ଜାତୀୟ

ହିନ୍ଦୁ ହେବେ ଫିଲ୍ମ ନିର୍ମାତା ଅଲି ଆକବର

ଥିରୁଭାନନ୍ତପୁରମ, ୧୨ା୧୨: ମୁସଲମାନ ଧର୍ମ ତ୍ୟାଗ କରି ହିନ୍ଦୁ ହେବେ କେରଳ ଫିଲ୍ମ ନିର୍ମାତା ଅଲି ଆକବର(୫୮)। ମୁସ୍‌ଲିମ ଧର୍ମ ଉପରୁ ତାଙ୍କର ବିଶ୍ୱାସ ତୁଟି ଯାଇଥିବା ସେ କହିଥିଲେ। ଏବେ ସ୍ତ୍ରୀ ଲୁସିୟାମାଙ୍କ ସହ ସେ ହିନ୍ଦୁ ଧର୍ମ...

ଅନ୍ତିମ ବିଦାୟ ପାଇଁ ତିଆରି ହେଲା ରାସ୍ତା

ଆଗ୍ରା, ୧୨ା୧୨: ସେନା ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓ୍ବିଙ୍ଗ କମାଣ୍ଡର ପୃଥ୍ବୀ ସିଂଙ୍କୁ ଶେଷ ବିଦାୟ ଦେବା ପାଇଁ ଉତ୍ତରପ୍ରଦେଶର ଆଗ୍ରାସ୍ଥିତ ତାଙ୍କ ଘରକୁ ଯାଇଥିବା ରାସ୍ତାର ପୁନଃନିର୍ମାଣ କରାଯାଇଛି। ମାତ୍ର ଅଢ଼େଇ ଘଣ୍ଟାରେ ଏହି ରାସ୍ତା କାମ...

ଚଣ୍ଡୀପ୍ରସାଦ ହୋଇପାରନ୍ତି ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ, ୧୨ା୧୨: ସ୍ଥଳସେନା ଉପାଧ୍ୟକ୍ଷ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ସ୍ଥଳସେନା ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରନ୍ତି। ଜଗତ୍‌ସିଂହପୁର ଜିଲାରେ ଜନ୍ମିତ ଏହି ବରିଷ୍ଠ ସେନା ଅଧିକାରୀଙ୍କ ନୂଆ ନିଯୁକ୍ତି ନେଇ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଶନିବାର ରାତିରେ...

ପଞ୍ଜାବ ନିର୍ବାଚନ ପୂର୍ବରୁ ଭାଜପାରେ ସାମିଲ ହେବେ ହରଭଜନ ସିଂ!

ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଞ୍ଜାବ ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଏହାରି ଭିତରେ ଶୁଣିବାକୁ ମିଳିଥିଲା କି କ୍ରିକେଟର ହରଭଜନ ସିଂ ଏଥର...

କରୋନାରେ ମୃତ ପିତାଙ୍କ ମୂର୍ତ୍ତି ସାମ୍ନାରେ ବିବାହ କଲେ ଝିଅ

ଜଲଗାଁଓ,୧୨ ।୧୨: ମହାରାଷ୍ଟ୍ର ଜଲଗାଁଓର ଜଣେ ଝିଅ ପ୍ରମାଣ କରି ଦେଖାଇଛନ୍ତି କି ଝିଅମାନେ ବିଶ୍ୱରେ ସବୁଠାରୁ ଅଧିକ ତାଙ୍କ ପିତାଙ୍କୁ ହିଁ ଭଲ ପାଇଥାଆନ୍ତି । କରୋନାରେ ପିତାଙ୍କ ଦେହାନ୍ତ ହେବା ପରେ ଯୁବତୀ ଜଣକ ନିଜ ପିତାଙ୍କ...

ଟ୍ୟାଙ୍କ ବିଧ୍ୱଂସକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ପୋଖରାନ,୧୨ ।୧୨: ରାଜସ୍ଥାନର ପୋଖରାନ ଫାୟରିଂ ରେଞ୍ଜରୁ ଶନିବାର ଦେଶରେ ବିକଶିତ ଓ ହେଲିକପ୍ଟରରୁ ଲକ୍ଷ୍ୟ ଭେଦ କରୁଥିବା ଟ୍ୟାଙ୍କ ବିଧ୍ୱଂସକ ମିଜାଇଲର ସଫଳ ପରୀକ୍ଷଣ କରିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଡିଆର୍‌ଡିଓ ଦ୍ୱାରା ବିକଶିତ ତଥା ବାୟୁସେନା...

ଦୁଇ ଘଣ୍ଟାରେ ହେବ ଓମିକ୍ରନ୍ ଟେଷ୍ଟ

ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ...

ଓମିକ୍ରନକୁ ହରାଇଲା ଦେଢ ବର୍ଷର ଶିଶୁ କନ୍ୟା

ପୁଣେ,୧୨ ।୧୨: ମହାରାଷ୍ଟ୍ର ପୁଣେ ଜିଲାର ପିମ୍ପରି-ଚିଂଚୱଡ ଅଞ୍ଚଳରେ ନିକଟରେ କରୋନା ଭାଇରସର ଓମିକ୍ରନ୍ ଦ୍ୱାରା ସଂକ୍ରମିତ ଦେଢ ବର୍ଷର ଶିଶୁ କନ୍ୟା ଏବେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏବେ ଶିଶୁଟିକୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ

ନୂଆଦିଲ୍ଲୀ,୧୨ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ସାମାଜିକ ସମସ୍ୟାକୁ ନେଇ ନିଜ ମତ ରଖିଥିବା ଦେଖାଯାଏ । ଏବେ ମୋଦିଙ୍କ ଆକାଉଣ୍ଟ ଉପରେ ନଜର ପଡିଛି ହ୍ୟାକର୍ସଙ୍କର ।...

ମିଛ କହୁଥିବା ଶାହା କ୍ଷମା ମାଗନ୍ତୁ

କୋହିମା, ୧୧।୧୨: ନାଗାଲାଣ୍ଡର ମୋନ୍‌ ଜିଲାରେ ସେନା ଗୁଳିରେ ୧୪ ଜଣଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଶନିବାର ଏକ ବିଶାଳ ରାଲି କରାଯାଇଛି। ଗୁଳିକାଣ୍ଡ ସମ୍ପର୍କରେ ପାର୍ଲାମେଣ୍ଟରେ ଭୁଲ୍‌ ତଥ୍ୟ ଦେଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏଥିପାଇଁ କ୍ଷମା ମାଗିବାକୁ...

ଗଙ୍ଗାରେ ସିଡିଏସ୍‌ଙ୍କ ଅସ୍ଥି ବିସର୍ଜନ

ନୂଆଦିଲ୍ଲୀ, ୧୧ା୧୨: ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦେଶର ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତ୍‌ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ଶେଷକୃତ୍ୟ ପରେ ଶନିବାର ହରିଦ୍ୱାରଠାରେ ଗଙ୍ଗାନଦୀରେ ଅସ୍ଥି ବିସର୍ଜନ କରାଯାଇଛି। ଝିଅ କ୍ରିତିକା ଏବଂ ତାରିଣୀ ସକାଳେ...

ମିଳିଲା ମାରାଡୋନାଙ୍କ ୨୦ ଲକ୍ଷ ଟଙ୍କାର ଚୋରି ଘଣ୍ଟା

ଦିଶପୁର,୧୧ା୧୨: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନାଙ୍କର ଚୋରି ଘଣ୍ଟା ଆସାମରୁ ମିଳିଛି। ଆସାମ ପୋଲିସ ଦୁବାଇ ପୋଲିସ ସହ ମିଶି ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ସମାଧାନ କରିଛି। ତେବେ ଘଣ୍ଟା ଚୋରି କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ଆସାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri