ଜାତୀୟ

ଇନ୍‌ଷ୍ଟାଗ୍ରାମରେ ଲାଇଭ୍‌ କରି ଆତ୍ମହତ୍ୟା କରୁଥିଲେ ମହିଳା: ଆଉ ତା’ପରେ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀରେ ଜଣେ ମହିଳା ଇନ୍‌ଷ୍ଟାଗ୍ରାମ୍‌ ଲାଇଭ୍‌ କରି ଆତ୍ମହତ୍ୟା କରିବାକୁ ଚେଷ୍ଟା କରୁଥିବା ମାମଲା ସାମ୍ନାକୁ ଆସିଛି। କିନ୍ତୁ ପୋଲିସ ତତ୍ପରତା ଦେଖାଇ ମାତ୍ର ୮ ମିନିଟ ମଧ୍ୟରେ ମହିଳାଙ୍କୁ ଉଦ୍ଧାର କରିଥିଲା। ସମ୍ପୃକ୍ତ ଯୁବତୀଙ୍କ ବୟସ ୨୫...

ମୋଦିଙ୍କୁ ନେପାଳର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ତାଙ୍କୁ ଖୁବ ଶୀଘ୍ର ଅନ୍ୟ ଏକ ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ କରାଯିବ। ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ନଗଡାଗ ପେଲ ଖୋରଲୋରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ...

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୧୭।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୭,୪୪୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୯୧ ଜଣଙ୍କର ମୃତ୍ୟୁ ହୋଇଛି।...

ବଳାତ୍କାରକୁ ନେଇ କଂଗ୍ରେସ ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ବେଙ୍ଗାଲୁରୁ,୧୭ ।୧୨: କଂଗ୍ରେସ ବିଧାୟକ ତଥା କର୍ନାଟକ ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ରମେଶ କୁମାର ମହିଳାଙ୍କୁ ନେଇ ବଡ ଆପତ୍ତିଜନକ ବୟାନ ଦେଇଛନ୍ତି । ବୟାନ ଏପରି ଯେ ଶୁଣିଲେ ବି ଲାଜ ଲାଗିବ । କୁମାର କହିଛନ୍ତି ଯେତେବେଳେ...

କିଛି ଦିନ ଏକାଠି ରହିବା ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୁହେଁ

ଚଣ୍ଡିଗଡ଼, ୧୭ା୧୨:ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି ତେବେ ସେମାନେ ବାସ୍ତବରେ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହୁଛନ୍ତି ବୋଲି କୁହାଯାଇପାରିବ ନାହିଁ। କେତେ ଦିନ ପର୍ଯ୍ୟନ୍ତ ସେମାନେ ଏକାଠି ରହୁଛନ୍ତି, ଜଣେ ଅନ୍ୟ...

‘ଏବେ ବି ନାରୀ ସୁରକ୍ଷା ଅନାଲୋଚିତ ବିଷୟ’

ନୂଆଦିଲ୍ଲୀ, ୧୭।୧୨:ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୯ ବର୍ଷ ପୂରିଛି। ୨୦୧୨ ଡିସେମ୍ବର ୧୬ ରାତିରେ ଏହି ବୀଭତ୍ସ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଦକ୍ଷିଣ ଦିଲ୍ଲୀରେ ଏକ ଚଳନ୍ତା ବସ୍‌ରେ ୨୨ ବର୍ଷୀୟ ପାରାମେଡିକ୍‌...

ଅକ୍ସିଜେନ୍‌, ଚିକିତ୍ସା ଉପକରଣ ପ୍ରସ୍ତୁତ ରଖ

ନୂଆଦିଲ୍ଲୀ, ୧୭।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ କେନ୍ଦ୍ର ସରକାର ଚିନ୍ତିତ ହୋଇପଡ଼ିଛନ୍ତି। ବୁଧବାର ଦେଶରେ ଆଉ ୧୪ ନୂଆ ମାମଲା ଚିହ୍ନଟ ହୋଇଛି। କର୍ନାଟକରେ ୫, ତେଲଙ୍ଗାନା ଓ ଦିଲ୍ଲୀରେ ୪ ଲେଖାଏଁ ଏବଂ ଗୁଜରାଟରେ ଜଣେ...

ବିପିନ ରାୱତଙ୍କ ମୃତ୍ୟୁକୁ ନେଇ ଆପତ୍ତିଜନକ ଟିପ୍ପଣି ଦେଇଥିବା ୨ଜଣଙ୍କ ବିରୋଧରେ ଏଫ୍‌ଆଇଆର୍‌

ଭୋପାଳ,୧୭ ।୧୨: ମଧ୍ୟପ୍ରଦେଶର ରତଲାମରେ ପୋଲିସ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁକୁ ନେଇ ଆପତ୍ତିଜନକ ଟିପ୍ପଣି କରିଥିବା ୨ ଜଣ ବ୍ୟକ୍ତିଙ୍କ ନାଁରେ ଏଫ୍‌ଆଇଆର୍ ଦେଇଛି । ଭାରତୀୟ ଦଣ୍ଡ ସଂହିତା ଧାରା...

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ...

ବୀର ସେନାଙ୍କ ନାଁରେ ନାମିତ ହେବ ସଡ଼କ, ଅଟ୍ଟାଳିକାର ନାମ

ନୂଆଦିଲ୍ଲୀ,୧୭ ।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ପ୍ରତିରକ୍ଷା ସମ୍ପଦା ମହାନିର୍ଦ୍ଦେଶାଳର ୯୬ତମ ସ୍ଥାପନା ଦିବସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମହାନିର୍ଦ୍ଦେଶାଳୟର ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଆଧୁନିକ ଭାରତର ନିର୍ମାଣ...

ନିର୍ଭୟା କାଣ୍ଡକୁ ପୂରିଲା ୯ ବର୍ଷ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୯ ବର୍ଷ ପୂରିଛି। ୨୦୧୨ ଡିସେମ୍ବର ୧୬ ରାତିରେ ଏହି ବୀଭତ୍ସ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଦକ୍ଷିଣ ଦିଲ୍ଲୀରେ ଏକ ଚଳନ୍ତା ବସ୍‌ରେ ୨୨ ବର୍ଷୀୟ ପାରାମେଡିକ୍‌...

ଚାକିରି ଦାବିରେ ୪ ମାସ ହେଲା ଟାଙ୍କି ଉପରେ ବସିଛନ୍ତି ଯୁବତୀ

ଲକ୍ଷ୍ନୌ, ୧୬ା୧୨: ଚାକରି ନ ମିଳିବାରୁ ଅଭିନବ ଉପାୟରେ ବିକ୍ଷୋଭ ଜାରି ରଖିଛନ୍ତି ଉତ୍ତରପ୍ରଦେଶର ଜଣେ ଯୁବତୀ। ଲକ୍ଷ୍ନୌର ନିଶାନ୍ତଗଞ୍ଜରେ ଥିବା ଶିକ୍ଷା ନିର୍ଦ୍ଦେଶାଳୟ ନିକଟ ପାଣି ଟାଙ୍କି ଉପରେ ଶିଖା ପାଲ୍‌ (୩୬) ପ୍ରାୟ ୪ ମାସ ହେଲାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri