ଜାତୀୟ

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର...

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା...

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ...

ଶାହା, ସୋନିଆଙ୍କୁ ସୁରକ୍ଷା ଦେବେ ମହିଳା କମାଣ୍ଡୋ

ନୂଆଦିଲ୍ଲୀ, ୨୩ା୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଅନ୍ୟ ଭିଆଇପିଙ୍କ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ ସିଆର୍‌ପିଏଫ୍‌ର ମହିଳା କମାଣ୍ଡୋ। ଏ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି...

ଅକାଳୀ ନେତାଙ୍କ ପାଇଁ ଲୁକ୍‌ଆଉଟ ନୋଟିସ

ନୂଆଦିଲ୍ଲୀ,୨୩।୧୨: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ବିକ୍ରମ ସିଂ ମାଜିଥିଆଙ୍କ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବୁଧବାର ଲୁକ୍‌ଆଉଟ ନୋଟିସ ଜାରି କରିଛି। ରାଜ୍ୟ ପୋଲିସ ତାଙ୍କ ବିରୋଧରେ ଏନ୍‌ଡିପିଏସ୍‌ ଆଇନରେ ମାମଲା ରୁଜୁ...

ଡାଇଭୋର୍ସ ମାଗିବାରୁ ହାଣିଦେଲେ

ମୁମ୍ବାଇ,୨୨।୧୨: ଘରୋଇ କଳହକୁ କେନ୍ଦ୍ର କରି ୩୪ ବର୍ଷୀୟା ମହିଳାଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ଘଟଣାଟି ଘଟିଛି ମୁମ୍ବାଇ ଉପକଣ୍ଠ ଜୋଗେଶ୍ୱରୀ ଅଞ୍ଚଳରେ। ତେବେ ଦିଲଶାଦ ଖାନ ଡାଇଭୋର୍ସ ଦାବି କରିବାରୁ ତାଙ୍କ...

ଭାରତୀୟ ନାଗରିକତା ପାଇଁ ଆବେଦନ କରିଛନ୍ତି ୭ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଡିସେମ୍ବର ୧୪ ତାରିଖ ସୁଦ୍ଧା ୭,୩୦୬ ଜଣ ପାକିସ୍ତାନ ନାଗରିକ ଭାରତୀୟ ନାଗରିକତା ପାଇଁ ଆବେଦନ କରିଛନ୍ତି। ଏ ନେଇ ସଂସଦକୁ ସୂଚନା ଦେଇଛନ୍ତି ସ୍ବରାଷ୍ଟ୍ର ରାଜ୍ୟ ମନ୍ତ୍ରୀ ନିତ୍ୟାନନ୍ଦ ରାଇ। ଚଳିତ ମାସ ୧୪...

‘ବିଶ୍ରାମ ନେବା ସମୟ ଆସିଯାଇଛି’

ଡେରାଡୁନ୍‌,୨୨।୧୨: ଆସନ୍ତା ବର୍ଷ ଆରମ୍ଭରେ ଉତ୍ତରାଖଣ୍ଡ ବିଧାନସଭା ନର୍ବାଚନ ହେବାକୁ ଥିବାବେଳେ କଂଗ୍ରେସର ଟ୍ରବୁଲ୍‌ ଶୁଟର ଭାବେ ପରିଚିତ ବରିଷ୍ଠ ନେତା ହରିଶ ରାଓ୍ବତ୍‌ ଦଳ ପାଇଁ ସମସ୍ୟା ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୩ ବର୍ଷୀୟ ରାଓ୍ବତ୍‌...

ସ୍କ୍ରାପ ପାର୍ଟସରୁ ନିର୍ମିତ ଗାଡ଼ି ବଦଳରେ ନୂଆ ବୋଲେରୋ

ମୁମ୍ବାଇ,୨୨।୧୨: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ସ୍କ୍ରାପ ମେଟାଲରୁ ଏକ ୪ ଚକିଆ ଯାନ ନିର୍ମାଣ କରିଛନ୍ତି। ଏହି ସ୍ବତନ୍ତ୍ର ୪ ଚକିଆ ଯାନ ମହିନ୍ଦ୍ରା ଗ୍ରୁପ୍‌ ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରାଙ୍କ ଦୃଷ୍ଟି ଆକର୍ଷଣ କରିଛି। ୟୁଟ୍ୟୁବ ଚ୍ୟାନେଲ ହିଷ୍ଟୋରିକାନ ଅନୁଯାୟୀ,...

ଆଇସୋଲେଶନରେ ସ୍ତ୍ରୀ, ରାଲିରେ ବ୍ୟସ୍ତ ଅଖିଳେଶ

ନୂଆଦିଲ୍ଲୀ,୨୨।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ତଥା ପୂର୍ବତନ ଏମ୍‌ପି ଡିମ୍ପଲ ଯାଦବ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଏବେ ଆଇସୋଲେଶନରେ ଥିବା ଟୁଇଟ୍‌ କରି ଜଣାଇଛନ୍ତି। ଏପରିକି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ନିଜକୁ...

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୨।୧୨: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ସଂସଦର ଶୀତ ଅଧିବେଶନ। ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାକୁ ସାଏନ୍‌ ଡାଏ ଘୋଷଣା କରାଯାଇଛି।...

କଶ୍ମୀରରେ ୨ ଆତଙ୍କବାଦୀ ଆକ୍ରମଣ; ପୋଲିସ ଅଫିସର ସମେତ ନାଗରିକଙ୍କ ମୃତ୍ୟୁ

ଶ୍ରୀନଗର,୨୨।୧୨: ଜାମ୍ମୁ କାଶ୍ମୀରରେ ବୁଧବାର ଆତଙ୍କବାଦୀଙ୍କ ଦ୍ୱାରା ଦୁଇଟି ପୃଥକ ଆକ୍ରମଣରେ ଜଣେ ପୋଲିସ ଅଫିସର ଏବଂ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲାର ବିଜବେହାରା ଡାକ୍ତରଖାନା ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri