ଜାତୀୟ

ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ ।୧: କ୍ରାନ୍ତି ଓ କ୍ରୀଡା ନଗରୀ ନାମରେ ପରିଚିତ ମିରଠ ପାଇଁ ରବିବାର ଏକ ଐତିହାସିକ ଦିନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମିରଠରେ ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାକୁ ଯାଉଛନ୍ତି...

ହରିୟାଣାରେ କରୋନା ବିସ୍ଫୋରଣ, ୫ ଜିଲାରେ ମହାମାରୀ ଆଲର୍ଟ, ସିନେମାହଲରେ ତାଲା

ଚଣ୍ଡିଗଡ଼,୨ ।୧: ଦେଶରେ ପୁଣିଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ନୂଆ ନୂଆ ଗାଇଡ ଲାଇନ୍ ଜାରି କଲେଣି । ହରିୟାଣାରେ ବେଳକୁ ବେଳ କରୋନା ବେକାବୁ ହେବାରୁ ଏଠାରେ ୫...

ପ୍ରଥମଥର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ଯୋଗୀ ଆଦିତ୍ୟନାଥ!

ଲକ୍ଷ୍ନୌ,୨ ।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଥମଥର ଲାଗି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ଜଣାପଡିଛି । ଶନିବାର ଖବରାତାଙ୍କ ସହ କଥା ହେବା ସମୟରେ ସେ ପରୋକ୍ଷରେ ଏହା କହିଛନ୍ତି । ଏହା ଅଫିସିୟାଲି ଘୋଷଣା...

ଇସ୍ରାଏଲରେ ଫ୍ଲୋରୋନା ସଂକ୍ରମଣ

ନୂଆଦିଲ୍ଲୀ,୧।୧: ବିଶ୍ୱ କରୋନାରୁ ମୁକୁଳିବାକୁ ରାସ୍ତା ଖୋଜୁଥିବାବେଳେ ଇସ୍ରାଏଲର ନୂତନ କରି ‘ଫ୍ଲୋରୋନା’ ସଂକ୍ରମଣ ଚିହ୍ନଟ ହୋଇଛି। ଏହା କରୋନା ଏବଂ ଇନ୍‌ଫ୍ଲୁଏଞ୍ଜାର ଏକ ଦୋହରା ସଂକ୍ରମଣ ବୋଲି ଇସ୍ରାଏଲ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ରୋବିନ୍‌ ମେଡିକାଲ ସେଣ୍ଟରେ...

ଥରିଲା ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୧।୧: ଆଫଗାନିସ୍ତାନ ଫାୟାଜାବାଦର ଦକ୍ଷିଣ-ପୂର୍ବରେ ୮୪ କି.ମି. ଦୂରରେ ଶନିବାର ସନ୍ଧ୍ୟାରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରବିନ୍ଦୁ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ରହିଛି। ଏହାର ପ୍ରଭାବରେ ଜମ୍ମୁ-କଶ୍ମୀର ପୁଞ୍ଚ ଅଞ୍ଚଳ ଥରି ଉଠିଥିଲା। ହେଲେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ...

କ୍ଷମତାକୁ ଆସିଲେ ମାଗଣାରେ ବିଦ୍ୟୁତ୍‌

ଲକ୍ଷ୍ନୌ,୧।୧: ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଶନିବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି କ୍ଷମତାକୁ ଆସିଲେ ରାଜ୍ୟର ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ମାଗଣାରେ ୩୦୦ ୟୁନିଟ ବିଜୁଳି...

ଏଣିକି ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇଲେ, ଗାଡ଼ି ଚଢ଼ିଲେ ଗଣିବେ ଅଧିକ ଟଙ୍କା

ନୂଆଦିଲ୍ଲୀ,୧।୧: ବର୍ଷ ଆରମ୍ଭରୁ ମହଙ୍ଗା ହେଲା ସେବା । ଅନଲାଇନରେ ଖାଦ୍ୟ ଅର୍ଡରଠାରୁ ଆରମ୍ଭ କରି ଟ୍ୟାକ୍ସି ସେବା ଆଦି ଶନିବାରଠାରୁ ମହଙ୍ଗା ହୋଇଛି। ସ୍ବିଗି ଓ ଜୋମାଟୋ ଡେଲିଭରି ଆପ୍‌ରେ ଖାଦ୍ୟ ମଗାଇବା ଉପରେ ଅତିରିକ୍ତ ୫ ପ୍ରତିଶତ...

ନୂଆବର୍ଷରେ ଖୁସି ଖବର: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧ା୧: ନୂଆବର୍ଷରେ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ରାଷ୍ଟ୍ରୀୟ ତୈଳ ବିପଣନକାରୀ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ଓଜନର ବ୍ୟବସାୟିକ ସିଲିଣ୍ଡର ପିଛା ମୂଲ୍ୟ ୧୦୨ ଟଙ୍କା ୫୦ ପଇସା ହ୍ରାସ କରିଛନ୍ତି। ବର୍ତ୍ତମାନ ବ୍ୟବସାୟିକ ସିଲିଣ୍ଡର ପିଛା ମୂଲ୍ୟ ୧୯୯୮...

ମଦ ଛଡ଼ାଇବା ପାଇଁ ଲୋକଙ୍କୁ କ୍ଷୀର ବାଣ୍ଟିଲେ

ମୁମ୍ବାଇ,୧ା୧: ଲୋକମାନେ କିପରି ମଦ ଛାଡ଼ିବେ ସେନେଇ ନୂଆବର୍ଷରେ ଏକ ନିଆରା ପଦକ୍ଷେପ ନେଇଛନ୍ତି ପୁଣେ ସହରର ଅରୁଣ ଓହାର। ମଦ ଛାଡ଼ିବା ପାଇଁ ସେ ଲୋକଙ୍କୁ କ୍ଷୀର ଯୋଗାଇ ନିବେଦନ କରିଛନ୍ତି।  (କ୍ଷୀର ପିଅ, ମଦ ନୁହେଁ) ଶୀର୍ଷକରେ...

ନୂଆବର୍ଷରେ ଅଘଟଣ: ଧସିଲା ପାହାଡ଼, ଚାପି ହୋଇଗଲେ ୨୦

ଚଣ୍ଡିଗଡ଼,୧ା୧: ବର୍ଷ ଆରମ୍ଭରୁ ଅଘଟଣ। ପାହାଡ଼ ଧସି ହରିୟାଣାର ଭବାନୀ ଜିଲାରେ ୮ରୁ ୧୦ଟି ଗାଡ଼ି ଦବି ଯାଇଥିବା ବେଳେ ପ୍ରାୟ ୨୦ ଜଣ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ପାହାଡ଼ ତଳେ ଫସିଥିବା ୩ ଜଣଙ୍କୁ...

ବାଣ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ଚେନ୍ନାଇ,୧।୧: ତାମିଲନାଡୁ ଶିବକାଶି ଏମ ପୁଦୁପାଟ୍ଟି ଗ୍ରାମ ନିକଟରେ ଥିବା ଭାଡ଼ିଭେଲ ଫ୍ୟାକ୍ଟ୍ରିରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଅଗ୍ନିଶମ...

ମହାରାଷ୍ଟ୍ରରେ କରୋନା ବିସ୍ଫୋରଣ: ୧୦ ମନ୍ତ୍ରୀ, ୨୦ ବିଧାୟକ ସଂକ୍ରମିତ

ମୁମ୍ବାଇ,୧ ।୧: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବେକାବୁ ହେବାରେ ଲାଗିଛି । ଅନ୍ୟପଟେ ଓମିକ୍ରନ୍ ବି ଦ୍ରୁତ ବେଗରେ ମାଡି ଚାଲିଛି । ଶନିବାର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ୧୦ ମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri