ଜାତୀୟ

ମାର୍ଚ୍ଚ ୩ରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ହଟ୍‌ ସିଟ୍‌ରେ ଗୋରଖପୁର

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବର୍ତ୍ତମାନ ଶେଷରେ ପହଞ୍ଚିଛି। ପୂର୍ବରୁ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟରେ ମତଦାନ ହୋବାକୁ ଅଛି। ଅବଶିଷ୍ଟ ୨ଟି ପର୍ଯ୍ୟାୟରୁ ଷଷ୍ଠ ପର୍ଯ୍ୟାୟ ମତଦାନ ମାର୍ଚ୍ଚ ୩ରେ ଅନୁଷ୍ଠିତ...

ଏପ୍ରିଲ, ମେ’ରେ ଜେଇଇ ମେନ୍‌ ପରୀକ୍ଷା

ନୂଆଦିଲ୍ଲୀ,୨।୩: ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ୱିତୀୟ ଜେଇଇ ମେନ୍‌ ପରୀକ୍ଷା ଏପ୍ରିଲ, ମେ’ରେ ହେବ। ଏ ନେଇ ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ଦୁଇଟି ପଯର୍‌ୟାୟରେ ହେବ। ପ୍ରଥମ ପର୍ଯ୍ୟାୟ...

ଏୟାର ଲିଫ୍ଟରେ ସାମିଲ ହେଲା ଭାରତୀୟ ବାୟୁସେନା

ନୂଆଦିୀଲ୍ଲୀ,୨।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ‘ଅପରେସନ ଗଙ୍ଗା’କୁ ଜୋରଦାର କରିଛନ୍ତି। ଏହିକ୍ରମରେ ଭାରତୀୟ ନାଗରିକମାନଙ୍କୁ ଫେରାଇ ଆଣିବା ପାଇଁ ଆଗାମୀ ୩ ଦିନ ମଧ୍ୟରେ ୨୬ଟି ବିମାନ ଉଡ଼ାଣ ଭରିବାର କାର୍ଯ୍ୟକ୍ରମ...

ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍‌ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏ ବର୍ଷ କିଛି ସ୍ଥାନରେ ତାପମାତ୍ରା ବଢିବାକୁ ଥିବାବେଳେ...

କୋଭି୍‌ଡ ସଂକ୍ରମଣ ରୋକିବ ନିମଛେଲି

କୋଲକାତା,୨ା୩: ମହାମାରୀ କରୋନା ସଂକ୍ରମଣ ରୋକିବାରେ ନିମ ଗଛ ଛେଲିର ରସ ସହାୟକ ହେବ। କୋଲକାତାସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍‌ସ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଆଇଏସ୍‌ଇଆର୍‌) ଗବେଷଣାରେ ଏହା କୁହାଯାଇଛି। ନିମର ଔଷଧୀୟ ଗୁଣ ପାଇଁ ଶହ ଶହ...

କୋଶିୟାରୀଙ୍କ ମନ୍ତବ୍ୟକୁ ନେଇ ଆଲୋଡ଼ନ

ମୁମ୍ବାଇ, ୨ା୩: ଛତ୍ରପତି ଶିବାଜୀଙ୍କ ଗୁରୁ ଥିଲେ ସନ୍ଥ ସମର୍ଥ ରାମଦାସ। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିକଟରେ ଔରଙ୍ଗାବାଦଠାରେ ଏକ କାର୍ଯ୍ୟକ୍ରମରେ ଏହା କହିବା ପରଠାରୁ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜାତୀୟତାବାଦୀ କଂଗ୍ରେସ (ଏନ୍‌ସିପି),...

ତିନି ପାଦ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୨ା୩: ୨୦୩୦ ମସିହା ବେଳକୁ ଭାରତ ଯେଉଁ ବିକାଶ ଲକ୍ଷ୍ୟ ରଖିଥିଲା ତାହା ପୂରଣ ହେବାପରି ମନେହେଉନାହିଁ। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟସ୍‌ ଷ୍ଟେଟ୍‌ ଅଫ୍‌ ଇଣ୍ଡିଆନ୍ସ ଏନ୍‌ଭାଇରନମେଣ୍ଟ ରିପୋର୍ଟ ୨୦୨୨ରୁ ଏହା ସ୍ପଷ୍ଟ ବାରି ହୋଇପଡୁଛି। ପାକିସ୍ତାନକୁ...

ଆଜି ଫେରିବ ୭ ବିମାନ

ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍‌ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ମଙ୍ଗଳବାର ସୂଚନା ଦେଇଛନ୍ତି। ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଏୟାରଲିଫ୍ଟ...

ଫେବୃୟାରୀରେ ଜିଏସ୍‌ଟି ସଂଗ୍ରହ ୧.୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨।୩: ଭାରତର ଅର୍ଥନୀତିକୁ ସୁଦୃଢ଼ କରୁଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହର ସବିଶେଷ ସୂଚନା ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉକ୍ତ ସୂଚନା ଅନୁସାରେ ଗତ ଫେବୃୟାରୀରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ...

ୟୁକ୍ରେନ୍‌ରେ ପାଠପଢ଼ି ଭାରତରେ ଡାକ୍ତର ହେବା ନୁହେଁ ସହଜ, ପାଠପଢ଼ା ଶସ୍ତା-ସ୍ବଦେଶରେ ଚାକିରି ପାଇଁ ହିନସ୍ତା…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏନେଇ ୟୁକ୍ରେନରେ ଅଧ୍ୟୟନ କରୁଥିବା ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ କିଭଳି ଏୟାର ଲିଫ୍ଟ କରାଯିବ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।...

ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍‌ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ସ୍ଥିର ହୋଇଛି। ଆଗାମୀ ୩ ଦିନରେ ଭାରତୀୟଙ୍କ...

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri