ଜାତୀୟ

ଆହୁରି କିଛିଦିନ ଥରାଇବ ଜାଡ଼

ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ ।...

ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ...

ବଜ୍ରପାତରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧(ପି.ଟି.): ବର୍ଷ ୨୦୨୧ରେ ବନ୍ୟା, ସାମୁଦ୍ରିକ ବାତ୍ୟା, ପ୍ରବଳ ବର୍ଷା, ଭୂସ୍ଖଳନ, ବଜ୍ରପାତ ଆଦି ଭୀଷଣ ପାଗ ଯୋଗୁ ୧,୭୫୦ ଲୋକଙ୍କ ଜୀବନ ଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୩୫୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହା ପଛକୁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ...

ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା

ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ ଦିଲ୍ଲୀର କ୍ୟାଣ୍ଟ ସ୍ଥିତ କରିଅପ୍ପା ଗ୍ରାଉଣ୍ଡରେ ଅନୁଷ୍ଠିତ ପରେଡରେ ସଲାମି ନେବେ ।...

ଅଲୱର ନାବାଳିକା ମାମଲାର ନୂଆ ମୋଡ: ଭିନ୍ନ କଥା କହୁଛି ମେଡିକାଲ ବୋର୍ଡ ଯାଞ୍ଚ ରିପୋର୍ଟ

ଅଲୱର,୧୫ ।୧: ରାଜସ୍ଥାନର ଅଲୱରରେ ମାନସିକ ବିକାର ଗ୍ରସ୍ତ ଜଣେ ନାବାଳିକାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯିବା ପରେ ଅନୁମାନ କରାଯାଉଥିଲା କି ସେ ବଳାତ୍କାରର ଶିକାର ହୋଇଛନ୍ତି । ହେଲେ ଶୁକ୍ରବାର ପୋଲିସ କହିଛି ଏହି ମାମଲାରେ ମେଡିକାଲ...

ଜାଲିକାଟୁ ପ୍ରତିଯୋଗୀତା ସମୟରେ ଜଣଙ୍କର ମୃତ୍ୟୁ, ୮୦ ଆହତ

ମଦୁରାଇ,୧୫ ।୧: ତାମିଲନାଡୁ ମଦୁରାଇର ଅଭନିୟାପୁରମରେ ଅନୁଷ୍ଠିତ ହୋଇଥିବା ଜାଲିକାଟୁ ପ୍ରତିଯୋଗୀତାରେ ଶୁକ୍ରବାର ଜଣଙ୍କର ମୃତ୍ୟୁ ହେବା ସହ ୮୦ ଆହତ ହୋଇଥିବା ସୂଚନା ମିଳିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆହତଙ୍କ ମଧ୍ୟରେ...

ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା

ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍ ଇନକ୍ୱାରି’ ତା’ର ପ୍ରାରମ୍ଭିକ ରିପୋର୍ଟ ଶୁକ୍ରବାର ପ୍ରଦାନ କରିଛି । ତେବେ ହେଲିକପ୍ଟରରେ...

ସ୍ୱାମୀ ପ୍ରସାଦ ମୌର୍ଯ୍ୟ-ଅଖିଳେଶଙ୍କ ଭର୍ଚୁଆଲ ରାଲିରେ ଲୋକେ ମାନିଲେନି କରୋନା ନିୟମ: ଡିଏମ୍‌ଙ୍କ ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୧୪ ।୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନକୁ ନେଇ ଏବେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । କାରଣ ଗୋଟିଏପଟେ ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବା ବେଳେ ଅନ୍ୟପଟେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ର କେତେଜଣ ଅସନ୍ତୁଷ୍ଟ ନେତା...

ଦାବୋସ ଏଜେଣ୍ଡା ଶିଖର ସମ୍ମିଳନୀର ପ୍ରଥମ ଦିନରେ ଉଦ୍‌ବୋଧନ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ ।୧: ବିଶ୍ୱ ଆର୍ଥିକ ମଞ୍ଚ ବା ୱାର୍ଲଡ ଇକୋନମିକ ଫୋରମ(ଡବ୍ଲୁଇଏଫ୍‌)ର ଅନଲାଇନ ଆୟୋଜିତ ହେବାକୁ ଯାଉଥିବା ଦାବୋସ ଏଜେଣ୍ଡା ଶିଖର ସମ୍ମିଳନୀର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ୫ ଦିବସୀୟ...

ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ୫୦ ବିଦ୍ୟାର୍ଥୀ କରୋନା ପଜିଟିଭ, ସମସ୍ତ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୪ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଯାଇଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଯାଇଛି । ଗୁରୁବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ...

ସାଇକେଲ ଧରିବା ପରେ ଯୋଗୀଙ୍କୁ ଟାର୍ଗେଟ

ଲକ୍ଷ୍ନୌ,୧୪।୧: ଶେଷରେ ଅଖିଳେଶଙ୍କ ସାଇକେଲ ଧରିଛନ୍ତି ଯୋଗୀ ସରକାରଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ସ୍ବାମୀ ପ୍ରସାଦ ମୌଯ୍ୟ । ସେ ଏକା ନୁହନ୍ତି ତାଙ୍କ ସହ ଭାଜପାର ୬ ବିଧାୟକ ସମାଜବାଦୀ ପାର୍ଟିରେ ଶୁକ୍ରବାର ସାମିଲ ହୋଇଛନ୍ତି । ଅନୁଷ୍ଠିତ...

କେନ୍ଦ୍ର ମନ୍ତ୍ରୀ ଗିରିରାଜ କରୋନା ସଂକ୍ରମିତ, ନିଜକୁ କଲେ ଆଇସୋଲେଟ

ନୂଆଦିଲ୍ଲୀ,୧୪।୧: କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ମନ୍ତ୍ରୀ ଗିରିରାଜ ଶୁକ୍ରବାର ଟୁଇଟ କରି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ଗିରିରାଜଙ୍କ ସାମାନ୍ୟ ଲକ୍ଷଣ ଦେଖା ଦେବା ସହ ଅସୁସ୍ଥ ଅନୁଭବ କରିଥିଲେ। ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri