ଜାତୀୟ

ରାହୁଲ ହୋଇ ପାରିବେ ପ୍ରଧାନମନ୍ତ୍ରୀ,ପିକେଙ୍କ କଥା ବଦଳିଲା…

ନୂଆଦିଲ୍ଲୀ, ୧୬।୧୨: ଦେଶର ପ୍ରାୟ ସମସ୍ତ ପ୍ରମୁଖ ରାଜନୈତିକ ଦଳ ସହ କାମ କରିଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ବର୍ତ୍ତମାନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଜାରି କରିଛନ୍ତି। ବିଚାରପତି ପି.ଭି.କୁହ୍ନିକ୍ରିଷ୍ଣାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ...

ପାକିସ୍ତାନର ଷଡ଼ଯନ୍ତ୍ର, ନୂଆ ଦଳ ଗଠନ ପାଇଁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୬।୧୨: ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ଭାରତରେ ଅନୁପ୍ରବେଶ ଏବଂ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ବିଭିନ୍ନ ଆତଙ୍କବାଦୀ ସଂଗଠନ ସହ ଏକ ବୈଠକରେ ଆଇଏସଆଇ ନିର୍ଦ୍ଦେଶ ଦେଇଛି ଯେ ଜମ୍ମୁ-କଶ୍ମୀର ଏବଂ ଭାରତରେ ଆକ୍ରମଣ ପାଇଁ ନୂଆ...

ମୋଦି କଲେ ଏମିତି କାମ: ସୋସିଆଲ ମିଡିଆରେ ଛୁଟିଲା ପ୍ରଶଂସା ସୁଅ

ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୩ ଏବଂ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସ୍ବପ୍ନର ପ୍ରକଳ୍ପ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିଥିଲେ ଏବଂ ଗଙ୍ଗା ଆରତୀରେ ମଧ୍ୟ...

୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ, ୧୬।୧୨: ସମସ୍ତ ଆବେଦନକାରୀଙ୍କୁ ୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ  ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟଙ୍କ ପକ୍ଷରୁ ମହାରାଷ୍ଟ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ...

‘ଚିଫ୍‌ ଅଫ୍‌ ଷ୍ଟାଫ୍‌ କମିଟି’ର ଅଧ୍ୟକ୍ଷ ହେଲେ ଏମ୍‌ଏମ୍‌ ନରଭାଣେ

ନୂଆଦିଲ୍ଲୀ,୧୬।୧୨: ସ୍ଥଳ ସେନା ମୁଖ୍ୟ ଜେନେରାଲ ଏମ୍‌ଏମ୍‌ ନରଭାଣେ ୩ ସେନା ବାହିନୀ ପାଇଁ ଗଠିତ କମିଟିର ଅଧ୍ୟକ୍ଷ ପଦର ଦାୟିତ୍ୱ ଗ୍ରହଣ କରିଛନ୍ତି। ଡିସେମ୍ବର ୮ରେ ଆଇଏଫ୍‌ ହେଲିକପ୍ଟର ଦୁର୍ଘଟଣାରେ ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ ଜେନେରାଲ ବିପିନ ରାୱତଙ୍କ...

ପ୍ରେମିକାଙ୍କ ସ୍ବାମୀଙ୍କୁ ଦେଖି ୫ ମହଲାରୁ ଡେଇଁଲେ ପ୍ରେମିକ: ଆଉ ତା’ପରେ

ଜୟପୁର,୧୬।୧୨: ରାଜସ୍ଥାନର ଜୟପୁରର ପ୍ରତାପନଗର ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଲିଭ୍‌-ଇନ ରିଲେସନଶିପରେ ରହୁଥିବା ଜଣେ ଯୁବକ ମହିଳାଙ୍କ ସ୍ବାାମୀଙ୍କୁ ଦେଖି ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ତଳକୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ପୋଲିସର ସୂଚନାନୁସାରେ,...

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା...

ଝିଅଙ୍କ ବିବାହ ବୟସ ସୀମା ବଢାଇବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧୨: ମହିଳାମାନଙ୍କ ପାଇଁ ବିବାହର ସର୍ବନିମ୍ନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ହୋଇଯାଇଛି। ଏହି ପ୍ରସ୍ତାବ ସଂସଦର ଚଳିତ ଅଧିବେଶନରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି।...

ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

ପୁଣି ଆତଙ୍କ, ଦେଶରେ ୭୩ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୬।୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ଏବଂ କେରଳରେ ୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଦେଶରେ ଓମିକ୍ରନଙ୍କ ସଂଖ୍ୟା ୭୩କୁ ବୃଦ୍ଧି ପାଇଛି।...

ଡେଲ୍‌ଟାକୁ ଟପିବ ଓମିକ୍ରନ୍‌ ସଂକ୍ରମଣ

ନୂଆଦିଲ୍ଲୀ, ୧୬।୧୨: ଆସନ୍ତାବର୍ଷ ଜାନୁୟାରୀ-ଫେବୃୟାରୀ ବେଳକୁ କୋଭିଡ୍‌-୧୯ର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ଭାରତରେ ଶୀର୍ଷ ଛୁଇଁପାରେ। ସେତେବେଳକୁ ଏହା ଡେଲ୍ଟା ଭାରିଆଣ୍ଟର ସଂକ୍ରମଣକୁ ଟପିଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଡେଲ୍ଟା ଭାରିଆଣ୍ଟ ଯୋଗୁ ଚଳିତ ବର୍ଷ କୋଭିଡ୍‌ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri