ଜାତୀୟ

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୨୪।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୬୫୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୭୪ ଜଣଙ୍କର ମୃତ୍ୟୁ ହୋଇଛି।...

ଚୋରି କରିବାକୁ ଆସି ଭାବପ୍ରବଣ ହେଲେ ଚୋର: ଜିନିଷ ରଖି ଛାଡିଗଲେ ଚିଠି

ଲକ୍ଷ୍ନୌ,୨୪।୧୨: ଉତ୍ତର ପ୍ରଦେଶର ବାନ୍ଦାରେ ଚୋରିର ଏକ ରୋଚକ ଘଟଣା ଘଟିଛି। ଏକ ଦୋକାନକୁ ଚୋରି କରିବାକୁ ଯାଇଥିବା ଚୋର ଦୋକାନୀ ମାଲିକଙ୍କ ଦୁଃଖ ଦେଖି ଭାବପ୍ରବଣ ହୋଇପଡିଛନ୍ତି। କେବଳ ଏତିକି ନୁହେଁ, ଚୋର ଦୋକାନୀଙ୍କୁ ସବୁ ଜିନିଷ ରଖିଦେବା...

୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ।...

କୋଭିଡ୍‌ ଟିକାକରଣ ବଢ଼ାଅ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.):କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ଭାରତରେ ବଢ଼ିବାରେ ଲାଗିଛି। ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ଲାଗି ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ କୋଭିଡ୍‌ ଟିକାକରଣ ବଢ଼ାଇବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଉତ୍ତରପ୍ରଦେଶ, ପଞ୍ଜାବ,...

୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌: ୩୪୬ ସଂକ୍ରମିତ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ...

ଓମିକ୍ରନ୍ ଭୟରେ ଗାଁ ଲୋକେ ଲଗାଇଲେ ଲକ୍‌ଡାଉନ

ହାଇଦ୍ରାବାଦ,୨୪ ।୧୨: ସାରା ବିଶ୍ୱରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆମ ଦେଶରେ ବି ଏହି ସଂଖ୍ୟା ଏବେ ପାଖାପାଖି ୩୦୦ ଛୁଇଁବାକୁ ଯାଉଛି । ଏଭଳି ପରିସ୍ଥିତିରେ ତେଲେଙ୍ଗାନାର ରାଜନ୍ନା ସିରସିଲ୍ଲା ଜିଲା ଗୁଡେମ ଗାଁରେ...

ଓମିକ୍ରନ୍‌କୁ ନେଇ ହାଇକୋର୍ଟଙ୍କ ଚିନ୍ତା: ନିର୍ବାଚନ ଘୁଞ୍ଚାଇବାକୁ ସରକାର, ନିର୍ବାଚନ କମିଶନଙ୍କୁ ଅପିଲ

ଆହ୍ଲାବାଦ,୨୪ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏପଟେ ରାଜନୈତିକ ଦଳମାନେ ବିଭିନ୍ନ ରାଲି ଓ ଜନସଭା ଆୟୋଜନ କରି ଭୋଟରଙ୍କୁ ନିଜ ଆଡକୁ ଆଣିବାକୁ ଚେଷ୍ଟା ଆରମ୍ଭ କଲେଣି । ଅନ୍ୟପଟେ ଦେଶରେ ଦିନକୁ...

ମଧ୍ୟପ୍ରଦେଶରେ ନାଇଟ୍‌ କର୍ଫ୍ୟୁ

ଭୋପାଳ, ୨୩।୧୨: ଦେଶରେ ଓମିକ୍ରନ୍‌ ସଂକ୍ରମଣ ବଢୁଥିବାରୁ ବିଭିନ୍ନ ରାଜ୍ୟ ପକ୍ଷରୁ ପୁନର୍ବାର କୋଭିଡ୍‌ କଟକଣା ଲାଗୁ କରାଯାଉଛି। ଅନେକ ରାଜ୍ୟ ଯାତ୍ରା କଟକଣା ଲଗାଇଥିବା ବେଳେ ମଧ୍ୟପ୍ରଦେଶ ସରକାର ଗୁରୁବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା...

‘ଓମିକ୍ରନରୁ ବର୍ତ୍ତିବା ପାଇଁ କପଡ଼ା ମାସ୍କ ସୁରକ୍ଷିତ ନୁହେଁ’

ନୂଆଦିଲ୍ଲୀ, ୨୩ା୧୨: କରୋନାର ଦ୍ରୁତ ସଂକ୍ରାମକ ଭାରିଆଣ୍ଟ ଓମିକ୍ରନରୁ ବର୍ତ୍ତିବା ପାଇଁ କପଡ଼ା ମାସ୍କ ସୁରକ୍ଷିତ ନୁହେଁ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ମିଶ୍ରିତ ମାଟେରିଆଲର ଡବଲ କିମ୍ବା ଟ୍ରିପଲ ଲେୟର ଥିବା ମାସ୍କ ପ୍ରଭାବୀ ହୋଇପାରେ ବୋଲି ଅକ୍ସଫୋର୍ଡ...

ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ ମାମଲାର ବିଚାର କରି ବମ୍ବେ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଅନୁଜା...

ନରମିଲେ ରାଓ୍ବତ

ନୂଆଦିଲ୍ଲୀ,୨୩।୧୨: କଂଗ୍ରେସ ନେତା ହରିଶ ରାୱତ ବୁଧବାର ତାଙ୍କ ହାତ ଓ ପାଦ ବନ୍ଧା ଯାଇଥିବା ଟୁଇଟ୍‌ କରିବା ପରେ ଗୁରୁବାର ସ୍ବର ବଦଳାଇଛନ୍ତି। ସେ କହିଛନ୍ତି, ତାହା ତାଙ୍କ ନିତିଦିନିଆ ଟୁଇଟ୍‌ ଥିଲା। କିନ୍ତୁ ଆଜି ଖବରକାଗଜ ପଢିବା...

କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ

ବେଙ୍ଗାଲୁରୁ,୨୩।୧୨: ଗୁରୁବାର କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୬ ରେ ମାପ କରାଯାଇଛି। ଭୂକମ୍ପ ଅନୁଭବ କରିବା ପରେ ଲୋକମାନେ ନିଜ ଘରୁ ରାସ୍ତାକୁ ବାହାରି ଆସିଥିଲେ। ଏହି ଭୂକମ୍ପ ଯୋଗୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri