ଜାତୀୟ

ଫ୍ରି ଫାୟାର ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୪।୨: କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ୫୪ ମୋବାଇଲ ଆପ୍ଲିକେଶନ ଉପରେ ପ୍ରତିବନ୍ଧକ ଲଗାଇବାକୁ ସୁପାରିସ କରିଛନ୍ତି। ଏହି ଆପ୍‌ ତାଲିକାରେ ରହିଛି ଗାରେନା ଫ୍ରି ଫାୟାର। କୌତୁହଳର କଥା ହେଲା, ଏହି ଗେମିଂ ଆପ୍‌ର ଡେଭଲପର ଚାଇନା ନୁହେଁ।...

ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ ବୋଲି ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ...

ସ୍କୁଲ ଗେଟ୍‌ରେ ଛାତ୍ରୀଙ୍କ ହିଜାବ ଖୋଲି ଦେଲେ

ବେଙ୍ଗାଲୁରୁ,୧୪।୨: କର୍ନାଟକ ହାଇକୋର୍ଟ ଗତ ସପ୍ତାହରେ ଜାରି କରିଥିବା ଆନ୍ତରିଣ ରାୟ ଅନୁଯାୟୀ, ମାଣ୍ଡ୍ୟା ଜିଲାରେ ସରକାରୀ ସ୍କୁଲ କ୍ୟାମ୍ପସରେ ପ୍ରବେଶ କରିବା ପୂର୍ବରୁ ଛାତ୍ରୀଙ୍କୁ ହିଜାବ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସତ୍ତ୍ୱେ ହିଜାବ ପରିଧାନ କରି ସ୍କୁଲ ଆସିଥିବା...

ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ…

ଆଗ୍ରା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ ଦିଆଯାଇଛି। ଉତ୍ତରପ୍ରଦେଶ ଆଗ୍ରାରେ କେତେକ ପ୍ରଦର୍ଶନକାରୀ ଭାଲେଣ୍ଟାଇନ୍ସ୍‌ ଡେ’ର କୁଶ ପୁତ୍ତଳିକାକୁ ଏଭଳି ଦଣ୍ଡ ଦେଇଛନ୍ତି। ଏବେ ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

‘ସବୁ ଦଳର ନେତାମାନେ ମୋତେ ଗାଳି କରୁଛନ୍ତି, ମୋର ଦୋଷ କ’ଣ’

ଅମୃତସର,୧୪।୨: ଆସନ୍ତା ଫେବୃୟାରୀ ୨୦ରେ ପଞ୍ଜାବରେ ବିଧାନସଭା ପାଇଁ ଭୋଟ ଅନୁଷ୍ଠିତ ହେବ। ଏଥିପାଇଁ ଆମ ଆଦମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ଜିୱାଲ ଜୋରସୋରରେ ପ୍ରଚାର କରୁଛନ୍ତି। ସୋମବାର ଅମୃତସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ...

ଜେଲ୍‌ରେ ୭୫ ପ୍ରତିଶତ ବିଚାରାଧୀନ କଏଦୀ,ଫଇସଲାକୁ ଅପେକ୍ଷା…

ନୂଆଦିଲ୍ଲୀ,୧୪ା୨: ଦେଶର ବିଭିନ୍ନ ଜେଲ୍‌ରେ ୭୫ ପ୍ରତିଶତ କଏଦୀ ରହିଛନ୍ତି। ସେମାନେ ଦୀର୍ଘଦିନ ଧରି କୋର୍ଟର ଫଇସଲାକୁ ଅପକ୍ଷୋ କରିଛନ୍ତି। ୨୦୨୦ରେ ଦେଶର ଜେଲଗୁଡିକରେ କଏଦୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ଜେଲରେ ଥିବା ପ୍ରାୟ ୫ ଲକ୍ଷ...

ଝିଅର ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ପାଇଁ ଗଲା ମା’ଙ୍କ ଜୀବନ

ପାଲଘର,୧୪।୨: ଜଣେ ୨୦ ବର୍ଷୀୟା ଯୁବତୀ ହ୍ବାଟ୍ସଆପ୍‌ ଷ୍ଟାଟସରେ ଏକ ମେସେଜ ପୋଷ୍ଟ କରିଥିଲେ। ଏହାକୁ କେନ୍ଦ୍ର କରି ଯୁବତୀଙ୍କ ମା’ଙ୍କୁ ନିର୍ଯାତନା ଦେଇ ହତ୍ୟା କରିଛନ୍ତି ଯୁବତୀଙ୍କ ସାଙ୍ଗଙ୍କ ପରିବାର ସଦସ୍ୟ। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ପାଲଘର...

ଭାଜପା ବୈଠକରେ ସାମିଲ ହେଲେ କଂଗ୍ରେସ ଏମ୍‌ପି

ଚଣ୍ଡିଗଡ,୧୪।୨:ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳର ଗୋଷ୍ଠୀକନ୍ଦଳ ଥମିବାର ନାଁ ନେଉନାହିଁ। ପଟିଆଲାରୁ କଂଗ୍ରେସ ଏମ୍‌ପି ଥିବା ପରନୀତ କୌର ଏବେ ଭାଜପା ବୈଠକରେ ସାମିଲ ହୋଇଛନ୍ତି। ଏହାପୂର୍ବରୁ ସେ ଭାଜପା ପାଇଁ ପ୍ରଚାର ମଧ୍ୟ କରିଥିଲେ। ପୂର୍ବତନ...

ତୃତୀୟ ଲହର ସହିତ କରୋନା ମହାମାରୀ ଶେଷ ମୁହାଁ …

ନୂଆଦିଲ୍ଲୀ,୧୪ା୨: ଦେଶରେ ବ୍ୟାପିଥିବା କରୋନା ମହାମାରୀର ତୃତୀୟ ଲହର ଏବେ ଶେଷ ମୁହାଁ ହେବାରେ ଲାଗିଛି। ଏହା ସହିତ ଦେଶ କରୋନା ମହାମାରୀ କବଳରୁ ମୁକୁଳିବାର ଆଶା ବଢ଼ି ଚାଲିଛି। ବର୍ତ୍ତମାନ ଦେଶରେ କେବଳ ୧୦୦ ଟି ଜିଲାରେ କରୋନା...

ବିହାର ଭାଜପା ବିଧାୟକଙ୍କ ନାମରେ ଯୁବତୀଙ୍କୁ ଅପହରଣ ଅଭିଯୋଗ

ପାଟଣା,୧୪।୨: ବିହାରର ଭାଜପା ବିଧାୟକ ବିନୟ ବିହାରୀଙ୍କ ବିରୋଧରେ ୨୫ ବର୍ଷୀୟା ଜଣେ ଯୁବତୀଙ୍କୁ ରବିବାର ଅପହରଣ କରିଥିବା ଅଭିଯୋଗ ଆସିଛି। ଏ ନେଇ ଅପହୃତାଙ୍କ ମା’ ଅଭିଯୋଗକୁ ଭିତ୍ତି କରି ପାଟଣାର ଅଗାମ କୁଆନ ଥାନାରେ ମାମଲା ରୁଜୁ...

ଚିନି କମ୍‌: ଚାଇନା ଉପରେ ଚତୁର୍ଥ ଡିଜିଟାଲ ଷ୍ଟ୍ରାଇକ୍‌…

ନୂଆଦିଲ୍ଲୀ,୧୪ା୨: ପୁଣି ଚାଇନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଚାଇନିଜ ଆପ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୫୪ଟି ଆପ ଉପରେ ପ୍ରତିବନ୍ଧକ ଲଗାଇବାକୁ ଭାରତ ସରକାର ପୁଣି ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ,...

୫୪ ଚାଇନା ଆପ୍‌ ବ୍ୟାନ୍‌ କଲେ ସରକାର

ନୂଆଦିଲ୍ଲୀ,୧୪।୨: କେନ୍ଦ୍ର ସରକାର ଭାରତରେ ୫୪ଟି ଚାଇନା ଆପ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହାସହ ୨୦୨୦ ମସିହାରୁ ମୋଟ ୨୭୦ଟି ଆପ ଉପରେ ନିଷେଧାଦେଶ ଲାଗିଛି। ଭାରତୀୟଙ୍କ ଗୋପନୀୟତା ତଥା ସୁରକ୍ଷା ପ୍ରତି ବିପଦ ବୋଲି କହି କେନ୍ଦ୍ର ସରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri