ଜାତୀୟ

ଶିବାଜୀ ପାର୍କରେ ହେବ କୋକିଳକଣ୍ଠୀଙ୍କ ଅନ୍ତିମ ସତ୍କାର

ବମ୍ବେ,୬।୨: ମା’ ସରସ୍ବତୀଙ୍କ ବିସର୍ଜନରେ ବାହୁଡ଼ିଗଲେ ପ୍ରସିଦ୍ଧ ଗାୟିକା ଲତା ମଙ୍ଗେସକର। ଏହାପରେ ତାଙ୍କର ଶେଷକୃତ୍ୟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ପ୍ରାୟ ୧୨.୩୦ ସମୟରେ ତାଙ୍କ ବାସଭବନକୁ ଅଣାଯିବ। ସେଠାରୁ ଶିବାଜୀ ପାର୍କକୁ ନିଆଯାଇ...

‘ରାହୁଲ ଯାହା ନିଷ୍ପତ୍ତି ନେବେ ତାକୁ ମାନିବି’

ଚଣ୍ଡିଗଡ଼/ନୂଆଦିଲ୍ଲୀ,୬।୨: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନକୁ ନେଇ ବିବାଦ ଦେଖାଦେଇଛି। ଅନ୍ୟପକ୍ଷେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଜଣେ ନେତାଙ୍କ ନାମ ଘୋଷଣା କରିବେ ବୋଲି ସୂଚନା ମିଳିଛି। ତେବେ...

ଲତାଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏନେଇ ଜାତୀୟ ପତାକା ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ। ଏପରିକି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଲତାଙ୍କ ଶେଷକୃତ୍ୟ...

ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ପରଲୋକ

ନୂଆଦିଲ୍ଲୀ,୬।୨: ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ...

ଗୋରଖନାଥ ମନ୍ଦିର ଓ ଯୋଗୀ ଆଦିତ୍ୟନାଥଙ୍କୁ ବୋମାରେ ଉଡାଇ ଦେବାକୁ ଧମକ

ଲକ୍ଷ୍ନୌ,୬ ।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଗୋରଖନାଥ ମନ୍ଦିରକୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ଦିଆଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଧମକ ମିଳିବା ପରେ ସବୁଠି ଭୟର ବାତାବରଣ ସୃଷ୍ଟି ହୋଇଛି...

ଫେଲ ମାରିଲା ପାକିସ୍ତାନର ଅନୁପ୍ରବେଶ ଉଦ୍ୟମ: ୩ ଅନୁପ୍ରବେଶକାରୀ ନିହତ

ଜମ୍ମୁ,୬ ।୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନ୍ତରାଷ୍ଟ୍ରୀୟ ସୀମାରେ ପ୍ରବେଶ ଉଦ୍ୟମ କରୁଥିବା ୩ ଅନୁପ୍ରବେଶକାରୀ ବିଏସଏଫ୍ ଯବାନଙ୍କ ଗୁଳିର ଶିକାର ହୋଇଛନ୍ତି । ମୃତକଙ୍କ ନିକଟରୁ ଯବାନମାନେ ବହୁ ପରିମାଣର ନିଶା ଦ୍ରବ୍ୟ(ଡ୍ରଗ୍ସ) ଜବତ କରିଥିବା ସୂଚନା ମିଳିଛି...

ପ୍ରସ୍ତୁତ ହେବ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ

ନୂଆଦିଲ୍ଲୀ,୬ ।୨: ହାଇଦ୍ରାବାଦ ସ୍ଥିତ ଫାର୍ମାସ୍ୟୁଟିକାଲ କମ୍ପାନୀ ବାୟୋଲଜିକାଲ-ଇକୁ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର କହିଛନ୍ତି । ଏହାର ପ୍ରତି ଡୋଜର ଦାମ ୧୪୫ ଟଙ୍କା ରଖାଯାଇଛି । ଫେବୃୟାରୀ ଶେଷ...

ଲତାଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି: ୨୯ ଦିନ ହେବ ଭର୍ତ୍ତି ଅଛନ୍ତି ଆଇସିୟୁରେ

ମୁମ୍ବାଇ,୬ ।୨: ଭାରତ ରନ୍ନ, ସୁର ସାମ୍ରାଜ୍ଞି ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଛି । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ସେ ଦୀର୍ଘ ୨୯ ଦିନ ହେବ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି । ଶନିବାର...

ସପ୍ତାହକ ମଧ୍ୟରେ ଚତୁର୍ଥ ରାଲି କରିବେ ମୋଦି

ନୂଆଦିଲ୍ଲୀ,୬ ।୨: ପାଞ୍ଚ ରାଜ୍ୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିବି ଏ ନେଇ ପ୍ରଚାର ଆରମ୍ଭ କରି ସାରିଲେଣି । ଉତ୍ତର ପ୍ରଦେଶରୁ ନେଇ ଗୋଆ ପର୍ଯ୍ୟନ୍ତ...

ପୁରୁଣା ରେଲୱେ କୋଚରେ ରେସ୍ତୋରାଁ

ନାଗପୁର,୬ ।୨: ମହାରାଷ୍ଟ୍ର ନାଗପୁର ରେଲୱେ ଷ୍ଟେଶନ ବାହାରେ ନାଗପୁର ଡିଭିଜନର ସେଣ୍ଟ୍ରାଲ ରେଲୱେ ପକ୍ଷରୁ ଖୋଲାଯାଇଛି ‘ରେଷ୍ଟୁରାଣ୍ଟ ଅନ୍ ହ୍ୱିଲ୍ସ’ । ଟେଣ୍ଡର ମାଧ୍ୟମରେ ଏକ ପୁରୁଣା ରେଳ ବଗିକୁ ରେସ୍ତୋରାଁରେ ପରିବର୍ତ୍ତନ କରାଯାଇଛି । ଏହା ହଲଦିରାମସ୍...

ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୬।୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷୀୟାନ ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥାରେ ଶନିବାର ଗୁରୁତର ଅବନତି ଦେଖାଦେବାରୁ ତାଙ୍କୁ ଫୋର୍ଟିସ୍‌ ମୋହାଲି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୯୪ ବର୍ଷୀୟ ବାଦଲ ନିକଟରେ ଲାମ୍ବି...

କର୍ନାଟକରେ ସଦ୍‌ଭାବନା ବ୍ୟାହତ କରୁଥିବା ପୋଷାକ ନିଷେଧ

ବେଙ୍ଗାଲୁରୁ,୬।୨: କଲେଜରେ ହିଜାବ ବିବାଦ ପରେ ସଂହତି, ସଦ୍‌ଭାବନା ଓ ସାଧାରଣ ଶୃଙ୍ଖଳା ବ୍ୟାହତ କରୁଥିବା ପୋଷାକକୁ କର୍ନାଟକ ସରକାର ଶନିବାର ନିଷେଧ କରିଛନ୍ତି। ହିଜାବ ନିୟମ ବିରୋଧରେ ଉଡ଼ୁପି କଲେଜର ୫ ଛାତ୍ରୀଙ୍କ ଆବେଦନ ଉପରେ କର୍ନାଟକ ହାଇକୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri