ଜାତୀୟ

ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ, ୧୦୦ ଯାତ୍ରୀ ପଜିଟିଭ୍‌…

ଚଣ୍ଡିଗଡ଼, ୬।୧ : ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ ଘଟିଛି। ପଞ୍ଜାବର ଅମୃତସର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଯାଞ୍ଚ୍‌ କରାଯାଇଥିବା ୧୮୨ ଯାତ୍ରୀଙ୍କ ନମୁନା ମଧ୍ୟରୁ ୧୦୦ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସମ୍ପୃକ୍ତ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ...

ରାଜନୈତିକ ଫାଇଦା ପାଇଁ କେନ୍ଦ୍ର-ରାଜ୍ୟ ସରକାର ଜାଣିଶୁଣି କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳା…

ନୂଆଦିଲ୍ଲୀ, ୬।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ଯାଇଥିବା ସୁରକ୍ଷା ଅବହେଳା ସମ୍ପର୍କରେ ଭାରତୀୟ ଚାଷୀ ସଂଘର ମୁଖପାତ୍ର ରାକେଶ ଟିକାଏତ୍‌ଙ୍କ ବଡ ବିବୃତ୍ତି ଏବେ ସାମ୍ନାକୁ ଆସିଛି। ଏବିପି ନ୍ୟୁଜ ସହିତ ଏକ ସ୍ବତନ୍ତ୍ର...

ସୁରକ୍ଷାରେ ଅବହେଳା, ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୬।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ହୋଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତି ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳାକୁ ନେଇ...

ଏସବୁ ରାଜ୍ୟରେ ବିଦ୍ୟାଳୟ ବନ୍ଦ ରହିବାକୁ ଘୋଷଣା

ନୂଆଦିଲ୍ଲୀ,୬ା୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ବୃଦ୍ଧି ପରେ ଦେଶର ଅନେକ ରାଜ୍ୟରେ ସ୍କୁଲ ଏବଂ କଲେଜ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ମାମଲା ବୃଦ୍ଧି ମଧ୍ୟରେ ଉତ୍ତରପ୍ରଦେଶ ବିହାର, ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ସମେତ ଅନେକ...

ନାବାଳିକା ବଳାତ୍କାର ମାମଲାରେ ଫସିଲେ ପଦ୍ମଶ୍ରୀ ବିଜେତା

ଗୁଆହାଟୀ,୬।୧: ଆସାମର ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଉଦ୍ଧବ ଭରାଲୀଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ସେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆସାମର ଉତ୍ତର ଲଖୀମପୁର ପୋଲିସ ଏହି ମାମଲାରେ ଭରାଲୀଙ୍କ ବିରୋଧରେ ମାମଲା ରୁଜୁ...

ଭୋଟିଂ ଅନ୍‌ଲାଇନ୍‌ରେ ହୋଇପାରିବ କି ? ନିର୍ବାଚନ କମିଶନଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୈନିତାଲ, ୬।୧ : ଉତ୍ତରାଖଣ୍ଡରେ ଓମିକ୍ରନ ଏବଂ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପ୍ରସଙ୍ଗରେ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ ହୋଇଛି। ଏହାର ବିଚାର କରି ନୈନତାଲ...

ବୃଦ୍ଧ ନେଇଛନ୍ତି ୧୧ଥର କରୋନା ଟିକା! ପରେ ଦେଖିବାକୁ ମିଳିଲା ଏମିତି ପ୍ରତିକ୍ରିୟା

ପାଟନା,୬।୧: ବିହାରର ମାଧେପୁରାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୮୪ ବର୍ଷ ବୟସ୍କା ବ୍ରହ୍ମଦେବ ମଣ୍ଡଳ ୧୧ଥର କରୋନା ଟିକା ନେଇଥିବା ଦାବି କରିଛନ୍ତି। ୧୨ ଥର ଟିକା ନେବାବେଳେ ସେ ଏହା ଖୁଲାସା କରିଛନ୍ତି। କୁହାଯାଉଛି ଯେ...

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର...

ଆଇପିସି-ସିଆର୍‌ପିସି ସଂଶୋଧନ ଲାଗି ସମସ୍ତ ଏମ୍‌ପିଙ୍କୁ ଚିଠି ଲେଖି ମତାମତ ଲୋଡିଲେ ଶାହା…

ନୂଆଦିଲ୍ଲୀ, ୬।୧ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମସ୍ତ ଏମ୍‌ପିମାନଙ୍କୁ ଚିଠି ଲେଖି ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି), ଆପରାଧିକ ଦଣ୍ଡ ପ୍ରଦାନ ପ୍ରକିୟା ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ସଂଶୋଧନ ଲାଗି ମତାମତ ଲୋଡିଛନ୍ତି।...

ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ମନା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୧ : ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ଦେବା ମନା। ଏନେଇ ସତର୍କ ସୂଚନା ଜାରି ହୋଇଛି। କୋଭାକ୍ସିନ୍‌ ଟିକା ନିର୍ମାତା ଭାରତ ବାୟୋଟେକ ସ୍ପଷ୍ଟ କରିଛି ଯେ ଟିକା ନେବା ପରେ ୧୫ରୁ ୧୮ ବର୍ଷ...

ତିହାର ଜେଲ୍‌ରେ ଅଘଟଣ, ୫ କଏଦୀଙ୍କ ସାମୁହିକ ଆତ୍ମହତ୍ୟା ଉଦ୍ୟମ…

ନୂଆଦିଲ୍ଲୀ, ୬।୧ : ତିହାର ସେଣ୍ଟ୍ରାଲ ଜେଲରେ ଅଘଟଣ ଘଟିଛି। ଏଠାରେ ୫ ଜଣ କଏଦୀ ସାମୁହିକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲର କର୍ମଚାରୀମାନେ ଠିକ ସମୟରେ ଏହା ଜାଣିବା ପରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜଣେ...

ଅତ୍ୟଧିକ ସମ୍ବେଦନଶୀଳ ଅଞ୍ଚଳରେ ଫସି ଯାଇଥିଲେ ମୋଦି, ପାକ୍ ସୀମା ଥିଲା ମାତ୍ର ୩୦ କିଲୋମିଟର ଦୂର!

ନୂଆଦିଲ୍ଲୀ,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ଏକ ସମ୍ବେଦନଶୀଳ ଅଞ୍ଚଳରେ ଫସି ଯାଇଥିବା ଜଣାପଡିଛି । କେତେଜଣ ବିରୋଧ ପ୍ରଦର୍ଶନକାରୀ ହଠାତ୍ ଚାଲି ଆସିବାରୁ ପ୍ରଧାନମନ୍ତ୍ରୀଙ୍କ ଗାଡି ଅଧା ରାସ୍ତାରେ ଅଟକି ଯାଇଥିଲା ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri