ଜାତୀୟ

ସରୋଗେସି ଆଇନକୁ ଅନୁମତି: ଏହାକୁ ନେଇ ଆଉ ହୋଇପାରିବନି ବ୍ୟବସାୟ

ନୂଆଦିଲ୍ଲୀ,୨୭ ।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ସରୋଗେସି ଅଧିନିୟମ ୨୦୨୧କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଶନିବାର ରାଷ୍ଟ୍ରପତି ଏହାକୁ ମଞ୍ଜୁରୀ ବେଦା ସହ ଗେଜେଟ ପ୍ରକାଶ ପରେ ଏହା ଲାଗୁ ହୋଇଯାଇଛି । ଏଥିରେ ସରୋଗେସିକୁ ମାନ୍ୟତା ଦେବା...

୨୪ ଦିନରେ ୧୯ ରାଜ୍ୟରେ ପହଞ୍ଚିଲାଣି ଓମିକ୍ରନ୍‌

ନୂଆଦିଲ୍ଲୀ,୨୭ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ୨୪ ଦିନ ମଧ୍ୟରେ ୧୯ ରାଜ୍ୟରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ଏହାଦ୍ୱାରା ଏବେ ସିଦ୍ଧା ୫୦୯ ଜଣ ସଂକ୍ରମିତ ହୋଇଥିବା ଜଣାପଡିଛି । ଓମିକ୍ରନର ଦ୍ରୁତ ସଂକ୍ରମଣକୁ...

ଗିରଫ ହେଲେ ଧନ କୁବେର ପିୟୁଷ ଜୈନ, ଘରୁ ମିଳିଛି ୨୫୭କୋଟି ଟଙ୍କା ସହ ଦାମୀ ଗହଣା

କାନପୁର,୨୭ ।୧୨: ଶେଷରେ ଗିରଫ ହେଲେ ଧନ କୁବେର ଅତର ବ୍ୟବସାୟୀ ପିୟୁଷ ଜୈନ । ଜିଏସ୍‌ଟି ଇଣ୍ଟଲିଜେନ୍ସ ବ୍ୟବସାୟୀଙ୍କୁ କନ୍ନୌଜରୁ ଗିରଫ କରିଛି । ରବିବାର ସୁଦ୍ଧା ତାଙ୍କ ଘର ଉପରେ ଚଢାଉ କରାଯାଇ ୨୫୭ କୋଟି ନଗଦ...

‘ମୁଁ ୨୪ କ୍ୟାରେଟ କଂଗ୍ରେସ ଲୋକ’

ଜମ୍ମୁ,୨୭।୧୨: “ମୁଁ ୨୪ କ୍ୟାରେଟ୍‌ କଂଗ୍ରେସ ଲୋକ”। ଏଭଳି କହି କଂଗ୍ରେସ ଛାଡ଼ୁଥିବା ନେଇ ଚାଲିଥିବା ଅନିଶ୍ଚତତାରେ ପୂର୍ଣ୍ଣଛେଦ ପକାଇଛନ୍ତି ଗୁଲାମ ନବି ଆଜାଦ। ଦୁଇ ମାସ ହେଲା ଜମ୍ମୁ-କଶ୍ମୀରରେ ପ୍ରଚାର କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଆଜାଦ ଜମ୍ମୁର ଉପକଣ୍ଠ...

ସରକାରଙ୍କ ନିଷ୍ପତ୍ତି ‘ଅବୈଜ୍ଞାନିକ’

ନୂଆଦିଲ୍ଲୀ,୨୬।୧୨: କିଶୋରଙ୍କୁ ଟିକା ଦେବା ନେଇ ସରକାରଙ୍କ ଘୋଷଣା ଏକ ‘ଅବୈଜ୍ଞାନିକ’ ନିଷ୍ପତ୍ତି। ଏହା କହିଛନ୍ତି ଏମ୍ସର ଜଣେ ସିନିୟର ଏପିଡୋମିଲୋଜିଷ୍ଟ ଡ. ସଞ୍ଜୟ କେ ରାଇ। ସରକାରଙ୍କ ଘୋଷଣା ପୂର୍ବରୁ ଏମ୍ସରେ ଛୁଆ ଏବଂ କିଶୋରଙ୍କ ଉପରେ କୋଭାକ୍ସିନ...

୭ ବର୍ଷିୟା ନାବାଳିକାଙ୍କୁ ୨ ଦିନ ଧରି ବଳାତ୍କାର ପରେ ହତ୍ୟା

ମୋରଦାବାଦ,୨୬।୧୨: ଉତ୍ତରପ୍ରଦେଶର ମୋରଦାବାଦରେ ଜଣେ ୭ ବର୍ଷର ଝିଅଙ୍କୁ ଅପହରଣ କରାଯାଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅଟି ନିଖୋଜ ହେବାର ୨ ଦିନ ପରେ ଆଖୁକ୍ଷେତରୁ ତାଙ୍କ ମୃତଦେହ ମିଳିଛି। ଶୁକ୍ରବାର ଜଣେ ଚାଷୀ ତାଙ୍କ...

ରାଜ୍ୟପାଳ ଘରେ ଖାଇବାରୁ ଆସିଲା ୧୪ ହଜାର ଟଙ୍କାର ବିଲ୍‌

ଭୋପାଳ,୨୬।୧୨: ବୁଧରାମ ଆଦିବାସୀ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଭଙ୍ଗା କୁଡ଼ିଆ ଘରେ ରହୁଥିଲେ। ଗତ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ପକ୍କା ଘର ଯୋଗାଇ ଦିଆଯାଇଥିଲା। ଏପରି କି ତାଙ୍କୁ ଘରର ଚାବି ହସ୍ତାନ୍ତର କରିଥିଲେ ରାଜ୍ୟପାଳ...

ରାଜଧାନୀକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ, ୨୬।୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସୋମବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ରାତି ୧୧ରୁ ଭୋର ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ। ଓମିକ୍ରନ୍‌ ଭାରିଆଣ୍ଟ ଆସିବା ପରେ ଦିଲ୍ଲୀରେ ଦୈନିକ କୋଭିଡ୍‌...

ବିମୁଦ୍ରିକରଣ ସମୟରେ ଦୁର୍ନୀତି କରିଥିଲେ ସେନା ଅଧିକାରୀ

ନୂଆଦିଲ୍ଲୀ,୨୬।୧୨: ୨୦୧୬ ନଭେମ୍ବରରେ ବିମୁଦ୍ରିକରଣ ସମୟରେ ବିଭିନ୍ନ ଦୁର୍ନୀତି ସହ ଜଡ଼ିତ ଥିବା ଜଣେ ଭାରତୀୟ ସେନା କ୍ୟାପଟେନ ଜେନେରାଲ କୋର୍ଟ ମାର୍ସଲ (ଜିସିଏମ୍‌)ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ସେନାର ପଶ୍ଚିମାଞ୍ଚଳ କମାଣ୍ଡର ମୁଖ୍ୟ କାର୍ଯ୍ୟାଳୟରେ ଆସନ୍ତା ବର୍ଷ ଜାନୁୟାରୀ...

୫ ମାସର ପୁଅକୁ ହତ୍ୟା କରି ଲୁଚାଇଥିଲେ ପାଣି ଭର୍ତ୍ତି ଡ୍ରମ ଭିତରେ

ଥାଣେ,୨୬।୧୨: ମହାରାଷ୍ଟ୍ରର ଥାଣେ ଜିଲାର କାଲଓ୍ବା ଅଞ୍ଚଳରେ ପାଣି ଭର୍ତ୍ତି ଡ୍ରମ ଭିତରୁ ମିଳିଛି ୫ ମାସର ପୁଅର ମୃତଦେହ। ଏହି ଘଟଣାରେ ରବିବାର ଶିଶୁପୁତ୍ରର ମା’ଙ୍କୁ ହତ୍ୟା ଓ ପ୍ରମାଣ ଲୁଚାଇବା ଅପରାଧରେ ଗିରଫ କରାଯାଇଛି। ମହାତ୍ମା ଫୁଲେ...

ଚର୍ଚ୍ଚରେ ଭାଙ୍ଗିଦେଲେ ଯୀଶୁଙ୍କ ପ୍ରତିମୂର୍ତ୍ତି

ଅମ୍ବାଲା(ହରିୟାଣା),୨୬।୧୨: ହରିୟାଣା ଅମ୍ବାଲାର ଏକ ଚର୍ଚ୍ଚରେ ଯୀଶୁଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରିପାରି ନାହିଁ। ଦୁଇ ଜଣ ଯୁବକ ଶନିବାର ରାତି ପ୍ରାୟ...

‘ୟୁପିରେ ଭାଜପା ୩୦୦ରୁ ଅଧିକ ଆସନରେ ଜିତିବ’

ନୂଆଦିଲ୍ଲୀ,୨୬।୧୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ଦେଇ ରାଜନୀତି ଜୋର ଧରିଛି। ବିଭିନ୍ନ ଦଳ ପକ୍ଷରୁ ରାଜ୍ୟରେ ପ୍ରଚାର ଜୋରସୋରରେ ଚାଲିଛି। ରବିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କାର୍ଯ୍ୟସୂଚୀରୁ ପ୍ରାୟ ଏକ ଘଣ୍ଟା ବିଳମ୍ବରେ କସଗଞ୍ଜରେ ପହଞ୍ଚିଥିଲେ। ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri