ଜାତୀୟ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ: ୫୭ ଆସନ ପାଇଁ ଭୋଟଗ୍ରହଣ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବା ବେଳେ ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭାଗ୍ୟ ପରୀକ୍ଷା ହେବ ।...

୧୦୨ ମ୍ୟୁନିସିପାଲିଟି ଆସନ ଦଖଲ କଲା ଟିଏମ୍‌ସି

କୋଲକାତା,୨।୩ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିପୁଳ ବିଜୟର ୧୦ ମାସ ପରେ ଅନୁଷ୍ଠିତ ହୋଇଥିବା ପୌର ନିର୍ବାଚନର ଫଳାଫଳ ବୁଧବାର ପ୍ରକାଶ ପାଇଛି। ସୂଚନାନୁଯାୟୀ, ରାଜ୍ୟର ୧୦୮ ମ୍ୟୁନିସିପାଲିଟି ମଧ୍ୟରୁ ଟିଏମ୍‌ସି ୧୦୨ଟି...

ୟୁକ୍ରେନ୍‌ରେ ଆଖି ବୁଜିଲେ ଆଉ ଜଣେ ଭାରତୀୟ ଛାତ୍ର

କ୍ୱିଭ,୨।୩: ୟୁକ୍ରେନରେ ଆଉ ଜଣେ ଭାରତୀୟ ଛାତ୍ର ବୁଧବାର  ପ୍ରାଣ ହରାଇଛନ୍ତି। ତାଙ୍କର ମୃତ୍ୟୁ କୌଣସି ବୋମା କିମ୍ବା ମିସାଇଲ ମାଡ଼ରେ ହୋଇନାହିଁ, ବରଂ ସେ ହୃଦ୍‌ଘାତରେ ପ୍ରାଣ ହରାଇଥିବା ପ୍ରାଥମିକ ଭାବେ ସୂଚନାରୁ ଜଣାପଡ଼ିଛି। ପ୍ରାଣ ହରାଇଥିବା ଛାତ୍ର...

ଭାରତପେ’ର ବଡ଼ କାର୍ଯ୍ୟାନୁଷ୍ଠାନ: ସବୁ ପଦରୁ ବିଦା ହେଲେ ଅଶନୀର ଗ୍ରୋଭର

ନୂଆଦିଲ୍ଲୀ,୨।୩: ଦୀର୍ଘଦିନ ଧରି ଭାରତପେ’ ଏବଂ ଏହାର ପୂର୍ବତନ ନିର୍ଦ୍ଦେଶକ ଅଶନୀର ଗ୍ରୋଭରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଗ୍ରୋଭର ଇସ୍ତଫା ଦେଇଥିବା ବେଳେ ବୁଧବାର କମ୍ପାନୀ ବୋର୍ଡର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗ୍ରୋଭରଙ୍କୁ...

କେନ୍ଦ୍ରମନ୍ତ୍ରୀଙ୍କୁ ଉତ୍ତର ଦେଲେ ୟୁକ୍ରେନରେ ପ୍ରାଣ ହରାଇଥିବା ଛାତ୍ରଙ୍କ ବାପା

ନୂଆଦିଲ୍ଲୀ,୨।୩: ଭାରତୀୟ ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷାରେ ଫେଲ୍‌ ହେବା ପରେ ପଢ଼ିବାକୁ ବିଦେଶ ଯାଆନ୍ତି। ଏଭଳି ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ଉତ୍ତର ଦେଇଛନ୍ତି ୟୁକ୍ରେନର ଖାରକିଭରେ ପ୍ରାଣ ହରାଇଥିବା ଭାରତୀୟ ଛାତ୍ର ନବୀନ ଶେଖରାପ୍ପା ଜ୍ଞାନଗୌଦରଙ୍କ ବାପା।...

ବିଦେଶରେ ମେଡିକାଲ ପଢ଼ୁଥିବା ୯୦ପ୍ରତିଶତ ଛାତ୍ର ଭାରତରେ କ୍ୱାଲିଫାଏ କରିବାରେ ଅସମର୍ଥ: କେନ୍ଦ୍ରମନ୍ତ୍ରୀ

ବେଙ୍ଗାଲୁରୁ,୨।୩: ୟୁକ୍ରେନ ଓ ରୁଷିଆ ଯୁଦ୍ଧରେ ଫସି ରହିଥିବା ଭାରତୀୟ ଛାତ୍ରଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ସରକାର ଅପରେଶନ ଗଙ୍ଗା ଅନ୍ତର୍ଗତ ଅଭିଯାନକୁ ଜୋରଦାର କରିଛନ୍ତି। ୟୁକ୍ରେନରେ ଲଗାତର ଯୁଦ୍ଧ ଚାଲିଥିବା ବେଳେ ମଙ୍ଗଳବାର ଖାର୍କ୍ୱିଭ ସହରରେ ରୁଷିଆ ସୈନ୍ୟଙ୍କ...

ପରଲୋକରେ ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ

ଇନ୍ଦୋର,୨।୩: ବେଶ୍‌ ଜଣାଶୁଣା ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ ଚୌକସିଙ୍କ ପରଲୋକ ଘଟିଛି। ମଧ୍ୟପ୍ରଦେଶର ଇନ୍ଦୋରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସୂଚନା ମତାବକ ଗତ କିଛି ଦିନରୁ ସେ...

ମାର୍ଚ୍ଚ ୩ରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ହଟ୍‌ ସିଟ୍‌ରେ ଗୋରଖପୁର

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବର୍ତ୍ତମାନ ଶେଷରେ ପହଞ୍ଚିଛି। ପୂର୍ବରୁ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟରେ ମତଦାନ ହୋବାକୁ ଅଛି। ଅବଶିଷ୍ଟ ୨ଟି ପର୍ଯ୍ୟାୟରୁ ଷଷ୍ଠ ପର୍ଯ୍ୟାୟ ମତଦାନ ମାର୍ଚ୍ଚ ୩ରେ ଅନୁଷ୍ଠିତ...

ଏପ୍ରିଲ, ମେ’ରେ ଜେଇଇ ମେନ୍‌ ପରୀକ୍ଷା

ନୂଆଦିଲ୍ଲୀ,୨।୩: ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ୱିତୀୟ ଜେଇଇ ମେନ୍‌ ପରୀକ୍ଷା ଏପ୍ରିଲ, ମେ’ରେ ହେବ। ଏ ନେଇ ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ଦୁଇଟି ପଯର୍‌ୟାୟରେ ହେବ। ପ୍ରଥମ ପର୍ଯ୍ୟାୟ...

ଏୟାର ଲିଫ୍ଟରେ ସାମିଲ ହେଲା ଭାରତୀୟ ବାୟୁସେନା

ନୂଆଦିୀଲ୍ଲୀ,୨।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ‘ଅପରେସନ ଗଙ୍ଗା’କୁ ଜୋରଦାର କରିଛନ୍ତି। ଏହିକ୍ରମରେ ଭାରତୀୟ ନାଗରିକମାନଙ୍କୁ ଫେରାଇ ଆଣିବା ପାଇଁ ଆଗାମୀ ୩ ଦିନ ମଧ୍ୟରେ ୨୬ଟି ବିମାନ ଉଡ଼ାଣ ଭରିବାର କାର୍ଯ୍ୟକ୍ରମ...

ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍‌ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏ ବର୍ଷ କିଛି ସ୍ଥାନରେ ତାପମାତ୍ରା ବଢିବାକୁ ଥିବାବେଳେ...

କୋଭି୍‌ଡ ସଂକ୍ରମଣ ରୋକିବ ନିମଛେଲି

କୋଲକାତା,୨ା୩: ମହାମାରୀ କରୋନା ସଂକ୍ରମଣ ରୋକିବାରେ ନିମ ଗଛ ଛେଲିର ରସ ସହାୟକ ହେବ। କୋଲକାତାସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍‌ସ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଆଇଏସ୍‌ଇଆର୍‌) ଗବେଷଣାରେ ଏହା କୁହାଯାଇଛି। ନିମର ଔଷଧୀୟ ଗୁଣ ପାଇଁ ଶହ ଶହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri