ଜାତୀୟ

୧ ହଜାର କେଜି ଯୁଦ୍ଧାସ୍ତ୍ର ସହ ଶତ୍ରୁକୁ ଧ୍ୱଂସ କରିବ ମିସାଇଲ‘ପ୍ରଳୟ’

ନୂଆଦିଲ୍ଲୀ,୨୨।୧୨: ଭୁପୃଷ୍ଠରୁ ଭୁପୂଷ୍ଠକୁ ନିକ୍ଷେପ କରୁଥିବା ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ‘ପ୍ରଳୟ’ର ବୁଧବାର ସଫଳ ପରୀକ୍ଷଣ କରିଛି ଭାରତ। ଓଡ଼ିଶା ଉପକୂଳସ୍ଥିତ ବାଲେଶ୍ୱରର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପୂର୍ବାହ୍ନ ୧୦ଟା ୩୦ରେ ଏହାର...

କରୋନା ଟିକା ନ ନେଇଥିଲେ ଜାନୁୟାରୀ ୧ରୁ ଏସବୁ ମନା

ଚଣ୍ଡିଗଡ,୨୨।୧୨: ହରିୟାଣାରେ କରୋନା ଟିକା ନେଇ ନ ଥିବା ଲୋକଙ୍କ ଉପରେ ଜାନୁଆରୀ ୧ରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବିଜ କହିଛନ୍ତି ଯେ, ଯେଉଁ...

ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ରାଜନୀତି

ମୁମ୍ବାଇ,୨୨।୧୨: ଗତ ୪୫ ଦିନ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୌଣସି ସାଧାରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିନାହାଁନ୍ତି କିମ୍ବା ଅଫିସକୁ ଆସୁନାହାଁନ୍ତି। ନିକଟରେ ତାଙ୍କର ଏକ ଗଳା ଅପରେଶନ ହୋଇଥିଲା। ଏହାପରେ ସେ ଏବେ ବିଶ୍ରାମ ନେଉଛନ୍ତି। ମହାରାଷ୍ଟ୍ର...

ପୁଣି କଂଗ୍ରେସରେ ଗୋଷ୍ଠୀକନ୍ଦଳ

ଡେରାଡୁନ,୨୨।୧୨: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ଚିନ୍ତା ବଢିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ କଂଗ୍ରେସ ସଂଗଠନ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଉତ୍ତରାଖଣ୍ଡ କଂଗ୍ରେସରେ...

ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍‌ ଇଲୋକ୍ଟ୍ରାର ରୋଲ୍‌) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା...

ନାବାଳିକାଙ୍କୁ ବିବାହ କରି ଗିରଫ ହେଲେ ୨୭ ବର୍ଷୀୟ ବ୍ୟକ୍ତି

ମୁମ୍ବାଇ,୨୨।୧୨: ମୁମ୍ବାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୭ ବର୍ଷୀୟ ବ୍ୟକ୍ତିଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ୧୫ ବର୍ଷୀୟା ଝିଅଙ୍କୁ ବିବାହ କରିବା ସହ ତାଙ୍କୁ ଅନେକ ଥର ବଳାତ୍କାର କରିବା ଅଭିଯୋଗ...

ଏଣିକି ଅନ୍‌ଲାଇନ୍‌ ଶପିଂ ପାଇଁ ଆଉ ଲୋଡ଼ା ପଡ଼ିବନି ଡେବିଟ୍‌ କିମ୍ବା କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୨୨ା୧୨: ଏଣିକି ଅନ୍‌ଲାଇନ୍‌ ଶପିଂ ପାଇଁ ଆଉ ଲୋଡ଼ା ପଡ଼ିବନି ଡେବିଟ୍‌ କିମ୍ବା କ୍ରେଡିଟ୍‌ କାର୍ଡ। ଆମାଜନ, ଫ୍ଲିପ୍‌ କାର୍ଡ ଏବଂ ବିଗ୍‌ ବାସ୍କେଟ ଆପଣଙ୍କ ପସନ୍ଦର ଓ୍ବେବ୍‌ସାଇଟ୍‌ରୁ ଶପିଂ କରିବ ହେବ ଅଧିକ ସହଜ ଓ ସୁରକ୍ଷିତ। ରିଜର୍ଭ...

ଡିମ୍ପଲ ଯାଦବ କରୋନା ପଜିଟିଭ

ଲକ୍ଷ୍ନୌ,୨୨ ।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ଓ ତାଙ୍କର ଜଣେ ଝିଅ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏମାନେ ଘରେ ନିଜକୁ ଆଇସୋଲେଟ କରି ରଖିଛନ୍ତି । ଦ୍ୱିତୀୟ ଲହରରେ ଅଖିଳେଶ...

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ...

୪ ବର୍ଷରେ ୩,୧୧୭ ଜଣଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ…

ନୂଆଦିଲ୍ଲୀ, ୨୨।୧୨: ଗତ ୪ ବର୍ଷ ମଧ୍ୟରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ମୋଟ ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଅନୁମତି ପ୍ରଦାନ କରାଯାଇଛି। ଏସମ୍ପର୍କରେ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ସୂଚନା...

ଫିଲ୍ମ ‘୮୩’ କୁ ଟ୍ୟାକ୍ସ୍‌ ଫ୍ରି’ ଘୋଷଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୨।୧୨: କବୀର ଖାନଙ୍କ ନିର୍ଦ୍ଦେଶିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ଅଭିନେତା ରଣଭୀର ସିଂ ଅଭିନୟ କରିଛନ୍ତି। ତେବେ ମଙ୍ଗଳବାର ଦିଲ୍ଲୀରେ ଟିକସ...

ବଜେଟ ଅଧିବେଶନକୁ ଅପେକ୍ଷା, ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ଉପରେ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବୁଧବାର ସ୍ଥଗିତ ରଖାଯାଇଛି। ତେଣୁ ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ନେଇ ଆଗାମୀ ବଜେଟ ଅଧିବେଶନରେ ନିଷ୍ପତ୍ତି ଗ୍ରହଣ କରାଯିବ। ଲୋକ ସଭାରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri