ଜାତୀୟ

ପ୍ରଧାନମନ୍ତ୍ରୀ ପୂରା ଦେଶର, ଏଥିପାଇଁ ଚିନ୍ତିତ ଥିଲି:ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୧: ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ରାଜନୀତି ଥମିବାର ନାଁ ନେଉନାହିଁ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ସୂଚନା ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନି ପ୍ରିୟଙ୍କାଙ୍କ ସହ ଶେୟାର କରିଥିଲେ। ଏହା ଉପରେ ଭାଜପା...

୧୦୦୦ ପୋଲିସ କର୍ମଚାରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦ା୧: ରାଜଧାନୀ ଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସୋମବାର ଦିଲ୍ଲୀ ପୋଲିସର ପ୍ରାୟ ୧୦୦୦ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହି ପୋଲିସ କର୍ମଚାରୀଙ୍କ ମଧ୍ୟରେ ଲୋକ ସମ୍ପର୍କ ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳ...

କାଶୀ ମନ୍ଦିର କର୍ମଚାରୀଙ୍କ ପାଇଁ ୧୦୦ ଯୋଡ଼ା ଜୋତା ପଠାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୦।୧ : କାଶୀର ମନ୍ଦିର କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦୦ ଯୋଡ଼ା ଜୋତା ପଠାଇଛନ୍ତି। ଏଭଳି କରି ପ୍ରଧାନମନ୍ତ୍ରୀ ପୁଣି ଥରେ ହୃଦୟ ଜିଣିବା କାମ କରିଛନ୍ତି। କାଶୀକୁ ସ୍ବଚ୍ଛ ରଖୁଥିବା କର୍ମୀଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଗଠନ ହେବ ଯାଞ୍ଚ୍‌ କମିଟି…

ନୂଆଦିଲ୍ଲୀ, ୧୦।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ଅବହେଳା ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ଏକ ଯାଞ୍ଚ କମିଟି ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏହି...

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ପାଣାଜୀ,୧୦।୧: ଗୋଆ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବିଧାୟକ ମାଇକେଲ ଲୋବୋ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ପଦ ସହିତ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି।...

୨୦୨୪ର ସେମିଫାଇନାଲ, ଭାଜପା-କଂଗ୍ରେସର ଭବିଷ୍ୟତ ନିର୍ଣ୍ଣୟ କରିବ ୫ ରାଜ୍ୟର ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୧୦।୧ : ଦେଶରେ ୫ଟି ରାଜ୍ୟରେ ବିିଧାନସଭା ନିର୍ବାଚନ ହୋବକୁ ଯାଉଛି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଏହାକୁ ସେମିଫାଇନାଲ୍‌ ଭାବେ ରାଜନୈତିକ ସମୀକ୍ଷକ ବିଚାର କରୁଛନ୍ତି। ଦେଶର ମୋଟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଏହି...

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଲା…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୩୩...

୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଦୈନିକ ସଂକ୍ରମଣ ୨ ଳକ୍ଷ...

ପ୍ରତି ସପ୍ତାହରେ ୬ ଗୁଣାରୁ ଅଧିକ ବେଗରେ ବୃଦ୍ଧି ପାଉଛି ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଗତ ଏକ ସପ୍ତାହ ମଧ୍ୟରେ ଭାରତରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ସପ୍ତାହ ପିଛା ସଂକ୍ରମଣ ୬ ଗୁଣାରୁ ଅଧିକ ବେଗରେ ବଢୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ବିଶ୍ୱସ୍ବାସ୍ଥ୍ୟ...

ମହାରାଷ୍ଟ୍ରରେ ୧୧୪ କରୋନା ଯୋଦ୍ଧା ପଜିଟିଭ

ମୁମ୍ବାଇ,୧୦ ।୧: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବେକାବୁ ହେବାରେ ଲାଗିଛି । ଏଠାରେ ଗୋଟିଏ ଦିନରେ ୪୪ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେବା ପରେ ସାରା ଦେଶବାସୀଙ୍କ ମନରେ ଛନକା ପସିଯାଇଛି । ମିଳିଥିବା ସୂଚନା...

ରେଲଓ୍ବେ ଟ୍ରାକ୍‌-ଏନ୍‌ଏଚ୍‌ ପାର୍ଶ୍ୱରେ ନିର୍ମିତ ହେବ ହେଲିପ୍ୟାଡ୍‌…

ନୂଆଦିଲ୍ଲୀ, ୧୦।୧ : ଆହତମାନଙ୍କୁ ତୁରନ୍ତ ହେଲିକପ୍ଟର ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ନିଆଯିବା ଯୋଜନା ଅନ୍ତର୍ଗତ ରେଲଓ୍ବେ ଟ୍ରାକ ଏବଂ ଜାତୀୟ ରାଜପଥ(ଏନ୍‌ଏଚ୍‌) ପାର୍ଶ୍ୱରେ ହେଲିପ୍ୟାଡ ନିର୍ମାଣ କରାଯିବ। ଏହି ପରିପ୍ରେକ୍ଷୀରେ, ରେଲଓ୍ବେ ଏବଂ ରାଜପଥ ପ୍ରକଳ୍ପର ଡିପିଆରରେ ହେଲିପ୍ୟାଡ...

ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ହେବ ଭୁଲ, ସଂକ୍ରମିତଙ୍କ ନିକଟରେ ଦେଖାଦେଲାଣି ଓମିକ୍ରନ୍ ସହ ଡେଲ୍ଟା ଭାରିଏଣ୍ଟ

ନୂଆଦିଲ୍ଲୀ,୧୦ ।୧: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟର ଗତିବିଧି ଉପରେ ଦିଲ୍ଲୀ ଡାକ୍ତରମାନେ ଅଧ୍ୟୟନ କରି କିଛି ନୂଆ ତଥ୍ୟ ହାସଲ କରିଛନ୍ତି । ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri