାଜ୍ୟପାଳ

ପୁଣେ,୩।୨: ମହାରାଷ୍ଟ୍ର ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ଦିନରେ ବହୁତ ହୋହାଲ୍ଲା ଦେଖିବାକୁ ମିଳିଛି। ହୋହାଲ୍ଲା ଏତେ ହୋଇଥିଲା ଯେ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଭାଗବତ ସିଂ କୋଶୟାରି ମଧ୍ୟଭାଗରେ ତାଙ୍କ ଭାଷଣ ବନ୍ଦ କରି ଗୃହରୁ ପଳାଇଥିଲେ।...

ଗୁରୁବାର ଘର ବାହୁଡ଼ିବେ ୩,୭୨୬ ଛାତ୍ରୀଛାତ୍ର-ଭାରତୀୟ…

ନୂଆଦିଲ୍ଲୀ,୩।୩ : ଅପରେଶନ ଗଙ୍ଗା ଅନ୍ତର୍ଗତ ଗୁରୁବାର ୟୁକ୍ରେନରୁ ୩,୭୨୬ ଛାତ୍ରୀଛାତ୍ର-ଭାରତୀୟଙ୍କୁ ଫେରାଇ ଅଣାଯିବ। କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ସୂଚନା ଦେଇଛନ୍ତି। ଏନେଇ ୧୮ଟି ବିମାନ ଉଡାଣ କରିବ। ସେ କହିଛନ୍ତି ଯେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri