ଜାତୀୟ

ଗୁଜରାଟରେ ଆଉ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଗାନ୍ଧିନଗର,୧୦ ।୧୨: ଗୁଜରାଟରେ ଆଉ ୨ ଓମିକଅନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ଜାମନଗରର ପୂର୍ବ ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ବେଳେ ସେମାନଙ୍କର ଏବେ ଟେ୍େ‌ଯ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଗୁଜରାଟରେ ଏବେ ଓମିକ୍ରନ୍ ସଂକ୍ରମିତଙ୍କ...

ବିଦାୟ ଜେନେରାଲ…

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର । ରାଜଧାନୀ ଦିଲ୍ଲୀର ବରାର ସ୍କୋୟାରରେ ରାଜକୀୟ ଢଙ୍ଗରେ ୧୭...

ଅଧା ରହିଗଲା ବିପିନ ରାଓ୍ବତଙ୍କ ସ୍ବପ୍ନ, ପୂରଣ କରିବେ ଦାଦା

ଡେରାଡୁନ,୧୦ା୧୨: ସିଡିଏସ୍‌ ବିପିନ ରାଓ୍ବତ ତାଙ୍କ ଜନ୍ମସ୍ଥାନ ଅର୍ଥାତ୍‌ ଗାଁରେ ଏକ ଘର ତିଆରି କରିବା ପାଇଁ ସ୍ବପ୍ନ ଦେଖିଥିଲେ। ଖାଲି ଏହା ବିପିନଙ୍କ ସ୍ବପ୍ନ ନୁହେଁ, ବରଂ ତାଙ୍କ ପିତା ଲେଫ୍ଟ ଜେନେରାଲ ଲକ୍ଷ୍ମଣ ସିଂ ରାଓ୍ବତଙ୍କ ମଧ୍ୟ...

ମୃତ୍ୟୁବି ଏମାନଙ୍କୁ କରିପାରିଲାନି ଅଲଗା

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଆଉ କିଛି ସମୟ ପରେ ପଞ୍ଚଭୂତରେ ବିଲିନ ହେବାକୁ ଯାଉଛି । ବାୟୁସେନାର ଏକ...

ବିପିନ ରାଓ୍ବତଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି, ସମସ୍ତଙ୍କ ହୃଦୟ ଜିତିଲା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ.୧୦।୧୨: ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାୱତଙ୍କୁ ପୂରା ଦେଶ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। କେବଳ ଭାରତରେ ନୁହେଁ, ଅନେକ ଦେଶରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ଡିସେମ୍ବର ୮ରେ ତାମିଲନାଡୁର କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ ରାୱତ,...

ବିପିନ ରାଓ୍ବତଙ୍କୁ ଦିଆଯିବ ୧୭ ତୋପ ସଲାମି

ନୂଆଦିଲ୍ଲୀ.୧୦।୧୨: ତାମିଲନାଡୁର କୁନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତଙ୍କୁ ଆଜି ଅନ୍ତିମ ସଂସ୍କାର କରାଯିବ। ରାୱତଙ୍କୁ ୧୭ ତୋପ ସଲାମି ଦିଆଯିବ ଏବଂ ଶେଷ ରୀତିନୀତିରେ ୮୦୦ ସେନା କର୍ମଚାରୀ ଉପସ୍ଥିତ...

ଅନ୍ତିମ ଯାତ୍ରାରେ ଦେଶର ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ମର ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି । ସନ୍ଧ୍ୟା ୫ଟାରେ ଦିଲ୍ଲୀର ବରାର ସ୍କୋୟାରରେ ପତ୍ନୀ ମଧୁଲିକାଙ୍କ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ...

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ୩୦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି

ଚଣ୍ଡିଗଡ଼,୧୦ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଥିବା ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି(ଏଏପି) ଶୁକ୍ରବାର ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏବେ ୧୧୭ ମଧ୍ୟରୁ କେବଳ ୩୦ ଜଣଙ୍କ ନାମ ଘୋଷଣା କରାଯାଇଛି...

‘ମୋ ପିତା ଥିଲେ ମୋର ହିରୋ, ଏହା ହୁଏତ ଭାଗ୍ୟରେ ଥିଲା’: ପିତାଙ୍କୁ ଲୁହ ଭରା ଆଖିରେ ଶେଷ ବିଦାୟ ଦେଲେ ବ୍ରିଗେଡିୟର ଏଲ୍‌ଏସ୍ ଲିଡ୍ଡରଙ୍କ ଝିଅ ଆଶନା

ନୂଆଦିଲ୍ଲୀ,୧୦ ।୧୨: ତାମିଲନାଡୁର କୁନ୍ନୁରରେ ବୁଧବାର ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣା ହୁଏତ ଦେଶବାସୀଙ୍କ ମନରୁ କେବେ ଲିଭିବ ନାହିଁ । କିନ୍ତୁ ଏଥିରେ ଯେଉଁମାନେ ଶହୀଦ ହୋଇଛନ୍ତି ତାଙ୍କର ଶୂନ୍ୟସ୍ଥାନକୁ ହୁଏତ ଆଉ ପୂରଣ କରାଯାଇ ନ ପାରେ...

ସିଡିଏସ୍‌ଙ୍କ ହେଲିକପ୍ଟର ଦୁର୍ଘଟଣା ଯାଞ୍ଚରେ ସାମିଲ ହୋଇପାରେ ରୁଷିଆ

ନୂଆଦିଲ୍ଲୀ,୧୦ ।୧୨: ଗତ ବୁଧବାର କୁନ୍ନୁରର ନୀଳଗୀରି ଅଞ୍ଚଳରେ ବାୟୁସେନାର ଏମ୍‌ଆଇ୧୭ ଭି୫ ହେଲିକପ୍ଟର ଦୁର୍ଘଟଣା ହେବା ଫଳରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ...

ସିଡିଏସ ବିପିନ ରାୱତଙ୍କ ଅନ୍ତିମ ଦର୍ଶନ ପାଇଁ ଲୋକଙ୍କ ଭିଡ

ନୂଆଦିଲ୍ଲୀ,୧୦।୧୨: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ୧୩ ଜଣଙ୍କୁ ଶୁକ୍ରବାର ସିଡିଏସ ବିପିନ ରାୱତଙ୍କ ସମେତ ଅନ୍ତିମ ବିଦାୟ ଦିଆଯାଉଛି। ଏହାପୂର୍ବରୁ ଜେନେରାଲ ବିପିନ ରାୱତଙ୍କ ମୃତଦେହକୁ ଶୁକ୍ରବାର ବେସ ହସ୍ପିଟାଲରୁ ତାଙ୍କ ବାସଭବନକୁ ଅଣାଯାଇଥିଲା। ଏଠାରେ...

ପୋଲିସର ବର୍ବରତା: ଶିଶୁଙ୍କୁ କୋଳେଇଥିବା ବାପାଙ୍କ ଉପରକୁ ଲାଠିଚାର୍ଜ

କାନପୁର,୧୦।୧୧: ଉତ୍ତରପ୍ରଦେଶର କାନପୁର ଦେହାତରେ ପୋଲିସର ବର୍ବରତାର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଏକ ଶିଶୁକୁ ନିଜ କୋଳରେ ବୋହି ନେଉଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ଲାଠିଚାର୍ଜ କରୁଥିବା ଦେଖିବାକୁ ମିଳିଛି। କାନପୁର ଦେହାତର ଆକବରପୁର ଜିଲା ଡାକ୍ତରଖାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri