ଜାତୀୟ

ନୋଏଡାରେ ଗ୍ୟାସ ଲିକ୍‌ ଭୟ

ନୋଏଡା,୨୫।୨: ଜାତୀୟ ରାଜଧାନୀ ନିକଟସ୍ଥ ନୋଏଡା ସହରର ବିଭିନ୍ନ ରେସିଡେନସିଆଲ ସେକ୍ଟରରେ ଗୁରୁବାର ସନ୍ଧ୍ୟାରେ ରନ୍ଧନ ଗ୍ୟାସ ଲିକ ହୋଇଯାଇଥିବା ଖବର ପ୍ରଚାରିତ ହୋଇଥିଲା। ଏଥିଯୋଗୁ ସହରରେ ଖେଳି ଯାଇଥିଲା ଭୟର ବାତାବରଣ। କିନ୍ତୁ ପାଇପ୍‌ ନ୍ୟାଚୁରାଲ ଗ୍ୟାସ (ପିଏନ୍‌ଜି)...

ଆନନ୍ଦ ସୁବ୍ରମଣ୍ୟମ ଗିରଫ

ଚେନ୍ନାଇ,୨୫।୨: ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନଏସଇ) ସ୍କାମରେ ସିବିଆଇ ଆନନ୍ଦ ସୁବ୍ରମଣ୍ୟମଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇରୁ ତାଙ୍କୁ ଗିରଫ କରାଯାଇଥିବା ଶୁକ୍ରବାର ସକାଳେ ସିବିଆଇ ଅଧିକାରୀ ସୂଚନା ଦେଇଛନ୍ତି। କିଛି ବର୍ଷ ତଳେ ଏନଏସଇରେ ହୋଇଥିବା ସ୍କାମରେ...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ପଞ୍ଚମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ, ୨୭ରେ ମତଦାନ

ଲକ୍ଷ୍ନୌ,୨୫ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହେବାକୁ ଯାଉଛି । ଏଥିପାଇଁ ମତଦାନ ୨୭ ଫେବୃୟାରୀରେ କରାଯିବ...

ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର ପୋଲିଖା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଭାରତ ପକ୍ଷରୁ...

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି ଘଟଣାରେ ଓଡ଼ିଶା ହାଇକୋର୍ଟ ନିର୍ମାଣକାରୀ ସଂସ୍ଥାକୁ ସ୍ଥାୟୀ କଳା ତାଲିକାଭୁକ୍ତ ଘୋଷଣା...

ପୋଲାଣ୍ଡ-ହଙ୍ଗେରୀ ରାସ୍ତା ଦେଇ ଆସିବେ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୪।୨: ରୁଷିଆ ୟୁକ୍ରେନ ଲଢ଼େଇ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଦେଇଛି। ୟୁକ୍ରେନ ସଙ୍କଟକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ଏକ ଖବରଦାତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ନାଗରିକଙ୍କୁ ସେଠାରୁ ସୁରକ୍ଷିତ ବାହାର କରିବା ସରକାରଙ୍କ ସବୁଠାରୁ...

ପୁଟିନ୍‌ଙ୍କ ସହ ୨୫ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ ରାଷ୍ଟ୍ରପତି ବିଭିନ୍ନ ଦେଶର ସହଯୋଗ ଲୋଡିଛନ୍ତି। ଇତିମଧ୍ୟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଫୋନ୍‌ରେ...

‘ସରକାର ସବୁ ଜାଣି ଛାତ୍ରୀଛାତ୍ରଙ୍କୁ କାହିଁକି ଆଣିଲେ ନାହିଁ’

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ୍‌ରେ ଫସିଥିବା ୨୦ ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ବେଳ ଥାଉ ଥାଉ କାହିଁକି ଉଦ୍ଧାର କରି ଅଣାଗଲା ନାହିଁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କୁ ବିରୋଧୀ କଂଗ୍ରେସ ପ୍ରଶ୍ନ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍‌ କରି...

ବାହାରିବ କି ସମାଧାନର ବାଟ: ପୁଟିନ୍‌ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଭୟାବହ ଯୁଦ୍ଧ ଜାରି ରହିଛି। ୟୁକ୍ରେନ୍‌ର ଅନେକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଅନେକ ଯବାନ ଓ ନାଗରିକଙ୍କ ମୃତ୍ୟୁ ହୋଇଛି ବୋଲି ଦାବି କରାଯାଉଛି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର...

ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ

କୋଲକାତା,୨୪।୨: ପଶ୍ଚିମବଙ୍ଗରେ ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ। ଏହାକୁ ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ। ହେଲେ କଥାଟି ହେଉଛି ଏଭଳି, କେବଳ ଟାଇପିଂ ତ୍ରୁଟି ଯୋଗୁ ବିଧାନସଭା ଅଧିବେଶନ ରାତି ୨ଟାରେ ଆରମ୍ଭ ହେବ ବୋଲି ଏକ...

ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି, ବଦଳିବନି ନାଁ , ଘୁଞ୍ଚିବନି ରିଲିଜ୍‌ ତାରିଖ

ନୂଆଦିଲ୍ଲୀ,୨୪।୨: ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି। ଲାଗି ରହିଥିବା ବିବାଦ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି ସର୍ବୋଚ୍ଚ ଅଦାଲତ। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଫିଲ୍ମଟି ଆସନ୍ତା ୨୫ ଅର୍ଥାତ୍‌ କାଲି ରିଲିଜ୍‌ ହେବା ନେଇ ପୂର୍ବରୁ...

ୟୁକ୍ରେନ-ରୁଷିଆ ବିବାଦ ଉପରେ ପ୍ରତିକ୍ରିୟା ରଖିଲେ ରାଜନାଥ ସିଂହ

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ-ରୁଷ ବିବାଦକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ୟୁକ୍ରେନରେ ଫସି ରହିଥିବା ଛାତ୍ରଙ୍କୁ ନେଇ ସେ ନିଜର ବୟାନ ରଖିଛନ୍ତି। ସେ କହିଛନ୍ତି, ପୂର୍ବରୁ କେନ୍ଦ୍ର ସରକାର ଆଡଭାଇଜରୀ ଜାରି କରିସାରିଛନ୍ତି। କେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri