ଜାତୀୟ

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ...

‘ମୋଦି ଜିନ୍ଦାବାଦ’ କହିବା ପରେ ମନ୍ତ୍ରୀଙ୍କୁ ଛାଡ଼ିଲେ

ନୂଆଦିଲ୍ଲୀ,୬।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଫ୍ଲାଏଓଭରରେ ଫସିବାକୁ ନେଇ ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିବା ବେଳେ ପଞ୍ଜାବର ଜଣେ ମନ୍ତ୍ରୀଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଭାଜପା କର୍ମୀଙ୍କ ମଧ୍ୟରେ ଘେରି ହୋଇ ‘ମୋଦି...

ନିର୍ବାଚନ ପୂର୍ବରୁ ବଢ଼ିଲା ଖର୍ଚ୍ଚ ସୀମା

ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି...

ପ୍ରଧାନମନ୍ତ୍ରୀ ଲୋକ ପଠାଇଥିଲେ ଆମେ ଉଠି ଯାଇଥାନ୍ତୁ

ଚଣ୍ଡିଗଡ଼,୬।୧: ପ୍ରଧାନମନ୍ତ୍ରୀ ସେହି ବାଟ ଦେଇ ଯିବେ ଆମକୁ ଜଣା ନ ଥିଲା। ଏ ସମ୍ପର୍କରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ସେମାନଙ୍କ କଥା ଉପରେ ଆମକୁ ବିଶ୍ୱାସ ହେଲା ନାହିଁ। ଆମକୁ ଉଠିବା ପାଇଁ ପ୍ରଧାନମନ୍ତ୍ରୀ କାହାକୁ...

ଭାରତରେ ରାମରାଜ୍ୟ ପ୍ରତିଷ୍ଠା କରିବା ଭାଜପାର ଲକ୍ଷ୍ୟ: ଗଡ଼କରୀ

ଲକ୍ଷ୍ନୌ,୬।୧: ଭଗବାନ ରାମ ଦେଶର ସାଂସ୍କୃତିକ ଐତିହ୍ୟର ପ୍ରତୀକ। ଭାରତରେ ରାମ ରାଜ୍ୟ ପ୍ରତିଷ୍ଠା କରିବା ଭାଜପାର ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ। ଗୁରୁବାର କୌଶାମ୍ବି ଜିଲାର ଚେଲ ତହସିଲର...

ପାଙ୍ଗଓଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣକୁ ଭାରତର ବିରୋଧ

ନୂଆଦିଲ୍ଲୀ,୬।୧: ଲଦାଖ ପୂର୍ବାଞ୍ଚଳରେ ପାଙ୍ଗଓଙ୍ଗ ହ୍ରଦ ଉପରେ ଚାଇନାର ପୋଲ ନିର୍ମାଣକୁ କଡ଼ା ବିରୋଧ କରିଛି ଭାରତ। ପୋଲ ନିର୍ମାଣ କରାଯାଉଥିବା ସ୍ଥାନକୁ ୬୦ ବର୍ଷ ହେଲା ଚାଇନା ବେଆଇନା ଭାବେ ନିଜ ଦଖଲ ରଖିଛି ବୋଲି ବର୍ହିବ୍ୟାପାର ମନ୍ତ୍ରଣାଳୟ...

 ସିଡିଏସ୍‌ ବିପିନ ରାଓ୍ବତଙ୍କ ନାମରେ ହେବ ମେନ୍‌ପୁରୀ ସୈନିକ ସ୍କୁଲର ନାମ

ଲକ୍ଷ୍ନୌ,୬।୧: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ପ୍ରତିରକ୍ଷା ଅଧ୍ୟକ୍ଷ(ସିଡିଏସ୍‌) ବିପିନ ରାୱତଙ୍କର ମୃତ୍ୟୁ ଘଟିଥିଲା। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଥିଲା, ଏବେ ଏହାର ରିପୋର୍ଟ ମଧ୍ୟ ଆସିଛି। ବାୟୁସେନା ହେଲିକପ୍ଟର ଏମ୍‌ଆଇ-୧୭ଭି୫ ଦୁର୍ଘଟଣାରେ କୌଣସି...

ଗ୍ରାମୀ ଆୱାର୍ଡ ସ୍ଥଗିତ

ନୂଆଦିଲ୍ଲୀ: ଆମେରିକାର ଲସ୍ ଆଞ୍ଜେଲସରେ ହେବାକୁ ଥିବା ୬୪ତମ ଗ୍ରାମୀ ଆୱାର୍ଡ ୨୦୨୨କୁ ସ୍ଥଗିତ କରି ଦିଆଯାଇଛି । ସାରା ବିଶ୍ୱରେ କରୋନା ଓ କରୋନାର ନୂଆ ଭାଇରସ ଓମିକ୍ରନ୍ ବ୍ୟାପୁଥିବାରୁ ଏହି ଆୱାର୍ଡ ସେରିମନିକୁ ସ୍ଥଗିତ ରଖାଯାଇଥିବା କୁହାଯାଇଛି...

ସ୍କୁଲରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଲାଗୁ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ଯୋଧପୁର, ୬।୧ : ବିଦ୍ୟାଳୟରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଶିକ୍ଷାର୍ଥୀମାନଙ୍କ ପାଇଁ ଲାଗୁ କରାଯାଇ ପାରିବ ନାହିଁ। ଏହା ଦ୍ୱାରା ସମ୍ବିଧାନର ଧାରା ୧୯-୧-ଏ ଏବଂ ୧୪ର ଉଊ୍ଲଂଘନ ହେବ ବୋଲି ରାଜସ୍ଥାନ ହାଇକୋର୍ଟଙ୍କ ଯୋଧପୁର ବେଞ୍ଚ୍‌...

କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ମାମଲାର ମିଡ଼ିଆ ରିପୋର୍ଟିଂକୁ ମନା ଦ୍ୱାରା ପୀଡ଼ିତାଙ୍କ ପ୍ରତି ହେବ ଅନ୍ୟାୟ…

ନୂଆଦିଲ୍ଳୀ, ୬।୧ : ମହିଳା କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳରେ ନିର୍ଯାତନା ଦିଆଯାଉଥିବା ମାମଲାର ମିଡ଼ିଆ ରିପୋର୍ଟିଂ ଉପରେ ବମ୍ବେ ହାଇକୋର୍ଟ କଟକଣା ଜାରି କରିଥିଲେ। ଏହା ଦ୍ୱାରା ସମ୍ପୃକ୍ତ ପୀଡ଼ିତାଙ୍କ ପ୍ରତି ଅନ୍ୟାୟ ହେବା ସହିତ ମହିଳାଙ୍କ କଣ୍ଠରୋଧ ସ୍ଥିତି ସୃଷ୍ଟି...

ଲୁଡୁ ଖେଳୁ ଖେଳୁ ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡିଲେ ବିବାହିତ ମହିଳା: ଆଉ ତା’ପରେ

ଅମୃତସର,୬।୧: ଆଜିକାଲି ମୋବାଇଲ ଗେମ୍‌ ଏତେ ନିଶା ହୋଇଛି, ଯୁବପିଡି ଖାଇବାପିଇବା ଭୁଲି ଯାଉଛନ୍ତି। ମୋବାଇଲ ଗେମ୍‌ ଯୁବପିଢ଼ିଙ୍କ ମନକୁ ବେଶ୍‌ ପ୍ରଭାବିତ କରିବା ମଧ୍ୟ ଦେଖାଯାଉଛି। ଅମୃତସରରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଅମୃତସରର ଜାଲିଆନୱାଲା ବାଗ...

‘କୃଷକ ଦେଢ ବର୍ଷ ବସିଲେ ଆପଣ ୧୫ ମିନିଟରେ ବ୍ୟସ୍ତ ହୋଇପଡିଲେ’: ସିଦ୍ଧୁ

ଚଣ୍ଡିଗଡ଼,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ବାଟରେ ତାଙ୍କ ଗସ୍ତକୁ ବିରୋଧ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀଙ୍କ ଗାଡି ମଝି ରାସ୍ତାରେ ପାଖାପାଖି ୨୦ ମିନିଟ ଧରି ଅଟକି ରହିଥିଲା । ଏବେ ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri