ଜାତୀୟ

ଯୋଗୀଙ୍କ ବିରୋଧରେ ଲଢ଼ିବେ ପୂର୍ବତନ ଶିକ୍ଷକ

ଲକ୍ଷ୍ନୌ,୬।୨: ଜମି ମାଫିଆମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଦୀର୍ଘ ୨୬ ବର୍ଷ ହେଲା ମୁଜାଫରନଗରରେ ଧାରଣାରେ ବସିଥିବା ଉତ୍ତରପ୍ରଦେଶର ପୂର୍ବତନ ସ୍କୁଲ୍‌ ଶିକ୍ଷକ ତଥା ଦୁର୍ନୀତି ବିରୋଧୀ କର୍ମୀ ବିଜୟ ସିଂଗୋରଖପୁର ଅର୍ବାନ ଆସନରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ...

‘କୋଭିଡ୍‌ ବେଳେ ଚାଷୀଙ୍କୁ ରାସ୍ତାରେ ଛାଡ଼ିଥିଲେ ମୋଦି’

କିଚ୍ଛା (ଉତ୍ତରାଖଣ୍ଡ),୬।୨ : କୋଭିଡ୍‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ହଜାର ହଜାର ଚାଷୀଙ୍କୁ ବର୍ଷେରୁ ଊର୍ଦ୍ଧ୍ୱ କାଳ ରାସ୍ତାରେ ଛାଡ଼ିଥିଲେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଭାରତରେ ଏବେ...

ଉଚ୍ଛେଦ ହେବ ଅଧିକାଂଶ ଆସନ

ନୂଆଦିଲ୍ଲୀ,୬।୨: ଜମ୍ମୁ-କଶ୍ମୀରର ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀ ସୀମାରେ ବ୍ୟାପକ ପରିବର୍ତ୍ତନ ଲାଗି ସୀମା ନିର୍ଦ୍ଧାରଣ କମିଶନ ପ୍ରସ୍ତାବ ଦେଇଛନ୍ତି। କମିଶନ ପ୍ରସ୍ତୁତ କରିଥିବା ଚିଠା ରିପୋର୍ଟ ଉପରେ ମତାମତ ପାଇଁ ଏହାକୁ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳର...

ଚାଉଳ ବିକିବେ ତେଜ ପ୍ରତାପ

ପାଟନା,୬ ।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ବଡପୁଅ ତଥା ହସନପୁର ବିଧାୟକ ତେଜ ପ୍ରତାପ ଯାଦବ ଏବେ ଭିନ୍ନ ଭିନ୍ନ କାମ ଉପରେ ହାତ ପକାଉଥିବା ଦେଖାଯାଇଛି । କେବେ ସେ ବ୍ଲଗ ତିଆରି କରୁଛନ୍ତି ପୁଣି...

ଲତା ମଙ୍ଗେସ୍‌କର ପୁଣି ଗୁରୁତର

ନୂଆଦିଲ୍ଲୀ,୬।୨ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ଅବସ୍ଥା ଗୁରୁତର ରହିଛି। ସେ ଏବେ ଆଇସିୟୁରେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଲତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ରେ...

ପ୍ରବଳ ତୁଷାରପାତ, ଶିମ୍‌ଲାର ତାପମାତ୍ରା ମାଇନସ୍‌ ୨.୧ ଡିଗ୍ରୀକୁ ଖସିଲା

ଶିମ୍‌ଲା,୫ା୨: ହିମାଚଳପ୍ରଦେଶରେ ପ୍ରବଳ ତୁଷାରପାତ ହେବାରୁ ଶିମ୍‌ଲାର ତାପମାତ୍ରା ମାଇନସ ୨.୧ ଡିଗ୍ରୀକୁ ଖସିଛି। ଏହା ଚଳିତବର୍ଷ ସର୍ବନିମ୍ନ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ପର୍ଯ୍ୟଟନସ୍ଥଳୀ କୁଫ୍ରୀରେ ସର୍ବାଧିକ ତୁଷାରପାତ ହୋଇଛି...

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି।...

ଅଖିଳେଶଙ୍କ ପାଖରେ ଅଛି ୪୦ କୋଟିରୁ ଅଧିକ ସମ୍ପତ୍ତି; ହେଲେ ନାହିଁ ଗୋଟିଏ ବି କାର୍‌

ଲକ୍ଷ୍ନୌ,୫।୨: ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ। ଏଥିପାଇଁ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମେନପୁରୀର କରହଲ ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ନିଜ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଅଖିଳେଶ...

୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ…

ହାଇଦ୍ରାବାଦ୍‌, ୫।୨ : ଏକାଦଶ ଶତାବ୍ଦୀର ସନ୍ଥ ରାମାନୁଜାଚାର୍ଯ୍ୟଙ୍କର ୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପଣ କରିଛନ୍ତି। ମିଶ୍ରଧାତୁରେ ନିର୍ମିତ ଏହି ମୂର୍ତ୍ତି ରାମଶାବାଦ୍‌ଠାରେ ୪୫ ଏକର ପରିମିତ...

ପ୍ରଚାର ମଙ୍ଗ ଧରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୨: ୫ ରାଜ୍ୟରେ ବାଜିଛି ନିର୍ବାଚନ ବିଗୁଲ। ଏହାକୁ ନେଇ ରାଜନୀତି ପାଣିପାଗ ସରଗରମ ରହିଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ମଙ୍ଗ ଧରିବେ ବୋଲି ଜଣାପଡ଼ିଛି। ଫେବୃୟାରୀ ୭ରେ ୟୁପି ବିଜେନୋରରେ କର୍ମକର୍ତ୍ତାମାନଙ୍କୁ ସେ ସମ୍ବୋଧିତ...

ଟ୍ରାଫିକ୍‌ ଜାମ୍‌ ଯୋଗୁ ବଢୁଛି ଛାଡ଼ପତ୍ର ସମସ୍ୟା…

ମୁମ୍ବାଇ, ୫।୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ସ୍ତ୍ରୀ ଅମୃତା ଫଡନଭୀସ ଶାସକ ଦଳ ମହାରାଷ୍ଟ୍ର ବିକାଶ ଆଘାଡି ସରକାରଙ୍କୁ ଟାର୍ଗେଟ କରି ଏକ ଅଜବ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ...

କେରଳରେ ସର୍ବାଧିକ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୫।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୩୮,୬୮୪ ନୂଆ ଆକ୍ରାନ୍ତଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri