ଜାତୀୟ

ମୋବାଇଲ୍‌ ଧରୁଥିବା ଝିଅ ନୁହନ୍ତି, ୪୦-୫୦ ବର୍ଷୀୟ ମହିଳା ମୋଦିଙ୍କ ଦ୍ୱାରା ଅଧିକ ପ୍ରଭାବିତ ହୁଅନ୍ତି: ଦିଗ୍‌ବିଜୟ

ଭୋପାଳ,୨୬।୧୨: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ସମ୍ପର୍କରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ଜିନ୍ସ ପିନ୍ଧୁଥିବା ଏବଂ ମୋବାଇଲ୍‌ ଧରୁଥିବା ଝିଅ...

ଆମେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଏଇଥିପାଇଁ ନିର୍ମାଣ କରୁଛୁ, ବିଶ୍ୱର କୌଣସି ଦେଶ ଆମକୁ ଶତ୍ରୁ ଭାବେ ନ ଦେଖୁ: ରାଜନାଥ

ଲକ୍ଷ୍ନୌ,୨୬ ।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ବ୍ରହ୍ମୋସ ଏଇଥିପାଇଁ ନିର୍ମାଣ କରାଯାଉଛି, ଯେ ବିଶ୍ୱର କୌଣସି ବି ଦେଶ...

କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ, ବୁଷ୍ଟର ଡୋଜ ମଧ୍ୟରେ ରହିବ ୯-୧୨ ମାସର ବ୍ୟବଧାନ!

ନୂଆଦିଲ୍ଲୀ,୨୬ ।୧୨: ଦେଶରେ କୋଭିଡ ୧୯ ବୁଷ୍ଟର ଡୋଜ ଦେବାଲାଗି ଅନୁମତି ମିଳିଯାଇଛି । ଏହା ପ୍ରଥମେ ଫ୍ରଣ୍ଟଲାଇନ୍ ୱାର୍କର୍ସ ଓ ବରିଷ୍ଠ ନାଗରିକଙ୍କୁ ଦିଆଯିବ । ଏହାସହ ଯେଉଁମାନେ କୌଣସି ବଡ ଧରଣର ସ୍ୱାସ୍ଥ୍ୟ ସମସ୍ୟାରେ ପୀଡ଼ିତ ସେମାନଙ୍କୁ...

ନ୍ୟାୟପାଳିକା ଉପରେ ବଢୁଛି ଆକ୍ରମଣ…

ବିଜୟଓ୍ବାଡା, ୨୬।୧୨: ଦେଶରେ ନ୍ୟାୟପାଳିକା ଉପରେ କ୍ରମାଗତ ଭାବେ ଆକ୍ରମଣ ଘଟଣା ବଢ଼ିବାରେ ଲାଗିଛି। ଏକ ନିରାପଦ ପରିବେଶ ସୃଷ୍ଟି କରିବାକୁ ସରକାରଙ୍କ ପକ୍ଷରୁ ନ୍ୟାୟପାଳିକା ଉପରେ ହୋଇଥିବା ଆକ୍ରମଣର ପ୍ରଭାବଶାଳୀ ମୁକାବିଲା ପାଇଁ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକର ଆବଶ୍ୟକତା...

କୃଷିମନ୍ତ୍ରୀଙ୍କ ଟୁଇଟ୍‌, ଫେରିବନି କୃଷି ଆଇନ…

ନୂଆଦିଲ୍ଲୀ, ୨୬।୧୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଦୁଇଦିନ ତଳେ ତିନି କୃଷି ଆଇନକୁ ପୁଣି ନୂଆ ରୂପରେ ଫେରାଇ ଅଣାଯିବ ବୋଲି ମହାରାଷ୍ଟ୍ରର ନାଗପୁର ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତବ୍ୟ ଦେଇଥିଲେ। ସରକାର ପ୍ରତ୍ୟାହାର କରି...

ନୁଡଲ୍ସ ଫ୍ୟାକ୍ଟ୍ରିରେ ଫାଟିଲା ବଏଲର, ୬ ମୃତ-୧୨ରୁ ଅଧିକ ଆହତ…

ମୁଜାଫରପୁର, ୨୬।୧୨: ବିହାରର ମୁଜାଫରପୁରଠାରେ ଥିବା ନୁଡଲ୍ସ୍‌ ଫ୍ୟାକ୍ଟ୍ରିରେ ଥିବା ବଏଲରରେ ଫାଟିବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ବଏଲର ପ୍ରଚଣ୍ଡ ବିସ୍ଫୋରଣ କରି ଫାଟି ଯାଇଥିଲା। ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଉଦ୍ଧାରକାର୍ଯ୍ୟ ଯୁଦ୍ଧକାଳୀନ...

ପ୍ରାପ୍ତ ବୟସ୍କା ମୁସଲମାନ୍‌ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ, ହାଇକୋର୍ଟଙ୍କ ରାୟ…

ଚଣ୍ଡିଗଡ଼, ୨୬।୧୨: ପ୍ରାପ୍ତ ବୟସ୍କା ମୁସଲମାନ୍‌ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜଣେ ମୁସଲମାନ ଯୁବତୀଙ୍କର ସୁରକ୍ଷା ଆବେଦନକୁ ଗ୍ରହଣ କରି ଏଭଳି କହିଛନ୍ତି। ୧୭ ବର୍ଷ ବୟସ୍କା ଯୁବତୀ ଜଣକ ତାଙ୍କ...

ବିବାହ ପୂର୍ବରୁ ଭାବୀ ଜ୍ୱାଇଁଙ୍କୁ ଚେତାବନୀ ଦେଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୬।୧୨: କେନ୍ଦ୍ର ମନ୍ତ୍ରୀ ତଥା ଅଭିନେତ୍ରୀ ସ୍ମୃତି ଇରାନୀ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଏଥର ରାଜନୀତି ନୁହେଁ ବରଂ ତାଙ୍କ ଝିଅକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ମୃତି ଇରାନୀଙ୍କ ଝିଅ ଜୋଶ ଇରାନୀ ତାଙ୍କ ବନ୍ଧୁ ଅର୍ଜୁନ...

ମହାମାରୀ ବିରୋଧରେ ଭାରତବାସୀ ଏକଜୁଟ ହୋଇ ଲଢୁଛନ୍ତି…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ...

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨..

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ...

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଶ୍ରୀଗୁଫଓ୍ବାଡ଼ାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ...

ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍‌ ଆଦ୍‌ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ କରୁଥିବା ମନ୍ତବ୍ୟ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେବା ପରେ ଭାଜପା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri