ଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ସୋନୁଙ୍କ ବଡ ପଦକ୍ଷେପ

ନୂଆଦିଲ୍ଲୀ: ଅଭିନେତା ସୋନୁ ସୁଦ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ପଦକ୍ଷେପ ନେଇଛନ୍ତି। ସେ ପଞ୍ଜାବ ଷ୍ଟେଟ ଆଇକନ ପଦରୁ ନିଜେ ଓହରି ଯାଇଛନ୍ତି। ଏ ସମ୍ପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏସ କରୁଣା ରାଜୁ ସୂଚନା...

୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୮।୧: ଦେଶରେ ଉପରମୁହାଁ ହୋଇଛି କରୋନା ମିଟର। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୪୧ ହଜାର ୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ସଂଖ୍ୟା ୨୧ ପ୍ରତିଶତ ବୃଦ୍ଧି ପାଇଛି । ଗତକାଲି ୧ ଲକ୍ଷ ୧୭...

ଫେବୃୟାରୀରେ ଶୀର୍ଷ ଛୁଇଁବ କରୋନା: ଦୈନିକ ଚିହ୍ନଟ ହେବେ ୮ ଲକ୍ଷରୁ ଊର୍ଦ୍ଧ୍ୱ

କାନପୁର,୮ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ଯାଇଛି । ଆସନ୍ତା ଫେବୃୟାରୀରେ ଏହା ଶୀର୍ଷରେ ପହଞ୍ଚିବ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ସେତେବେଳକୁ ଦୈନିକ ସଂକ୍ରମଣ ୮ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ...

ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ ସମସ୍ୟା ସୃଷ୍ଟ କରିବାକୁ ଯାଉଛି । ଗଙ୍ଗା ସାଗର ମେଳାରେ ୪ ସାଧୁ...

‘ଟେକ୍‌ ଫଗ୍‌’ ଗୁପ୍ତ ଆପ୍‌ ବ୍ୟବହାର କରୁଛି ଭାଜପା’

ନୂଆଦିଲ୍ଲୀ,୮ା୧: ଭାଜପା ଆଇଟି ସେଲ୍‌ ଟେଣ୍ଡ୍‌ସରେ ଜାଲିଆତି କରି କେତେକ ଅଚଳ ହ୍ବାଟ୍ସଆପ୍‌ ଆକାଉଣ୍ଟ ଜରିଆରେ ମେସେଜ ପଠାଉଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇବା ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରାଏନ୍‌ ଏହା ଉପରେ ପ୍ରଶ୍ନ...

୧୫-୧୮ ବର୍ଷ ବୟସର କିଶୋରଙ୍କୁ ଦିଆଯାଉ କେବଳ କୋଭାକ୍ସିନ: ଭାରତ ବାୟୋଟେକ

ହାଇଦ୍ରାବାଦ,୮ ।୧: ହାଇଦ୍ରାବାଦର ଭ୍ୟାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ ଶୁକ୍ରବାର କହିଥିଲା କି ଦେଖାଯାଉଛି ୧୫-୧୮ ବର୍ଷ ବୟସର କିଶୋରଙ୍କୁ କୋଭାକ୍ସିନ ବ୍ୟତୀତ କରୋନାର ଅନ୍ୟ ଟିକା ଦିଆଯାଉଛି । ସେଥିପାଇଁ ଭାରତ ବାୟୋଟେକ ହେଲ୍‌ଥ କେୟାର ୱାର୍କର୍ସଙ୍କୁ...

ଲକଡାଉନ୍ ଭୟ, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ,୮ ।୧: ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ବିଶେଷଜ୍ଞଙ୍କ ମତ ଜାନୁୟାରୀ ଶେଷ ସୁଦ୍ଧା ଏହା ଶୀର୍ଷ ଛୁଇଁବ । ଏପଟେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି: ୧୫୦ ଜଣଙ୍କ ନାଁରେ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୮ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ପୋଲିସ ଆଇପିସି ଧାରା ୨୮୩ ଅନୁଯାୟୀ ୧୫୦ ଜଣ ଅଜ୍ଞାତ ଲୋକଙ୍କ ବିରୋଧରେ ଏଫ୍‌ଆଇଆର୍ ଦାଖଲ କରିଛି । କୁଲଗଡି ଥାନାରେ ଏହା ଦାଖଲ କରାଯାଇଥିବା ସୂଚନା...

ବର୍ଷ ଆରମ୍ଭରୁ କଶ୍ମୀରରେ ନିହତ ହେଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର,୮।୧: ନୂଆବର୍ଷ ୨୦୨୨ର ପ୍ରଥମ ସପ୍ତାହରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୧୧ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜୈଶ ଆତଙ୍କବାଦୀ ଅଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୬ ଜଣ ବିଦେଶୀ ଆତଙ୍କବାଦୀ ବୋଲି...

‘ଗଙ୍ଗା ଘାଟଠୁ ଦୂରେଇ ରୁହନ୍ତୁ ଅଣହିନ୍ଦୁ’

ବାରଣାସୀ,୭।୧: ଅଣହିନ୍ଦୁଙ୍କୁ ଗଙ୍ଗା ଘାଟ ଓ ମନ୍ଦିରଠାରୁ ଦୂରେଇ ରହିବାକୁ ବାରଣାସୀରେ ପୋଷ୍ଟର ଲଗାଯାଇଛି। ଏଭଳି ପୋଷ୍ଟର ଦକ୍ଷିଣ ପନ୍ଥୀ ଗୋଷ୍ଠୀ ପକ୍ଷରୁ ବିଭିନ୍ନ ସ୍ଥାନରେ ଲଗାଯାଇଥିବା କହିଛି ପୋଲିସ। “କାଶୀରେ ମା’ ଗଙ୍ଗା ଘାଟ ଓ ମନ୍ଦିର ସନାତନ...

ଦେଶରେ ୧୫୦ କୋଟି ଟପିଲା ଟିକାକରଣ

ନୂଆଦିଲ୍ଲୀ,୭।୧: ଭାରତରେ କୋଭିଡ୍‌ ଟିକାକରଣ ଶୁକ୍ରବାର ୧୫୦ କୋଟି ଡୋଜ୍‌ ଅତିକ୍ରମ କରିଛି। ଏହା ଏକ ଐତିହାସିକ ସଫଳତା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କୋଲକାତାରେ ଚିତ୍ତରଞ୍ଜନ ନ୍ୟାଶନାଲ କ୍ୟାନସର ଇନ୍‌ଷ୍ଟିଚ୍ୟୁଟ୍‌ (ସିଏନ୍‌ସିଆଇ)ର ଦ୍ୱିତୀୟ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବା...

୬ ପୋଲିସ ଅଧିକାରୀଙ୍କ ନାଁରେ ହତ୍ୟା ମାମଲା

ଲକ୍ଷ୍ନୌ,୭।୧: କାନପୁର ବ୍ୟବସାୟୀ ମନୀଷ ଗୁପ୍ତାଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ୬ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇଛି। ଗତବର୍ଷ ସେପ୍ଟେମ୍ବରରେ ବ୍ୟବସାୟୀଙ୍କ ହତ୍ୟା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ବିରୋଧରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri