ଜାତୀୟ

ୟୁପିରେ ଦୁଇ ତୃତୀୟାଂଶ ଭୋଟ ପାଇ ସରକାର ଗଢିବ ଭାଜପା: ଶାହ

ବୁଲନ୍ଦସର,୩ ।୨: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର କହିଛନ୍ତି ଯେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ସରକାର ଗଠନ କରିବ । ଦଳ ଦୁଇ ତୃତୀୟାଂଶ ଭୋଟ ସହ ସଂଖ୍ୟାଗରିଷ୍ଠତା ପାଇ ଶାସନ ଡୋର ହାତକୁ...

ମନ୍ତ୍ରୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ

ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ସରକାରର କ୍ୟାବିନେଟ ମନ୍ତ୍ରୀ ସିଦ୍ଧାର୍ଥନାଥ ସିଂହଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ବ୍ଲେଡ ଓ ବିଷରେ ତାଙ୍କ ଉପରକୁ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି ଜଣେ ଦୁର୍ବୃତ୍ତ ତେବେ ସଠିକ ସମୟରେ ଆକ୍ରମଣକାରୀଙ୍କୁ ମନ୍ତ୍ରୀଙ୍କ ସୁରକ୍ଷାକର୍ମୀମାନେ ଅଟକାଇ...

୨ ବର୍ଷରେ ୬ ବିବାହ, ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍‌ରେ ଛୁ’ ମାରିଲେ ଯୁବତୀ

ଭୋପାଳ,୩ା୨: ମଧ୍ୟପ୍ରଦେଶର ଜବଲପୁରରୁ ଏକ ଲୁଟେରା କନ୍ୟା ମାମଲା ସାମ୍ନାକୁ ଆସିଛି। ନିଜକୁ ଅନାଥ କହିଥିବା ଯୁବତୀ ଜଣଙ୍କ କୋର୍ଟ ପରିସରସ୍ଥିତ ମନ୍ଦିରରେ ବିବାହ କରିଥିଲେ। ପରେ ବରଙ୍କୁ ଚକ୍‌ମା ଦେଖାଇ ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍‌ରେ ବସି ଫେରାର...

ଯୋଗୀଙ୍କ ସଫଳତାର ରିପୋର୍ଟ କାର୍ଡ, ୫ ବର୍ଷରେ ରାଜ୍ୟରେ ଦଙ୍ଗା ନାହିଁ…

ଲକ୍ଷ୍ନୌ, ୩।୨ : ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା ସରକାରଙ୍କ ସଫଳତାର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ସେ ଗୋଟି ଗୋଟି କରି ସବୁ ସଫଳତା ସମ୍ପର୍କରେ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା...

୧୭ ଲକ୍ଷ ଟଙ୍କା ଦେଇ ବିବାହ କରିଥିଲେ ଯୁବକ, ୧୫ ଦିନ ପରେ ନବବଧୂ ଫେରାର

ଜୟପୁର,୩ା୨: ରାଜସ୍ଥାନର ଜାଲୋର ଜିଲା ବାଗୋଡ଼ା ଥାନା ଅଞ୍ଚଳରେ ଏକ ବିବାହ ପ୍ରତାରଣା ପାଲଟିଥିବା ଘଟଣା ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବକ ୧୭ ଲକ୍ଷ ଟଙ୍କା ଦେଇ ୨୩ ବର୍ଷୀୟା ଜଣେ ଯୁବତୀଙ୍କୁ ବିବାହ କରି ଘରକୁ ଆଣିଥିଲେ।...

‘ଭାରତ ସୀମାରେ ମଜଭୁତ ଭାବେ ଛିଡା ହୋଇଛନ୍ତି ଚାଇନା-ପାକିସ୍ତାନ’

ମୁମ୍ବାଇ,୩।୨:କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କ ପରେ ଗୁରୁବାର ଶିବସେନାର ଜାତୀୟ ମୁଖପାତ୍ର ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ଚାଇନା ଏବଂ ପାକିସ୍ତାନ ସମ୍ପର୍କରେ ମୋଦି ସରକାରଙ୍କୁ ଘେରିଛନ୍ତି। ସଞ୍ଜୟ କହିଛନ୍ତି, ଚାଇନା ଏବଂ ପାକିସ୍ତନ ସୀମାରେ...

ଗେଟ୍‌ ପରୀକ୍ଷା ସ୍ଥଗିତ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା, ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ, ୩।୨ : କରୋନା ମହାମାରୀ କାରଣରୁ ଗ୍ରାଜୁଏଟ ଆପ୍ଟିଚ୍ୟୁଡ ଟେଷ୍ଟ ଇନ୍‌ ଇଞ୍ଜିନିୟରିଂ (ଗେଟ୍‌ )କୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ପରୀକ୍ଷାକୁ କିଛି ଦିନ ସ୍ଥଗିତ ରଖିବାଦ୍ୱାରା ଲକ୍ଷ...

ତ୍ରିକୋଣୀୟ ପ୍ରେମର ଦୁଃଖଦ ଅନ୍ତ: ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଲେ, ଜଣଙ୍କୁ ବଞ୍ଚାଇବା ପାଇଁ…

ବେଙ୍ଗାଲୁରୁ,୩।୨: କର୍ନାଟକରେ ତ୍ରିକୋଣୀୟ ପ୍ରେମର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ କନ୍ନଡ ଜିଲାର ସୋମେଶ୍ୱରା ବିଚ୍‌କୁ ଜଣେ ଯୁବକ ତାଙ୍କର ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଜଣେ ଗର୍ଲଫ୍ରେଣ୍ଡ ସମୁଦ୍ରକୁ ଡେଇଁଲେ।...

୫ ବର୍ଷରେ ଲକ୍ଷପତିରୁ କୋଟିପତି ପାଲଟୁଛନ୍ତି ବିଧାୟକ…

ଲକ୍ଷ୍ନୌ, ୩।୨ : ରାଜନେତାଙ୍କ ଘରେ ଟଙ୍କା ଗଛ ଲଗାଯାଇଛି ବୋଲି ଏବେ ଚର୍ଚ୍ଚା ହେଉଛି। ଯଦି ତାହା ହୋଇ ନ ଥାନ୍ତା, ତେବେ ୫ ବର୍ଷ ମଧ୍ୟରେ ପ୍ରାୟ ୬ ଲକ୍ଷ ସମ୍ପତ୍ତି ୭ କୋଟିରୁ ଅଧିକ ହୋଇ...

ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଶ୍ମଶାନ-କବରସ୍ତାନରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ, ୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୨ ହଜାର ୪୩୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ତୁଟୁନି କଂଗ୍ରେସର କଳି, ରାଗିଗଲେ ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୩ ।୨: କଂଗ୍ରେସର ଆଭ୍ୟନ୍ତରୀଣ କଳହ ଏବେବି ଜାରି ରହିଛି । ରାଜ୍ୟ ସଭାରେ ଦଳର ଉପନେତା ଆନନ୍ଦ ଶର୍ମା ରାଗି ଯାଇଥିବା ଜଣାପଡିଛି । ସେ ଦଳ ପକ୍ଷରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆଲୋଚନାରେ ଭାଗ ନେବାକୁ ଚାହୁଁ...

ହିଡମାଙ୍କ ଆତ୍ମସମର୍ପଣ, ବିଜାପୁର ଆକ୍ରମଣର ମାଷ୍ଟରମାଇଣ୍ଡ…

ମୁଲୁଗୁ, ୩।୨ : ମାଓବାଦୀ ନେତା ମାଡଭି ହିଡମା ତେଲେଙ୍ଗାନାର ମୁଲୁଗୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେ ଛତିଶଗଡର ବିଜାପୁରରେ ହୋଇଥିବା ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ ବୋଲି କୁହାଯାଉଛି। ଏପ୍ରିଲ ୨୦୨୧ରେ, ବିଜାପୁରରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri