ଜାତୀୟ

ରାଜଧାନୀରେ ୟେଲୋ ଓ୍ବାର୍ନିଂ

ନୂଆଦିଲ୍ଲୀ,୨୮।୧୨: ଦେଶରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ମାମଲା ଦିନକୁ ଦିନ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ୟେଲୋ ଆଲର୍ଟ ଜାରି ହୋଇଛି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବରିଷ୍ଠ ଅଧିକାରୀଙ୍କ ସହ ମଙ୍ଗଳବାର...

ଜ୍ଞାନକୌଶଳ ଉପରେ ବିଜୟ ଲାଭକର କିନ୍ତୁ ରୋବୋଟ ହୁଅନାହିଁ…

ନୂଆଦିଲ୍ଲୀ, ୨୮।୧୨: ଜ୍ଞାନକୌଶଳ ଉପରେ ବିଜୟଲାଭ କର କିନ୍ତୁ ରୋବୋଟ ହୁଅନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଆଇଆଇଟି କାନପୁରର ୫୪ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ଆଇଆଇଟି କାନପୂରରୁ...

ସ୍ବାଧିନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଦେଶରେ ସୃଷ୍ଟି କରୁଛନ୍ତି ଘୃଣାର ବାତାବରଣ…

ନୂଆଦିଲ୍ଲୀ, ୨୮।୧୨: ଦେଶର ସ୍ବାଧୀନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଘୃଣାର ବାତାବରଣ ସୃଷ୍ଟି କରୁଛନ୍ତି। ସମାଜରେ ଉତ୍ତେଜନା ସୃଷ୍ଟି କରିବା ଏଭଳି ଲୋକଙ୍କ କାମ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। କଂଗ୍ରେସର ୧୩୭ ସ୍ଥାପନା...

୧୨ କୋଟିର ମର୍ସିଡିଜ୍‌ରେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ …

ନୂଆଦିଲ୍ଲୀ, ୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ପ୍ରଧାନମନ୍ତ୍ରୀ ୧୨ କୋଟିର ମର୍ସିଡିଜ୍‌ ମେବେକ୍‌ ଏସ୍‌-୬୫୦ରେ ଯାତ୍ରା କରିବେ। ଏହାର ସୁରକ୍ଷା ବ୍ୟବସ୍ଥା ଅତି ଶକ୍ତିଶାଳୀ। ବିସ୍ଫୋରଣରେ ମଧ୍ୟ...

ମଣିଷ ପରି ଛୁଆ ଜନ୍ମ ଦେଲା ଛେଳି: ଦେଖିବାକୁ ଲୋକଙ୍କ ଭିଡ

ଗୁଆହାଟୀ,୨୮।୧୨:ଏକ ପଶୁ ମଣିଷ ଛୁଆ ଜନ୍ମ ଦେବା ନିହାତି ଏକ ଆଶ୍ଚର୍ଯ୍ୟଜନକ ଖବର। ଆସାମ ରାଜ୍ୟର କଚାର ଜିଲାରେ ମଣିଷ ପରି ଏକ ସନ୍ତାନ ଜନ୍ମ ଦେଇଛି ଛେଳି। ଏହି ଛୁଆକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଭିଡ ଜମିଛି।...

ଖୁସି ଖବର, ପୁଣି ୨ କରୋନା ଟିକାକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍ୟ ୨ଟି କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ(ସିଡିଏସ୍‌ସିଓ) କୋଭୋଭାକ୍ସ...

ନୂଆବର୍ଷରେ ୧୩ ସହରରେ ୫-ଜି ସେବା…

ନୂଆଦିଲ୍ଲୀ, ୨୮।୧୨: ଆସନ୍ତା ୨୦୨୨ରେ, ଭାରତୀୟମାନେ ୫-ଜି ଉପହାର ପାଇବାକୁ ଯାଉଛନ୍ତି। ଟେଲି ଯୋଗାଯୋଗ ବିଭାଗ କହିଛି ଯେ ୫-ଜି ଇଣ୍ଟରନେଟ ସେବାର ପରୀକ୍ଷା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ...

କାନପୁର ଗସ୍ତରେ ପ୍ରଧାନମନ୍ତ୍ରୀ

କାନପୁର,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କାନପୁର ଗସ୍ତରେ ଯିବେ। କାନପୁର ମେଟ୍ରୋ ରେଳ ପ୍ରକଳ୍ପ ଏବଂ ବିନା-ପଙ୍କି ମଲ୍ଟି-ପ୍ରଡକ୍ଟ ପାଇପଲାଇନ ପ୍ରକଳ୍ପର ସମ୍ପୂର୍ଣ୍ଣ ବିଭାଗର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଆଇଆଇଟି-କାନପୁରର ୫୪ ତମ ସମାରୋହକୁ...

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ଛୁଇଁଲା…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ଛୁଇଁଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪...

ଗଗନୟାନରୁ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ, ୨୮ା୧୨: କୋଭିଡ୍‌ର ନୂଆ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ମଧ୍ୟରେ ୨୦୨୧ ଶେଷ ହେବାକୁ ଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷରେ ଏକାଧିକ ବଡ଼ ମିଶନକୁ ଆଗେଇ ନେବାକୁ ଯୋଜନା କରିଛି। ବିଦାୟୀ ବର୍ଷରେ କରୋନା କଟକଣା...

ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri