ଜାତୀୟ

‘ପାକ୍‌ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’

ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର କହିଛନ୍ତି। ସ୍ବାଧୀନତା ସମୟରେ...

ରାତିରେ ଦେଖାଯାଉଛି ଓମିକ୍ରନ୍‌ର ଏମିତି କିଛି ଲକ୍ଷଣ

ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନାହିଁ । ଡେଲ୍ଟା ଭାରିଏଣ୍ଟ...

କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା...

ନିର୍ବାଚନ ପୂର୍ବରୁ ୟୁପିରେ ଭାଜପାକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୩।୧୨: ୨୦୨୨ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଅଧ୍ୟକ୍ଷା ମାୟାବତୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ ଦଳର ଜଣେ ଲେଖାଏ ବିଧାୟକ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ...

ଚଣ୍ଡିଗଡ଼ ପରେ କେରଳ ଛୁଇଁଲା ଓମିକ୍ରନ୍‌, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୮

ନୂଆଦିଲ୍ଲୀ,୧୩ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓିମକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଦେଶରେ ୩୮ ଜଣ ଓମିକ୍ରନ୍ ସଂକ୍‌୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏହାରି ଭିତରେ ଓମିକ୍ରନ୍...

ହେଲିକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ଫୋନକୁ ନେଇଗଲେ

କୁନୁର(ତାମିଲନାଡୁ),୧୩ା୧୨: ଗତ ୮ ତାରିଖରେ ଘଟିଥିବା ବାୟୁ ସେନା ହେଲକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ବ୍ୟକ୍ତିଙ୍କ ଫୋନକୁ ଫରେନ୍ସିକ ଯାଞ୍ଚ ପାଇଁ ପଠାଯାଇଛି। ଉଲ୍ଲେଖଯୋଗ୍ୟ, ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତଙ୍କ ସମେତ...

ଗଣତନ୍ତ୍ର ଦିବସରେ ଏକାଥରେ ଆସିପାରନ୍ତି ୫ ଦେଶର ମୁଖ୍ୟ

ନୂଆଦିଲ୍ଲୀ,୧୨ା୧୨: ଆସନ୍ତା ବର୍ଷ ଜାନୁୟାରୀ ୨୬ ତାରିଖ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଏକାଥରେ କେନ୍ଦ୍ର ଏସିଆର ୫ ରାଷ୍ଟ୍ର ମୁଖ୍ୟ ଯୋଗ ଦେଇପାରନ୍ତି। କେନ୍ଦ୍ର ଏସିଆ ଦେଶମାନଙ୍କ ସହ ଯୋଗାଯୋଗ, ବ୍ୟାପାର ଓ ସୁରକ୍ଷା ସମ୍ପର୍କ ମଜଭୁତ...

କାର ବୋମା ସନ୍ଦେହରେ ମେହବୁବାଙ୍କ ସମ୍ମିଳନୀକୁ ମିଳିଲାନି ଅନୁମତି

ଶ୍ରୀନଗର,୧୨।୧୨: କାର ବୋମା ସନ୍ଦେହ ଏବଂ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ପ୍ରଶାସନ ରବିବାର ହେବାକୁ ଥିବା ପିଡିପିର ଯୁବ ସମ୍ମିଳନୀକୁ ଅନୁମତି ଦେଇନାହିଁ। ଏଥିସହିତ ଦଳ ଅଧ୍ୟକ୍ଷା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ...

ଜାଳିଦେଲେ ଧାର୍ମିକ ପୁସ୍ତକ

ବେଙ୍ଗାଲୁରୁ,୧୨ା୧୨: ଧର୍ମ ପରିବର୍ତ୍ତନ ଅଭିଯୋଗରେ ଦକ୍ଷିଣପନ୍ଥୀ ଗୋଷ୍ଠୀ କର୍ନାଟକର କୋଲାରରେ ଖ୍ରୀଷ୍ଟିଆନ ଧର୍ମର ଧାର୍ମିକ ପୁସ୍ତକ ଜାଳି ଦେଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନାହିଁ। ଖ୍ରୀଷ୍ଟିଆନ ସମ୍ପ୍ରଦାୟକୁ ଧାର୍ମିକ ବୁକଲେଟ ନ ବାଣ୍ଟିବାକୁ ଚେତାବନୀ ଦିଆଯାଇଛି। କିନ୍ତୁ...

ଲୁଣ, ତେଲ ପ୍ୟାକେଟରେ ମୋଦି, ଯୋଗୀଙ୍କ ଫଟୋ

ଲକ୍ଷ୍ନୌ,୧୨ା୧୨: ୮୦ ହଜାର ରାଶନ ଦୋକାନ ଜରିଆରେ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଥିବା ଲୁଣ, ରିଫାଇଣ୍ଡ ତେଲ ଓ ଚଣା ପ୍ୟାକେଟ ବଣ୍ଟନ କରାଯାଉଛି। ରାଜ୍ୟର ମାଗଣା ରାଶନ ଯୋଜନାରେ ଏହି...

ଜେଲ ଦଣ୍ଡରୁ ବର୍ତ୍ତିବା ପାଇଁ ନିଜ ମୃତ୍ୟୁର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୨ା୧୨: ନିଜ ୧୩ ବର୍ଷୀୟା ଝିଅର ହତ୍ୟା ମାମଲାର ଅଭିଯୁକ୍ତ ପାରୋଲରେ ଜେଲରୁ ବାହାରିବା ପରେ ଆଉ ଏକ ହତ୍ୟା କାଣ୍ଡ ଘଟାଇଛନ୍ତି। ମୃତଦେହକୁ ନିଜ ପରିଚୟ ଦେଇ ଜେଲଦଣ୍ଡରୁ ବର୍ତ୍ତିବାକୁ ଉଦ୍ୟମ କରିଥିବା ଗାଜିଆବାଦ ପୋଲିସ ପକ୍ଷରୁ କୁହାଯାଇଛି।...

ଭାଜପାରେ ସାମିଲ ହେବେ କି ହରଭଜନ ସିଂ: ଚର୍ଚ୍ଚା ଉପରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଚଣ୍ଡିଗଡ,୧୨।୧୨: ଗୁଗଲି ବଲ୍‌ରେ ବିଶ୍ୱର ବଡ ବଡ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିବା ଭାରତୀୟ ସ୍ପିନର ହରଭଜନ ସିଂ ଭାଜପାରେ ଯୋଗଦେବା ଆଲୋଚନାକୁ ଖଣ୍ଡନ କରିଛନ୍ତି। ସୋସିଆଲ ମିଡିଆରେ ଚାଲିଥିବା ଗୁଜବକୁ ସେ ମିଥ୍ୟା ବୋଲି କହିଛନ୍ତି। ୨୦୧୭ ବିଧାନସଭା ନିର୍ବାଚନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri