ଜାତୀୟ

ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୬୩...

କରୋନା ଆକ୍ରାନ୍ତଙ୍କୁ ୭ ଦିନ ଛୁଟି: କଟିବନି ଦରମା

ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଯୋଗୀ ସରକାର ଏକ ନୂତନ କରୋନା ଗାଇଡଲାଇନ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱାରା ଜାରି କରାଯାଇଥିବା କରୋନା ଗାଇଡଲାଇନ ଅନୁଯାୟୀ ଯଦି କୌଣସି ଘରୋଇ କାର୍ଯ୍ୟାଳୟର କର୍ମଚାରୀ...

ସାମାନ୍ୟ ଲକ୍ଷଣ ଥିବା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ଟେଷ୍ଟିଂର ଆବଶ୍ୟକତା ନାହିଁ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୧ ।୧: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । କିଛି ରାଜ୍ୟରେ ସ୍ଥିତି ଅଣାୟତ୍ତ ହେବାରୁ କିଛି କଟକଣା ଲାଗୁ କରାଯାଇଛି । ଇତିମଧ୍ୟରେ କେନ୍ଦ୍ର ସରକାର କୋଭିଡ ଟେଷ୍ଟିଂକୁ ନେଇ ଏକ ବଡ...

ଦୁଇଗୁଣ ହେବ ହସ୍ପିଟାଲାଇଜେଶନ

ନୂଆଦିଲ୍ଲୀ,୧୧।୧(ପି.ଟି.):ଦେଶରେ କୋଭିଡ୍‌ ସଂକ୍ରମଣ ଯେଉଁ ହାରରେ ବଢ଼ୁଛି ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ୨ଗୁଣ ଆକ୍ରାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇପାରନ୍ତି ବୋଲି କେନ୍ଦ୍ର ସରକାର ସତର୍କ କରାଇଛନ୍ତି। ଦ୍ୱିତୀୟ ଲହରର ପ୍ରତି ୧୦୦ ଡେଲ୍ଟା ମାମଲା ସ୍ଥାନରେ ୪୦୦ରୁ...

ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ,୧୧।୧: ଏବେ ଦେଶରେ କରୋନା ମାମଲା ବଢି ବଢି ଚାଲିଛି। କରୋନା ଦ୍ୱାରା ଅନେକ ନେତା ମଧ୍ୟ ଆକ୍ରାନ୍ତ ହେଉଛନ୍ତି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରେ ଏବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ କରୋନାରେ...

ରାଜଧାନୀରେ ୧୨୦୦ ଡାକ୍ତର, ୭୦୦ ନର୍ସ, ୪୦୦ ପାରାମେଡିକାଲ ଷ୍ଟାଫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୧ ।୧: କରୋନା ସଂକ୍ରମଣ ମଧ୍ୟରେ ଦିଲ୍ଲୀର ହସ୍ପିଟାଲ ଗୁଡିକ ଅଡୁଆରେ ପଡିଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୪୦ରୁ ଅଧିକ ସରକାରୀ ହସ୍ପିଟାଲ ଥିବା ବେଳେ ଏଥିମଧ୍ୟରୁ ୧୭ ହସ୍ପିଟାଲରେ ୨ ହଜାରରୁ ଅଧିକ ସ୍ୱାସ୍ଥ୍ୟକର୍ମୀ...

ତାମିଲନାଡ଼ୁରେ ‘ଜାଲ୍ଲିକାଟ୍ଟୁ’କୁ ଅନୁମତି

ଚେନ୍ନାଇ, ୧୧ା୧:କୋଭିଡ୍‌ ସଂକ୍ରମଣ ବୃଦ୍ଧି ମଧ୍ୟରେ ତାମିଲନାଡ଼ୁ ସରକାର ସୋମବାର ଜାଲ୍ଲିକାଟ୍ଟୁ (ଷଣ୍ଢକୁ କାବୁ କରିବା ପ୍ରତିଯୋଗିତା)କୁ ଅନୁମତି ଦେଇଛନ୍ତି। ପ୍ରତିବର୍ଷ ଜାନୁୟାରୀରେ ପୋଙ୍ଗଲ ସମୟରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥାଏ। କରୋନା ଗାଇଡ୍‌ଲାଇନ ମଧ୍ୟରେ ଜାଲ୍ଲିକାଟ୍ଟୁ ଆୟୋଜନ ପାଇଁ...

ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ ଡୋଜ ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମଦିନ ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟକର୍ମୀଙ୍କ...

‘ଯୋଗୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ, ଯଦି …’

ଲକ୍ଷ୍ନୌ,୧୦।୧: ଯୋଗୀ ଆଦିତ୍ୟନାଥ ଆଗାମୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ, ଯଦି ଏଥର ଜିତି ଯାଆନ୍ତି। ଉତ୍ତରପ୍ରଦେଶ ନିର୍ବାଚନ ପୂର୍ବରୁ ଜାତୀୟ ଗଣମାଧ୍ୟମ ଚ୍ୟାନେଲ ‘ଆଜ ତକ’ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ। ଯଦି...

ଅମରିନ୍ଦରଙ୍କ ଦଳକୁ ମିଳିଲା ହକି ଷ୍ଟିକ୍‌ ଓ ବଲ୍‌ ଚିହ୍ନ

ନୂଆଦିଲ୍ଲୀ,୧୦।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନୂଆ ଦଳ ପଞ୍ଜାବ ଲୋକ କଂଗ୍ରେସକୁ ହକି ଷ୍ଟିକ୍‌ ଓ ବଲ୍‌ ନିର୍ବାଚନୀ ଚିହ୍ନ ମିଳିଛି। ହକି ଭାରତୀ ଜାତୀୟ କ୍ରୀଡ଼ା ହୋଇଥିବା ବେଳେ ପଞ୍ଜାବର ଗ୍ରାମଞ୍ଚଳରେ ଏହା ବେଶ୍‌ ଲୋକପ୍ରିୟ।...

ୟୁପି ନିର୍ବାଚନ ଫଳାଫଳ ଚକିତ କରିପାରେ

ଭୋପାଳ,୧୦।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ବେଶ୍‌ ଚକିତ କରିପାରେ। ଏହା ପଛରେ କାରଣ ଭାଜପା ସରକାର ପ୍ରତି ଥିବା ଲୋକମାନଙ୍କ ଅସନ୍ତୋଷ ଏବଂ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜାରି ରଖିଥିବା ପ୍ରଚାର ଅଭିଯାନ।...

ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବ୍ରିଜ୍‌ର ଉଦ୍‌ଘାଟନ କଲେ ମନ୍ତ୍ରୀ

ଶାହାଜାହାନପୁର,୧୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଜଣେ ମନ୍ତ୍ରୀ ଗାରା ନଦୀରେ ନିର୍ମାଣାଧୀନ ଏକ ପୋଲକୁ ଅସମ୍ପୂର୍ଣ୍ଣ ଅବସ୍ଥାରେ ଉଦ୍‌ଘାଟନ କରିଛନ୍ତି। ନିର୍ବାଚନ ପୂର୍ବରୁ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ବ୍ରିଜ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri