ଜାତୀୟ

‘ଦିନରେ ରାଲି, ରାତିରେ କର୍ଫ୍ୟୁ’

ଲକ୍ଷ୍ନୌ,୨୭।୧୨: ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଉତ୍ତରପ୍ରଦେଶରେ ବଡ଼ ବଡ଼ ରାଲି ଆୟୋଜନ କରାଯାଉଛି। ଏଥିଲାଗି ଭାଜପା ନେତୃତ୍ୱକୁ ସମାଲୋଚନା କରିଛନ୍ତି ଏମ୍‌ପି ବରୁଣ ଗାନ୍ଧୀ। “ରାତିରେ କର୍ଫ୍ୟୁ ଲଗାଯାଉଥିବା ବେଳେ ଦିନରେ ଲକ୍ଷ ଲକ୍ଷ...

ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟ ଆପତ୍ତିଜନକ ପୋଷ୍ଟ୍‌ କଲେ ଦାୟୀ ନୁହନ୍ତି ଆଡମିନିଷ୍ଟ୍ରେଟର, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟଙ୍କ ଦ୍ୱାରା କରାଯାଉଥିବା ଆପତ୍ତିଜନକ ପୋଷ୍ଟ୍‌ ପାଇଁ ଆଡମିନିଷ୍ଟ୍ରେଟର ଦାୟୀ ହେବେ ନାହିଁ। ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିଚାରପତି ଜି.ଆର୍‌. ସ୍ବାମୀନାଥନଙ୍କ ନେତୃତ୍ୱରେ ଗଠିତ...

କଳିଯୁଗର ପୁଅ: ବୀମା ରାଶି ପାଇବାକୁ ବାପାଙ୍କୁ ପିଟିପିଟି କଲେ ହତ୍ୟା

ଭରତପୁର,୨୭।୧୨: ରାଜସ୍ଥାନର ଭରତପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭରତପୁରର ଡିଗ ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ପୁଅ ଦୁର୍ଘଟଣା ବୀମା ରାଶି ପାଇବାକୁ ତାଙ୍କର ଦୁଇ ସହଯୋଗୀଙ୍କ ସହ ମିଶି ବାପାଙ୍କୁ ଅତି ନିର୍ମମ ଭାବରେ...

ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ: ୫ ବିଧାୟକ ଦଳ ଛାଡିବା ଦେଇ ଦାବି କଲେ ବାବୁଲ ସୁପ୍ରିୟୋ

କୋଲକତା,୨୭।୧୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା ବାବୁଲ ସୁପ୍ରିୟୋ ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ ଥିବା କହିଛନ୍ତି। ସେ ଏହା ମଧ୍ୟ ଦାବି କରିଚନ୍ତି କି ଭାଜପାର ୫ ବିଧାୟକ ଖୁବ୍‌ଶୀଘ୍ର ଦଳ ଛାଡିବେ। ଏହି ୫...

ବରଫରେ ଖାଲକୁ ଖସିଲା କାର୍‌, ଭିଡିଓ ଦେଖିଲେ…

ଶ୍ରୀନଗର,୨୭ା୧୨: ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଏହି ସମୟରେ କଶ୍ମୀରର ଚାରିଆଡ଼େ ବରଫ ପଡ଼ିଛି। ଯଦିଓ ଶୀତଋତୁରେ କଶ୍ମୀର ସବୁଠାରୁ ସୁନ୍ଦର ଦେଖାଯାଏ, କିନ୍ତୁ ଅସୁବିଧା ମଧ୍ୟ ସୃଷ୍ଟି ହୋଇଥାଏ। ନିକଟରେ ଜମ୍ମୁ କାଶ୍ମୀରର...

ଗୋଆରେ ଚିହ୍ନଟ ହେଲେ ପ୍ରଥମ ଓମିକ୍ରନ୍ ସଂକ୍ରମିତ: ସଂକ୍ରମଣ ସଂଖ୍ୟାରେ ମହାରାଷ୍ଟ୍ରକୁ ପଛରେ ପକାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୨୭ ।୧୨: ବେଳକୁ ବେଳ କାୟା ବିସ୍ତାର କରି ଚାଲିଛି ଓମିକ୍ରନ୍ । କରୋନାର ଏହି ନୂଆ ଭାରିଏଣ୍ଟ ଏବେ ୧୯ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପହଞ୍ଚି ସରିଲାଣି । ସୋମବାର ଗୋଆରେ ଜଣେ ୮ ବର୍ଷର...

ପଞ୍ଜାବରେ ପରିବର୍ତ୍ତନର ସଙ୍କେତ ଦେଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରଥମ ଥର ପାଇଁ ଆମ ଆଦମୀ ପାର୍ଟି ଚମତ୍କାର ବିଜୟ ହାସଲ କରିଛି। ଦଳ ୩୫ଟି ସିଟ ମଧ୍ୟରୁ ୧୪ଟି ଜିତିଛି। ଭାଜପା ୧୨ଟି ଆସନ ଏବଂ କଂଗ୍ରେସ ୮ଟି ସିଟ ଜିତିଛି।...

ବଳାତ୍କାର ସମୟରେ ପୀଡ଼ିତାଙ୍କର ବିରୋଧ ନ କରିବା ସହମତି ନୁହେଁ, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ବଳାତ୍କାର ମାମଲାରେ ପୀଡ଼ିତା ବିରୋଧ କରି ନ ଥିଲେ ବି ଏହାକୁ ବଳାତ୍କାର ଭାବେ ଗ୍ରହଣ କରାଯିବ। ସେ ଏହାର ବିରୋଧ ନ କରିବା ଅର୍ଥ ତାଙ୍କର ଏଥିରେ ସହମତି ଥିବା କୁହାଯାଇ ପାରିବ ନାହିଁ। ଏକ...

ସ୍ୱାସ୍ଥ୍ୟ ସେବାରେ ସବୁଠୁ ଆଗରେ କେରଳ

ନୂଆଦିଲ୍ଲୀ,୨୭ ।୧୨: ନୀତି ଆୟୋଗ ଦ୍ୱାରା ସୋମବାର ହେଲ୍‌ଥ ଇଣ୍ଡେକ୍ସ ଜାରି କରାଯାଇଛି । ଏଥିରେ ଦକ୍ଷିଣ ରାଜ୍ୟ ବାଜି ମାରି ନେଇଥିବା ବେଳେ ଉତ୍ତର ରାଜ୍ୟଙ୍କ ଅବସ୍ଥା ଖରାପ । ହେଲ୍‌ଥ ଇଣ୍ଡେକ୍ସର ସୂଚନା ଅନୁଯାୟୀ, ସ୍ୱାସ୍ଥ୍ୟ ସେବା...

ଶ୍ରୀଶ୍ରୀ ବାବାଇଦା ହେଲେ ସତ୍‌ସଙ୍ଗର ଆଚାର୍ଯ୍ୟଦେବ

ଦେଓଘର/ଭୁବନେଶ୍ୱର,୨୭ା୧୨: ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତ୍‌ସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀ ବାବାଇଦା (ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ରବିବାର ଶ୍ରୀଶ୍ରୀ ଦାଦାଙ୍କ ଏକାଦଶ ଦିବସରେ ‘ସତ୍‌ସଙ୍ଗ’ର ସଭାପତି ଡ. ଅଲୋକ ଚକ୍ରବର୍ତ୍ତୀ (ପୂଜ୍ୟପାଦ...

ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଯୋଗୁ ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି…

ଲକ୍ଷ୍ନୌ, ୨୭।୧୨: ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଅତ୍ୟନ୍ତ ଦୁଃଖଦ ତଥା ଯନ୍ତ୍ରଣାଦାୟକ ଘଟଣା। ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି। ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ପକ୍ଷରୁ ଏକ ମାମଲାର ବିଚାର କରି ଏଭଳି...

୭ ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଏମ୍‌ପିଙ୍କ ପରଲୋକ

ନୂଆଦିଲ୍ଲୀ,୨୭।୧୨: ଜନତା ଦଳ ୟୁନାଇଟେଡ ରାଜ୍ୟସଭା ଏମ୍‌ପି ତଥା ଶିଳ୍ପପତି ମହେନ୍ଦ୍ର ପ୍ରସାଦଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କର ଦେହାନ୍ତ ହୋଇଛି । ମହେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri