ଜାତୀୟ

ପୁଡୁଚେରୀରେ ପହଞ୍ଚିଲା ହିଜାବ ବିବାଦ

ବେଙ୍ଗାଲୁରୁ,୯।୨: କର୍ନାଟକରେ ଆରମ୍ଭ ହୋଇଥିବା ହିଜାବ ବିବାଦ ଏବେ ପୁଡୁଚେରୀରେ ପହଞ୍ଚିଛି। ଏଠାରେ ଜଣେ ଆରିୟାନକପାମର ଏକ ସରକାରୀ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ତାଙ୍କ ସ୍କାର୍ଫ ହଟାଇବାକୁ କୁହାଯାଇଥିଲା। ଏହା ପରେ ଷ୍ଟୁଡେଣ୍ଟ ଫେଡେରେସନ ଅଫ ଇଣ୍ଡିଆ (ଏସ୍‌ଏଫଆଇ)ର ପ୍ରତିନିଧୀ...

କରୋନା ଚିକିତ୍ସା ପାଇଁ ଗ୍ଲେନ୍‌ମାର୍କର ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’…

ନୂଆଦିଲ୍ଲୀ, ୯।୨ : କରୋନା ମହାମାରୀର ଚିକିତ୍ସା ପାଇଁ ଅନ୍ୟ ଏକ ଔଷଧ ନାଜାଲ ସ୍ପ୍ରେ ଆକାରରେ ପହଞ୍ଚିଛି। ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ୍ସ ଏକ ନାଇଟ୍ରିକ ଅକ୍ସାଇଡ ଆଧାରିତ ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’ କାନାଡାର ଏକ କମ୍ପାନୀ ସାନୋଟାଇଜ ସହିତ...

ମନରେଗାରେ ୧୫୦ ଦିନର ନିଶ୍ଚିତ କର୍ମନିଯୁକ୍ତି-ସବୁ ରାଜ୍ୟରେ ସମାନ ମଜୁରୀ,ପାର୍ଲାମେଣ୍ଟାରୀ କମିଟିର ସୁପାରିଶ…

ନୂଆଦିଲ୍ଲୀ, ୯।୨ : ପାର୍ଲାମେଣ୍ଟର ସ୍ଥାୟୀ କମିଟି ମନରେଗାର କାର୍ଯ୍ୟକାରିତାକୁ ସମୀକ୍ଷା କରିବାକୁ ସୁପାରିଶ କରିଛି। ପରିବର୍ତ୍ତିତ ପରିବେଶରେ ଏହି ଯୋଜନାରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି କମିଟି ସୁପାରିସ କରିଛି। ଏହା ସହିତ ଏହାର ସାମ୍ପ୍ରତିକ କାର୍ଯ୍ୟକାରିତାର କିଛି...

ମେଟାଭର୍ସରେ ବିବାହ ଭୋଜି, ଭାଗ ନେଲେ ୬ ହଜାର ଅତିଥି

ଚେନ୍ନାଇ,୯।୨: ଭାରତରେ ପ୍ରଥମ ମେଟାଭର୍ସ ବିବାହ ଭୋଜିର ଆୟୋଜନ ହୋଇଛି। କରୋନା ମହାମାରୀ ମଧ୍ୟରେ ବିବାହ କରିଥିବା ଚେନ୍ନାଇର ୨୫ ବର୍ଷୀୟ ଦୀନେଶ ଏସପି ଏବଂ ଜାଙ୍ଗାନନ୍ଦିନୀ, ଫେବୃଆରୀ ୬ରେ ଭର୍ଚୁଆଲ ପ୍ଲାଟଫର୍ମ ମେଟାଭର୍ସରରେ ସେମାନଙ୍କର ବିବାହ ଭୋଜି ଦେଇଥିଲେ।...

ପାକିସ୍ତାନର ଡ୍ରୋନ୍‌ ଷଡ଼ଯନ୍ତ୍ର, ଅଜନାଲା ସେକ୍ଟରରୁ ୨ ସନ୍ଦିଗ୍ଧ ପ୍ୟାକେଟ ଜବତ…

ଅମୃତସର, ୯।୨ : ଆତଙ୍କବାଦୀ ସଂଗଠନଗୁଡ଼ିକୁ ସହାୟତା ପ୍ରଦାନ କାର୍ଯ୍ୟ ପାକିସ୍ତାନ ପକ୍ଷରୁ ଜାରି ରହିଛି। ପାକିସ୍ତାନ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଯୋଗାଣ ନେଇ ଭାରତ ବିରୁଦ୍ଧରେ ଷଡଯନ୍ତ୍ର ରଚିଛି। ଏବେ ପଞ୍ଜାବର ଅମୃତସରର ଅଜନାଲା ସେକ୍ଟରର ପଞ୍ଜ ଗାରାଇ...

‘ବିକିନି ହେଉ କି ହିଜାବ, ମହିଳାମାନେ ନିଜ ଇଚ୍ଛା ଅନୁସାରେ କପଡ଼ା ପିନ୍ଧିବାର ରହିଛି ଅଧିକାର’

ନୂଆଦିଲ୍ଲୀ,୯।୨: କର୍ନାଟକରେ ଆରମ୍ଭ ହୋଇଥିବା ହିଜାବ ବିବାଦକୁ ଚର୍ଚ୍ଚା ଜୋର ଧରିଛି। ହିଜାବ ପିନ୍ଧିଥିବାରୁ ମୁସଲମାନ ଝିଅମାନଙ୍କୁ କଲେଜ କ୍ୟାମ୍ପସ କିମ୍ବା କ୍ଲାସରେ ବସିବାକୁ ଅନୁମତି ମିଳୁନାହିଁ। ହିଜାବକୁ ବିରୋଧ କରି କିଛି ଶିକ୍ଷାର୍ଥୀ ଗେରୁଆ ସ୍କାର୍ଭ ମଧ୍ୟ ପିନ୍ଧି...

୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ବେଟିଂ ବଜାର ସରଗରମ, ଉତ୍ତରପ୍ରଦେଶ ଉପରେ ଅଧିକ-ପଞ୍ଜାବ ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୯।୨ : ଫେବୃୟାରୀ ୧୦ରୁ ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଯାଉଛି। ବିଧାନସଭା ନିର୍ବାଚନରେ କେଉଁ ରାଜ୍ୟରେ କିଏ କ୍ଷମତା ଦଖଲ...

ଏହି ମନ୍ଦିରରେ ଆଜି ପାଳନ କରାଯାଉଛି ସାଧାରଣତନ୍ତ୍ର ଦିବସ:ପଛରେ ରହିଛି ରୋଚକ ତଥ୍ୟ

ଉଜୈନ,୯।୨: ଜାନୁଆରୀ ୨୬ରେ ସମଗ୍ର ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ, କିନ୍ତୁ ଦେଶରେ ଏପରି ଏକ ମନ୍ଦିର ଅଛି ଯେଉଁଠାରେ ଆଜି ଅର୍ଥାତ୍‌ ଫେବୃଆରୀ ୯ରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ। ଆଜି ଉଜୈନର ଶ୍ରୀ ବଡା ଗଣେଶ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବୃଦ୍ଧି...

ଭାଲେଣ୍ଟାଇନ୍‌ ଡେ’ରେ ଉତ୍‌କ୍ଷେପଣ ହେବ ଇଓଏସ୍‌-୪ …

ଶ୍ରୀହରିକୋଟା, ୯।୨ : ୟୁକ୍ରେନ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ ଉତ୍‌କ୍ଷେପଣ କରିବାକୁ ଯାଉଛି। ଏହି ଉପଗ୍ରହ ପିଏସ୍‌ ଏଲ୍‌ଭି-ସି-୫୨ ରକେଟ ମାଧ୍ୟମରେ...

୯,୨୦୦ କୋଟିର ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ହୋଇଛି

ନୂଆଦିଲ୍ଲୀ,୯।୨: ଦେଶରେ ୨୦୧୮ ଜାନୁୟାରୀ ୨ରେ ଇଲେକ୍ଟୋରାଲ ବଣ୍ଡ୍‌ ସ୍କିମ୍‌ ଲାଗୁ ହେବା ପରଠାରୁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଂସ୍ଥା ୯,୨୦୮.୨୪ କୋଟି ଟଙ୍କାର ବଣ୍ଡ୍‌ କିଣିଛନ୍ତି ବୋଲି ମଙ୍ଗଳବାର ରାଜ୍ୟ ସଭାରେ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। ମନ୍ତ୍ରଣାଳୟ...

ହିଜାବ: ଶିମୋଗାରେ ୧୪୪ ଧାରା

ବେଙ୍ଗାଲୁରୁ,୯।୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବାକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ସ୍କୁଲ, କଲେଜରେ ମୁସଲମାନ ସମ୍ପ୍ରଦାୟର ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ଅନୁମତି ଦେବା ନେଇ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ହୋଇଛି। ଆବେଗ କିମ୍ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri