ଜାତୀୟ

୧୦ରେ ଓଡ଼ିଶା-ଆନ୍ଧ୍ରପ୍ରଦେଶ ପ୍ରଶାସନିକ ସ୍ତରରେ ଆଲୋଚନା

ନୂଆଦିଲ୍ଲୀ,୭।୧: କୋଟିଆ ବିବାଦ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା ସହ ଏହାର ସମାଧାନ ନିମନ୍ତେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଆସନ୍ତା ୧୦ ତାରିଖରେ ଆଲୋଚନା କରିବେ। ଏନେଇ ଗୁରୁବାର ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ବରିଷ୍ଠ...

ସୁରକ୍ଷାକର୍ମୀଙ୍କୁ ବଡସଫଳା: ୩ ଆତଙ୍କବାଦୀ ନିହତ

ଜମ୍ମୁ,୭ ।୧: କଶ୍ମୀର ବଡଗାମର ଜୋଲୱା କ୍ରାଲପୋରା ଛାଦୋରା ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି କଶ୍ମୀର ଆଇଜିପି ସୂଚନା ଦେଇଛନ୍ତି । ସେମାନଙ୍କ ନିକଟରୁ ବହୁ ପରିମାଣରେ...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି: ଛୁରି ଧରି ମଞ୍ଚ ଉପରକୁ ଚଢିଲେ ଯୁବକ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖିବାକୁ ମିଳିଛି। ଉଧମ ସିଂ ନଗରର କାଶୀପୁରରେ ତାଙ୍କ ସାଧାରଣ ସଭାରେ ଜଣେ ଯୁବକ ହାତରେ ଛୁରି ଧରି...

ତିହାରରେ ତାଣ୍ଡବ: ନିଜକୁ ଆହତ କଲେ ୫ କଏଦୀ

ନୂଆଦିଲ୍ଲୀ,୭ ।୧: ତିହାରର ୩ ନମ୍ବର ଜେଲରେ ୫ ଜଣ କଏଦୀ ମୁଣ୍ଡ ବାଡେଇ ଲହୁ ଲୁହାଣ ହୋଇଥିବା ଜଣାପଡିଛି । ସିସି ଟିଭି କ୍ୟାମେରାରେ କଏଦୀଙ୍କର ଏହି କାଣ୍ଡ ଦେଖିବା ପରେ ତୁରନ୍ତ ଜେଲ କର୍ମଚାରୀ ସେଠାରେ ପହଞ୍ଚି...

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍‌ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍‌ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ...

୨୦୨୨ ନିର୍ବାଚନ: ଗୋଟିଏ ବୁଥରେ ସର୍ବାଧିକ ୧୨୫୦ଜଣ କରିପାରିବେ ମତଦାନ

ନୂଆଦିଲ୍ଲୀ,୭ ।୧: ଦେଶରେ କରୋନା ମହାମାରୀର ପ୍ରକୋପକୁ ଦେଖି ଦେଶରେ ୫ ରାଜ୍ୟରେ ହେବାକୁ ଯାଉଥିବା ନିର୍ବାଚନକୁ ଶୀଘ୍ର ଶେଷ କରିବାକୁ ନିର୍ବାଚନ କମିଶନ ଚିନ୍ତା କରୁଛନ୍ତି । ଏହାକୁ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।...

ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା: ଲୋକ ସଭା ପ୍ରାର୍ଥୀ ୯୫ ଲକ୍ଷ, ବିଧାନସଭା ପ୍ରାର୍ଥୀ ୪୦ ଲକ୍ଷ ଯାଏ ବ୍ୟୟ କରିପାରିବେ

ନୂଆଦିଲ୍ଲୀ,୭ା୧: ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି...

ଅନୁକମ୍ପା ପାଇଁ ମୋଦିଙ୍କ ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୭୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବ ଜନସାଧାରଣଙ୍କ ଅନୁକମ୍ପା ହାସଲ ପାଇଁ ‘ସୁରକ୍ଷାରେ ତ୍ରୁଟି’ ଷ୍ଟଣ୍ଟ୍‌ ଆପଣାଇଥିବା କୃଷକ ନେତା ରାକେଶ ଟିକାଏତ୍‌ ଗୁରୁବାର ସମାଲୋଚନା କରିଛନ୍ତି। ଭାରତୀୟ କିଷାନ ୟୁନିୟନ୍‌ (ବିକେୟୁ) ମୁଖପାତ୍ର ଟିକାଏତ୍‌ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ପଞ୍ଜାବକୁ...

ମହିଳାଙ୍କ କେଶ କାଟିବା ସମୟରେ ପାଣି ବଦଳରେ ଛେପ ପକାଇ ଫସିଲେ ହେୟାର ଷ୍ଟାଇଲିଷ୍ଟ

ନୂଆଦିଲ୍ଲୀ,୭ ।୧: ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ହେୟାର ଷ୍ଟାଇଲିଷ୍ଟ ଜାୱେଦ ହବିବଙ୍କର ଏକ ଭିଡିଓ । ଏଥିରେ ସେ ଜଣେ ମହିଳାଙ୍କ କେଶ କାଟୁଥିବା ନଜର ଆସିଛି । ଭିଡିଓରେ ପ୍ରଥମେ ଦେଖିବାକୁ ମିଳିଛି ଜାୱେଦ ମହିଳାଙ୍କ...

ମୋଦିଙ୍କ ଦୀର୍ଘ ଜୀବନ କାମନା କରି ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ବିଧାୟକ

ଇନ୍ଦୋର,୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତରୁ ଫେରିଆସିବା ଘଟଣାକୁ ନେଇ ଦେଶର ପ୍ରାୟ ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆକ୍ରୋଶ ଥିବା ନଜର ଆସିଛି । ସେମାନେ ଏଥିପାଇଁ ପଞ୍ଜାବ ସରକାରଙ୍କ ଢିଲା ସୁରକ୍ଷା ବ୍ୟବସ୍ଥାକୁ...

ଗିରଫ ହେଲେ ‘ବୁଲ୍ଲି ବାଈ’ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଗୁଆହାଟୀ, ୭ା୧: ଜଣାଶୁଣା ତଥା ସମାଜରେ ପରିଚିତ ମୁସଲମାନ ମହିଳାଙ୍କ ଫଟୋ ବୁଲ୍ଲି ବାଈ ଆପ୍‌ରେ ଛାଡ଼ି ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ପୋଲିସ ଗୁରୁବାର ଏହାର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। ଆସାମର ଜୋରାହାଟରୁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri